Home Bibles ☰ Books ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:11 · ଓଡ଼ିଆ ବାଇବେଲ
ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:11 · ଓଡ଼ିଆ ବାଇବେଲ

ଏହି ଉପଦେଶ ପରମେଶ୍ବର ମାେତେ ପ୍ରଚାର କରିବାକୁ ଦଇେଥିବା ସୁସମାଚାରର ଅଂଶବିଶଷେ। ଏହି ମହିମାମୟ ସୁସମାଚାର ପରମଧନ୍ଯ ପରମେଶ୍ବରଙ୍କଠାରୁ ଆସିଛି।

Cross references

ଗୀତସଂହିତା 138:2

ହେ ପରମେଶ୍ବର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି। ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ଯତାକୁ ପ୍ରଶଂସା କରିବି। ତୁମ୍ଭେ ପ୍ରସିଦ୍ଧ ଅଟ ଏବଂ ୟାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ଯ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।

ଲୂକଲିଖିତ ସୁସମାଚାର 2:10

ମଷେପାଳକମାନେ ଅତ୍ଯନ୍ତ ଭୟଭୀତ ହାଇଗେଲେ। ସ୍ବର୍ଗଦୂତ ସମାନଙ୍କେୁ କହିଲେ, ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ଯନ୍ତ ଶୁଭ ସମାଚାର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦବେ।

ଲୂକଲିଖିତ ସୁସମାଚାର 2:14

ସ୍ବର୍ଗ ରେ ରହୁଥିବା ପରମେଶ୍ବରଙ୍କୁ ଜୟ ହେଉ ଏବଂ ଏ ପୃଥିବୀ ରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ବର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।

ରୋମୀୟଙ୍କ ପ୍ରତି ପତ୍ର 2:16

ଯେଉଁ ଦିନ ପରମେଶ୍ବର ଲୋକମାନଙ୍କ ଭିତ ରେ ଥିବା ଗୁପ୍ତକଥା ଗୁଡ଼ିକର ନ୍ଯାୟବିଚ଼ାର କରିବେ ସହେି ଦିନ ଏହି କଥା ଘଟିବ। ମୁଁ ଯେଉଁ ସୁସମାଚ଼ାର ଲୋକମାନଙ୍କୁ କହୁଛି, ତାହା କୁ ହେ ଯେ, ପରମେଶ୍ବର ଖ୍ରୀଷ୍ଟ ୟିଶୁଙ୍କ ଦ୍ବାରା, ଲୋକମାନଙ୍କର ନ୍ଯାୟବିଚ଼ାର କରିବେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:1

ଆମ୍ଭ ବିଷୟ ରେ ଲୋକମାନଙ୍କର ଭାବିବା ଦରକାର ଯେ, ଆମ୍ଭେ ଖ୍ରୀଷ୍ଟଙ୍କର ସବେକ। ପରମେଶ୍ବର ନିଜର ଗୋପନୀୟ ସତ୍ଯଗୁଡ଼ିକୁ ଆମ୍ଭ ନିକଟରେ ଭରସା ରଖି ଜଣାଇ ଅଛନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:17

ତା'ପରେ ମଧ୍ଯ ଯଦି ମୁଁ ସ୍ବେଚ୍ଛା ରେ ସୁସମାଚାର ପ୍ରଚାର କରୁଛି, ତବେେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ଯ। କିନ୍ତୁ ତାହା ତ ନୁହେଁ। ସୁସମାଚାର ପ୍ରଚାର ପାଇଁ ମୁଁ ବାଧ୍ଯ। ପ୍ରଭୁ ମାେତେ ଯେଉଁ ଦାଯିତ୍ବ ଦଇେଛନ୍ତି, କବଳେ ତାହା ମୁଁ ସମ୍ପାଦନ କରୁଛି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:8

ତା ହେଲେ ଆତ୍ମାଙ୍କର ଜୀବନଦାୟକ ସବୋ କେତେ ଅଧିକ ମହିମାୟୁକ୍ତ ନ ହବେ ?

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:4

ଅବିଶ୍ବାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦଇେଛି। ତେଣୁ ସମାନେେ ଖ୍ରୀଷ୍ଟଙ୍କର ସୁସମାଚାରର ଆଲୋକ ଦେଖି ପାରନ୍ତି ନାହିଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:6

ଥରେ ପରମେଶ୍ବର କହିଲେ : ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:18

ଏହି ସବୁ ବିଷୟ ପରମେଶ୍ବରଙ୍କ ଠାରୁ ଆସିଛି। ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବର ନିଜେ ଆମ୍ଭମାନଙ୍କ ସହ ଶାନ୍ତି ସ୍ଥାପନ କରିଛନ୍ତି। ଓ ଲୋକମାନେ ଯେପରି ପରମେଶ୍ବରଙ୍କ ସହ ଶାନ୍ତି ସ୍ଥାପନ କରିବେ, ଏହି ଦାଯିତ୍ବ ଆମ୍ଭମାନଙ୍କୁ ଦଇେଛନ୍ତି।

ଗାଲାତୀୟଙ୍କ ପ୍ରତି ପତ୍ର 2:7

ଏହିସଲାକମାଲନସଦଖିଲଲସଯ, ପରଲମଶ୍ବର ପିତରଙ୍କ ଭଳିସମାଲତସଗାଟିଏ ବିଶଲଷ କାମସଦଇଛନ୍ତି। ପରଲମଶ୍ବର ଯିହୂଦୀମାନଙ୍କୁ ସୁସମାଚାର କହିବା ପାଇଁ ପିତରଙ୍କୁ ନିୟୁକ୍ତ କରିଛନ୍ତି। କିନ୍ତୁ ପରଲମଶ୍ବରସମାଲତ ଅଣଯିହୂଦୀମାନଙ୍କୁ ସୁସମାଚାର କହିବା କାମସଦଇଛନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 1:6

ପରମେଶ୍ବରଙ୍କ ଆଶ୍ଚର୍ୟ୍ଯଜନକ ଅନୁଗ୍ରହ ସକାେଶ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ବର ପ୍ ରମେ କରନ୍ତି, ସହେି ଖ୍ରୀଷ୍ଟଙ୍କ ଦ୍ବାରା ସେ ଆମ୍ଭକୁ ସହେି ଅନୁଗ୍ରହ ମୁକ୍ତ ଭାବରେ ଦଇେଥାନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 1:12

ଆମ୍ଭେ ହେଉଛୁ ପ୍ରଥମ ଲୋକ ଯେଉଁମାନେ ଖ୍ରୀଷ୍ଟଙ୍କଠା ରେ ଭରସା ପ୍ରତିଷ୍ଠିତ କରିଥିଲୁ, ଏବଂ ପରମେଶ୍ବରଙ୍କ ମହିମାର ପ୍ରଶଂସା କରିବା ଲାଗି ଆମ୍ଭକୁ ବଛା ଯାଇଥିଲା।

ଏଫିସୀୟଙ୍କ ପ୍ରତି ପତ୍ର 2:7

ଭବିଷ୍ଯତ ରେ ତାହାଙ୍କ କୃପାର ମହାନ୍ ସମ୍ପଦକୁ ଆମ୍ଭକୁ ଦଖାଇବୋ ପାଇଁ ପରମେଶ୍ବର ଏପରି କଲେ। ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ଆମ୍ଭ ପ୍ରତି ପରମେଶ୍ବର ତାହାଙ୍କର ଏହି ଅନୁଗ୍ରହ ପ୍ରକାଶ କଲେ। ଏହି ଅନୁଗ୍ରହ ଦ୍ବାରା ତୁମ୍ଭେ ଉଦ୍ଧାର ପାଇଛ।

ଏଫିସୀୟଙ୍କ ପ୍ରତି ପତ୍ର 3:10

ମଣ୍ଡଳୀ ଦ୍ବାରା ପରମେଶ୍ବରଙ୍କ ବହୁବିଧ ଜ୍ଞାନ, ସ୍ବର୍ଗର କର୍ତ୍ତାପଣ ଓ ଅଧିକାର ପ୍ରାପ୍ତ ବ୍ଯକ୍ତିମାନଙ୍କୁ ବର୍ତ୍ତମାନ ଜଣାଇବା ପରମେଶ୍ବରଙ୍କର ଉଦ୍ଦେଶ୍ଯ ଥିଲା। ସମାନେେ ମଣ୍ଡଳୀ ୟୋଗୁ ଏହା ଜାଣି ପାରିବେ।

Interlinear

Choose Theme