Home Bibles ☰ Books ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 2:12 · ଓଡ଼ିଆ ବାଇବେଲ
ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 2:12 · ଓଡ଼ିଆ ବାଇବେଲ

ଜଣେ ସ୍ତ୍ରୀ ଜଣେ ପୁରୁଷକୁ ଉପଦେଶ ଦବୋ ପାଇଁ ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀ ଜଣେ ପୁରୁଷ ଉପରେ କତ୍ତୃର୍ତ୍ବ କରୁ, ଏହା ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀ ଲୋକ ନୀରବ ହାଇେ ରହିବା ଦରକାର।

Cross references

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:34

ମଣ୍ଡଳୀର ସଭାମାନଙ୍କ ରେ ସ୍ତ୍ରୀମାନେ ଚୁପ୍ ରହିବା ଉଚିତ୍। ପରମେଶ୍ବରଙ୍କ ଲୋକମାନଙ୍କର ସମସ୍ତ ମଣ୍ଡଳୀ ରେ ଏହି ନିୟମ ଲାଗୁ ଅଛି। ସ୍ତ୍ରୀ ଲୋକଙ୍କୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମାଶାଙ୍କେ ନିୟମାନୁଯାଯୀ ସମାନେେ ବଶୀଭୂତ ହାଇେ ରହିବା ଉଚିତ୍।

Interlinear

Choose Theme