ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 2:13 · ଓଡ଼ିଆ ବାଇବେଲ
କାରଣ ଆଦମ ପ୍ରଥମ ରେ ସୃଷ୍ଟି ହେଲେ। ହବା ପରେ ସୃଷ୍ଟି ହେଲେ।
Cross references
ଆଦି ପୁସ୍ତକ 1:27
ତେଣୁ ପରମେଶ୍ବର, ଆପଣା ପ୍ରତିମୂର୍ତ୍ତୀ ରେ ମନୁଷ୍ଯକୁ ସୃଷ୍ଟି କଲେ। ପରମେଶ୍ବର ସମାନଙ୍କେୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।
ଆଦି ପୁସ୍ତକ 2:7
ଏହାପରେ ସଦାପ୍ରଭୁ ପରମେଶ୍ବର ଭୂମିରୁ ଧୂଳି ନଇେ ମନୁଷ୍ଯ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ର ରେ ଫୁଙ୍କ ଦଇେ ପ୍ରାଣ ବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ଯ ଜୀବିତପ୍ରାଣୀ ହେଲା।
ଆଦି ପୁସ୍ତକ 2:18
ଏହାପରେ ସଦାପ୍ରଭୁ ପରମେଶ୍ବର କହିଲେ, ମୁଁ ଦେଖି ପାରୁଛି ଯେ ମନୁଷ୍ଯ ଏକାକୀ ଥିବା ଭଲ ନୁହେଁ, ମୁଁ ଆଉ ଜଣେ ଉପୟୁକ୍ତ ସହକାରିଣୀ ନିର୍ମାଣ କରିବି।
ଆଦି ପୁସ୍ତକ 2:22
ସଦାପ୍ରଭୁ ପରମେଶ୍ବର ମନୁଷ୍ଯର ପଞ୍ଜରା ହାଡ଼ରୁ ଏକ ସ୍ତ୍ରୀ ନିର୍ମାଣ କଲେ। ଏବଂ ମନୁଷ୍ଯ ନିକଟକୁ ତାହାକୁ ଆଣିଲେ।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:8
ପୁରୁଷ ସ୍ତ୍ରୀ ଠାରୁ ଆସି ନାହିଁ। ସ୍ତ୍ରୀ ପୁରୁଷଠାରୁ ଆସିଛି।