କିନ୍ତୁ ମାେତ ଅନୁଗ୍ରହ ମିଳିଲା। ମାେତେ ଅନୁଗ୍ରହ ଦିଆଗଲା, ଯାହା ଦ୍ବାରା ଖ୍ରୀଷ୍ଟ ଯୀଶୁ ପ୍ରମାଣିତ କଲେ ଯେ ସେ ମାେ ପ୍ରତି ଅସୀମ ର୍ଧୈୟ୍ଯ ଦଖାଇେଛନ୍ତି। ମାେ ଭଳି ବଡ଼ ପାପୀ ପ୍ରତି ସେ ର୍ଧୈୟ୍ଯଶୀଳତା ଦଖାଇେଲେ। ଯେଉଁମାନେ ତାହାଙ୍କୁ ବିଶ୍ବାସ କରିବେ, ଅନନ୍ତ ଜୀବନ ଲାଭ କରିବେ। ସମାନଙ୍କେ ପାଇଁ ମୁଁ ଯେପରି ଆଦର୍ଶ ସ୍ବରୂପ ହୁଏ, ସେଥିପାଇଁ ଖ୍ରୀଷ୍ଟ ଯୀଶୁ ଚାହିଁଲେ।
Cross references
ଏହାପରେ ମାଶାେ ତତ୍କ୍ଷଣାତ୍ ଭୂମିଷ୍ଠ ହାଇେ ସଦାପ୍ରଭୁଙ୍କର ଉପାସନା କରି କହିଲେ,
ତହୁଁ ବିଲିଯମ ବାଲାକକୁ କହିଲେ, ତୁମ୍ଭେ ଆପଣା ହୋମବଳୀ ନିକଟରେ ଠିଆ ହୁଅ। ମୁଁ ଅନ୍ୟ ଏକ ସ୍ଥାନକୁ ୟିବି। ପ୍ରାଯ ସଦାପ୍ରଭୁ ମାେତେ ସାକ୍ଷାତ କରିବାକୁ ଆସିବେ। ଆଉ ସେ ଯାହା ନିର୍ଦ୍ଦେଶ ଦବେେ, ତାହା ହିଁ ତୁମ୍ଭକୁ କହିବି। ଏଣୁ ସେ ଏକ ଉଚ୍ଚସ୍ଥାନକୁ ଗଲେ।
ମନଃଶି ଯିହୁଦାର ଲୋକ ଓ ୟିରୁଶାଲମ ରେ ବାସ କରୁଥିବା ଲୋକମାନଙ୍କୁ ମନ୍ଦ କାର୍ୟ୍ଯ କରିବା ନିମନ୍ତେ ଉତ୍ସାହିତ କଲେ। ଇଶ୍ରାୟେଲୀୟମାନଙ୍କ ପୂର୍ବ ରେ ଦେଶର ଯେଉଁ ଜାତିଗଣ ଥିଲେ, ସମାନଙ୍କେଠାରୁ ଏହି ଲୋକମାନେ ଆହୁରି ଅଧିକ ମନ୍ଦ ହେଲେ - ଆଉ ସଦାପ୍ରଭୁ ସହେି ଅନ୍ୟ ଜାତୀଯମାନଙ୍କୁ ବିନଷ୍ଟ କରିଥିଲେ।
ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ବର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା 'ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ' ରେ ଲଖାୟୋଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସହେି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶରୋ ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସହେିସବୁ ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ ରେ ଲଖାୟୋଇଅଛି।
ହେ ସଦାପ୍ରଭୁ, ମୁଁ ଜୀବନରେ ଅନକେ ଅପରାଧ କରିଛି। କିନ୍ତୁ ତୁମ୍ଭର ମହାନୁଭବଦା ଯୋଗୁଁ ମୁଁ କରିଥିବା ସମସ୍ତ ଅପରାଧ ମାରେ କ୍ଷମା ହାଇେଛି। କାରଣ ତୁମ୍ଭେ ମହାନ୍।
ସଦାପ୍ରଭୁ ପୁଣି କୁହନ୍ତି, ଆସ, ମାେ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁର ବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହବେ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ବଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମଷେ ଲୋମ ସଦୃଶ ଶୁଭ୍ର ହବେ।
ମୁଁ ଏକମାତ୍ର ପବିତ୍ର ଯେ କି ତୁମ୍ଭର ସମସ୍ତ ଦୋଷକୁ ନଥିପତ୍ରରୁ ପୋଛି ଦିଏ। ଆଉ ମଧ୍ଯ ତୁମ୍ଭର ସମସ୍ତ ପାପକୁ ମୁଁ ଭୁଲିୟାଏ। ମାରେ ଗାରିମାକୁ ରକ୍ଷା କରିବାକୁ ଏପରି କରେ।
ଦୁଷ୍ଟାଚାରୀ ତା'ର ମନ୍ଦକାର୍ୟ୍ଯ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ଯାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫରେିଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦବେେ। ତାକୁ ପରମେଶ୍ବରଙ୍କ ପାଖକୁ ଫରେିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।
ଏଣୁ ମୁଁ ତୁମ୍ଭକୁ କହୁଛି ଯେ, ତା'ର ଆନକେ ପାପ କ୍ଷମା କରିଦିଆଗଲା। ଏ କଥା ସ୍ପଷ୍ଟ କାରଣ ସେ ଅଗାଧ ପ୍ ରମେ ଦଖାଇେଛି। ଯେଉଁ ଲୋକ କ୍ଷମା ପାଇବାପାଇଁ କମ୍ ଆବଶ୍ଯକତା ଅନୁଭବ କରିଥାଏ, ସେ କ୍ଷମା ପାଇବା ବେଳେ କମ୍ ପ୍ ରମେ ଅନୁଭବ କରିଥାଏ।
ସହେିଭଳି ଜଣେ ପାପୀ ତା' ହୃଦୟ ପରିବର୍ତ୍ତନ କଲେ, ପରମେଶ୍ବରଙ୍କ ଦୂତମାନେ ବହୁତ ଆନନ୍ଦିତ ହୁଅନ୍ତି।
କରଆଦାୟକାରୀ ମଧ୍ଯ ଅଲଗା ଏକାକୀ ଠିଆ ହାଇେଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ବର୍ଗ ଆଡକୁ ମଧ୍ଯ ଚାହିଁଲନୋହିଁ। କରଆଦାୟକାରୀ ପରମେଶ୍ବରଙ୍କ ପାଖ ରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, ହେ ପରମେଶ୍ବର, ମାେ ଉପରେ ଦୟା କର। ମୁଁ ଜଣେ ପାପୀ।
ସମସ୍ତେ ଏକଥା ଦେଖିଲେ। ସମାନେେ ଅଭିଯୋଗ କରିବାକୁ ଆରମ୍ଭ କଲେ, ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।
ଯୀଶୁ ତାହାକୁ କହିଲେ, ଶୁଣ! ମୁଁ ଯାହା କହୁଛି ତାହା ସତ୍ଯ। ଆଜି ତୁମ୍ଭେ ମାେ ସହିତ ପାରାଦୀଶ ରେ ପ୍ରବେଶ କରିବ।