Home Bibles ☰ Books ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:6 · ଓଡ଼ିଆ ବାଇବେଲ
ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:6 · ଓଡ଼ିଆ ବାଇବେଲ

କେତେ ଲୋକ ଏହି ବିଷୟଗୁଡ଼ିକ ପ୍ରତି ଧ୍ଯାନ ନ ଦଇେ, ପଥଭ୍ରଷ୍ଟ ହାଇେଛନ୍ତି। ସମାନେେ ଏବେ ମୂଲ୍ଯହୀନ କଥାଗୁଡ଼ିକ କୁହନ୍ତି।

Cross references

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:15

ଏଥିପୂର୍ବରୁ କେତେ ଜଣ ୟୁବତୀ ବିଧବା ଶୟତାନର ପଥରେ ଯାଇଛନ୍ତି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:4

ଯେଉଁ ଲୋକ ଭଣ୍ଡ ଶିକ୍ଷା ଦିଏ, ସେ ଗର୍ବୀ ଓ କିଛି ବୁଝି ନ ଥାଏ। ସହେି ଲୋକ ଶବ୍ଦର ଅର୍ଥକୁ ନଇେ ୟୁକ୍ତି ତର୍କ କରିବା ପାଇଁ ଅତ୍ଯଧିକ ଆଗ୍ରହୀ ହାଇେଥାଏ ଓ ସେ ବାଗ୍ୟୁଦ୍ଧ କରେ। ଏଗୁଡ଼ିକ ଦ୍ବାରା କଳି, ଇର୍ଷା, ଅପମାନ ଓ ସନ୍ଦହେ ଆସିଥାଏ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:20

ତୀମଥି, ପରମେଶ୍ବର ତୁମ୍ଭ ଉପରେ ଅନକେ ବିଷୟର ଭାର ଦଇେଛନ୍ତି। ସଗେୁଡ଼ିକୁ ସୁରକ୍ଷିତ ରଖିଥାଅ। ପରମେଶ୍ବରଙ୍କ ନିକଟକୁ ଆସି ନ ଥିବା ଅସାର କଥା କହୁଥିବା ଲୋକମାନଙ୍କଠାରୁ ଦୂର ରେ ରୁହ। ସତ୍ଯ ବିରୁଦ୍ଧ ରେ ୟୁକ୍ତିତର୍କ କରୁଥିବା ଲୋକମାନଙ୍କଠାରୁ ଦୂର ରେ ରୁହ। ଏହାକୁ ସମାନେେ ମିଛ ରେ ଜ୍ଞାନ ବୋଲି କହିଥାନ୍ତି। କିନ୍ତୁ ଏହା ପ୍ରକୃତ ଜ୍ଞାନ ନୁହେଁ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:18

ସମାନେେ ସତ୍ ଶିକ୍ଷା ତ୍ଯାଗ କରିଛନ୍ତି। ସମାନେେ କୁହନ୍ତି ଯେ ମୃତ୍ଯୁରୁ ସମସ୍ତଙ୍କ ଉଠି ଆସିବା ଘଟଣା ଘଟିସାରିଛି। ସହେି ଦୁଇଜଣ ଲୋକ କିଛି ଲୋକଙ୍କର ବିଶ୍ବାସ ନଷ୍ଟ କରୁଛନ୍ତି। କିନ୍ତୁ ପରମେଶ୍ବରଙ୍କ ଦୃଢ଼ ମୂଳଦୁଆ ସହେିଭଳି ରହିଛି।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:23

ମୂର୍ଖ ଓ ଅର୍ଥହୀନ ତର୍କବିତର୍କରୁ ଦୂର ରେ ରୁହ। ତୁମ୍ଭେ ଜାଣ ଯେ ସହେି ୟୁକ୍ତିତର୍କଗୁଡ଼ିକ ବଢ଼ିଯାଇ ବଡ଼ ବିବାଦ ସୃଷ୍ଟି କରେ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:10

ଦୀମା ଏହି ସଂସାରକୁ ଅଧିକ ଭଲ ପାଉଥିବାରୁ ମାେତେ ଛାଡ଼ି ଚାଲିଗଲେ। ସେ ଥସେଲନୀକୀକୁ ଯାଇଛନ୍ତି। କ୍ ରେସକନ୍େସ୍ ଗାଲାତୀଆକୁ, ତିତସ୍ ଦଲ୍ଲତିଆକୁ ଯାଇଛନ୍ତି।

ତୀତସଙ୍କ ପ୍ରତି ପତ୍ର 1:10

ଅନକେ ଲୋକ ଏପରି ଅଛନ୍ତି, ଯେଉଁମାନେ ମାନିବାକୁ ମନା କରନ୍ତି, ଅବାନ୍ତର କଥାମାନ କୁହନ୍ତି ଓ ଅନ୍ୟ ଲୋକମାନଙ୍କୁ ଭୁଲ ବାଟରେ ପରିଚାଳିତ କରନ୍ତି। ମୁଁ ବିଶଷେ ଭାବରେ ସେ ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ସମସ୍ତ ଅଣଯିହୂଦୀମାନଙ୍କୁ ସୁନ୍ନତ ହବୋପାଇଁ କହନ୍ତି।

ତୀତସଙ୍କ ପ୍ରତି ପତ୍ର 3:9

ମୂର୍ଖତାପୂର୍ଣ୍ଣ ତର୍କବିତର୍କ, ବଂଶାବଳୀ ବିଷୟ ରେ ୟୁକ୍ତି, ଝଗଡ଼ା, ମାଶାଙ୍କେ ବ୍ଯବସ୍ଥା ଶିକ୍ଷାଗୁଡ଼ିକ ବିଷୟକ ସଂଘର୍ଷ ଠାରୁ ଦୂର ରେ ରୁହ। ସଗେୁଡ଼ିକ ମୂଲ୍ଯହୀନ ଓ ଲୋକମାନଙ୍କୁ ସାହାୟ୍ଯ କରେ ନାହିଁ।

Interlinear

Choose Theme