ସର୍ବପ୍ରଥମେ ସବୁ ଲୋକଙ୍କ ପାଇଁ ପ୍ରାର୍ଥନା କରିବାକୁ ମୁଁ ତୁମ୍ଭକୁ କହୁଛି। ସମସ୍ତଙ୍କ ପାଇଁ ପରମେଶ୍ବରଙ୍କୁ କୁହ। ଲୋକମାନଙ୍କର ଆବଶ୍ଯକତା ପାଇଁ ତାହାଙ୍କୁ କୁହ ଓ ଧନ୍ଯବାଦ ଦିଅ।
Cross references
ଏହାପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, ହେ ସଦାପ୍ରଭୁ, ଆପଣ କ'ଣ ନୀରିହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବାପାଇଁ ଯୋଜନା କରିଅଛନ୍ତି?
କବଳେ ଇଶ୍ରାୟେଲ ଲୋକେ ନୁହଁନ୍ତି, ଦୂର ଦେଶର ଲୋକମାନେ ତୁମ୍ଭର ମହିମା ଓ ଗୌରବ ବିଷଯ ରେ ଶୁଣିବେ।
ହେ ପରମେଶ୍ବର, ଆମ୍ଭମାନଙ୍କ ଉପରେ ଦୟାକରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ପ୍ରସନ୍ନ କରନ୍ତୁ।
ତାଙ୍କର ଗୌରବାନ୍ବିତ ନାମର ମହିମା ଅନନ୍ତକାଳ ପର୍ୟ୍ଯନ୍ତ ଗାନ କର। ତାହାଙ୍କ ଗୌରବରେ ସମୁଦାଯ ପୃଥିବୀ ପରିପୂର୍ଣ୍ଣ ହେଉ! ଆମେନ୍, ଆମେନ୍।
ଏଣୁ ଏହି ଭଳି ପ୍ରାର୍ଥନା କର: ' ହେ ସ୍ବର୍ଗ ରେ ଥିବା ଆମ୍ଭର ପରମପିତା, ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ।
ପୂର୍ବରୁ ପରମେଶ୍ବର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫରେିଆସିବା ପାଇଁ ଆଦେଶ ଦିଅନ୍ତି।
ସର୍ବପ୍ରଥମେ ମୁଁ କହିବାକୁ ଚା ହେଁ ଯେ ତୁମ୍ଭ ସମସ୍ତଙ୍କ ପାଇଁ ମୁଁ ମାରେ ପରମେଶ୍ବରଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଧନ୍ଯବାଦ ଦେଉଛି। ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଉଛି କାରଣ ତୁମ୍ଭମାନଙ୍କର ବିଶ୍ବାସ ବିଷୟ ରେ ସାରା ସଂସାର ଚର୍ଚ୍ଚା କରୁଛି।
ଅତୀତ ରେ ତୁମ୍ଭମାନେେ ପାପର ଦାସ ଥିଲ, ପାପ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ରଖିଥିଲା। କିନ୍ତୁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଅ, ଯେ ତୁମ୍ଭମାନଙ୍କୁ ଯାହା ଶିକ୍ଷା ଦିଆଗଲା ତାହା ତୁମ୍ଭମାନେେ ସମସ୍ତ ହୃଦୟର ସହିତ ପାଳନ କଲ।
ମୁଁ ପାଇଥିବା ଶିକ୍ଷା ତୁମ୍ଭମାନଙ୍କୁ ଦଲେି। ଏହି ପ୍ରଧାନ ଶିକ୍ଷା ମୁଁ ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯେ, ଯୀଶୁ ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭର ପାପ ପାଇଁ ମଲେ।
ପରମେଶ୍ବର ଏହା ଇଚ୍ଛା କରନ୍ତି। ସେଥିପାଇଁ ଆମ୍ଭେ ତୀତସକୁ କହିଲୁ ଯେ ସେ ଏହି ଅନୁଗ୍ରହ କାର୍ୟ୍ଯକୁ ଯେପରି ଆରମ୍ଭ କରିଥିଲେ, ସହେିପରି ଏହି ବିଶଷେ ଅନୁଗ୍ରହର କାର୍ୟ୍ଯକୁ ସମାପ୍ତ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ ମଧ୍ଯ କରନ୍ତୁ।
ସେଥିପାଇଁ ମୁଁ କୁ ହେ ଯେ ତୁମ୍ଭମାନଙ୍କ ପାଇଁ ମୁଁ ଯାତନା ଭୋଗୁ ଥିବାରୁ ହତୋତ୍ସାହିତ ହୁଅ ନାହିଁ। ମାରେ ଏହି ଯାତନାଗୁଡ଼ିକ ତୁମ୍ଭ ନିମନ୍ତେ ଗୌରବଜନକ ହବେ।
ପ୍ରେତ୍ୟକକ କଥା ପାଇଁ ପରମପିତା ପରମେଶ୍ବରଙ୍କୁ ସର୍ବଦା ଧନ୍ଯବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ପରମେଶ୍ବରଙ୍କୁ ଧନ୍ଯବାଦ ଅର୍ପଣ କର।
ଯେତେଥର ମୁଁ ତୁମ୍ଭମାନଙ୍କୁ ମନେପକାଏ,
ତୁମ୍ଭମାନଙ୍କର ପ୍ ରମେ ବୃଦ୍ଧି ହେଉ ବୋଲି, ଆମ୍ଭେ ପ୍ରଭୁଙ୍କୁ ପ୍ରାର୍ଥନା କରୁଛୁ। ପରସ୍ପର ନିମନ୍ତେ ଓ ଅନ୍ୟ ସମସ୍ତଙ୍କ ପାଇଁ ସେ ତୁମ୍ଭମାନଙ୍କୁ ଅଧିକରୁ ଅଧିକ ପ୍ ରମେ ପ୍ରଦାନ କରନ୍ତୁ, ଆମ୍ଭେ ଏହି ପ୍ରାର୍ଥନା କରୁଛୁ। ଆମ୍ଭେ ଯଭେଳି ତୁମ୍ଭମାନଙ୍କୁ ଭଲ ପାଉ, ସହେିଭଳି ତୁମ୍ଭମାନେେ ସମସ୍ତଙ୍କୁ ଭଲ ପାଅ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଇଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ବାସ ଯେ ହତେୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି।
ପରମେଶ୍ବର ଚାହାଁନ୍ତି ଯେ ସମସ୍ତେ ଉଦ୍ଧାର ପାଆନ୍ତୁ ଓ ସତ୍ଯକୁ ଜାଣନ୍ତୁ।
ଯଦି ଜଣେ ବିଧବା ପ୍ରକୃତ ରେ ଏକୁଟିଆ ଓ ନିରାଶା ରେ ରହିଥାଏ, ତା' ହେଲେ ସେ ତା' ପ୍ରତି ପରମେଶ୍ବରଙ୍କର ସାହାୟ୍ଯ ଉପରେ ଭରସା କରେ। ସହେି ବିଧବାଟି ରାତିଦିନ ପରମେଶ୍ବରଙ୍କୁ ପ୍ରାର୍ଥନା କରେ, ତାହାଙ୍କ ସାହାୟ୍ଯ ପାଇଁ ଅନୁ ରୋଧ କରେ।
ପ୍ରଭୁଙ୍କର ସବେକ ୟୁକ୍ତି କରିବା ଉଚିତ ନୁହେଁ। ସେ ସବୁ ଲୋକଙ୍କ ପ୍ରତି ଦୟାଳୁ ହବୋ ଉଚିତ। ସେ ଜଣେ ଭଲ ଶିକ୍ଷକ ହବୋ ଉଚିତ। ସେ ସହନଶୀଳ ହେଉ।
ଯଦି ତା'ପରେ ମଧ୍ଯ ସେ ପୁନଃ ତର୍କବିତର୍କ କରେ, ତା' ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସଭେଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।
ଅନ୍ୟମାନଙ୍କ ବିଷୟ ରେ ଖରାପ କଥା କହନ୍ତୁ ନାହିଁ, ଅନ୍ୟ ଲୋକମାନଙ୍କ ସହତ ଶାନ୍ତି ରେ ରୁହନ୍ତୁ ; ର୍ଧୈୟ୍ଯବାନ ଓ ସବୁ ଲୋକଙ୍କ ପ୍ରତି ଭଦ୍ରତା ପ୍ରଦର୍ଶନ କରନ୍ତୁ। ସମସ୍ତ ଲୋକଙ୍କ ପ୍ରତି ଏସବୁ କରିବା ପାଇଁ ବିଶ୍ବାସୀମାନଙ୍କୁ କୁହ।
ଆମ୍ଭେ ଚାହୁଁ ଯେ ତୁମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ ଜୀବନସାରା ସହେି ଭଳି କଠାେର ପରିଶ୍ରମ କରୁଥାଅ। ତବେେ ତୁମ୍ଭମାନେେ ତୁମ୍ଭର ପ୍ରତ୍ଯାଶିତ ମହତ୍ ବିଷୟ ଲାଭ କରିବ।
ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।