ଏହା ଉତ୍ତମ ଓ ଏହା ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବରଙ୍କୁ ସନ୍ତୁଷ୍ଟ କରେ।
Cross references
ତୁମ୍ଭମାନେେ ଆସ ଓ ତାହା ଉପସ୍ଥିତ କର ; ସମାନେେ ପରସ୍ପର ମନ୍ତ୍ରଣା କରନ୍ତୁ।
ମାରେ ଆତ୍ମା ପ୍ରଭୁଙ୍କର ସ୍ତୁତି କରୁଛି। ମାରହେୃଦୟ ଆନନ୍ଦ ରେ ପରିପୂର୍ଣ୍ଣ। କାରଣ ପରମେଶ୍ବର ମାରେ ଉଦ୍ଧାର କର୍ତ୍ତା।
ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ବରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭମାନେେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ବରୂପ ପରମେଶ୍ବରଙ୍କୁ ଅର୍ପଣ କର।ଏହା କବଳେ ତାହାଙ୍କୁ ସମର୍ପିତ ହବେ। ଏହା ପରମେଶ୍ବରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କ ଆତ୍ମୀକ ଉପାସନା ଅଟେ।
ଯେଉଁ ମାନେ ଖ୍ରୀଷ୍ଟଙ୍କ ସବୋ ରେ ରହି ଏହିପ୍ରକାର ଜୀବନଯାପନ କରୁଛନ୍ତି, ସମାନେେ ପରମେଶ୍ବରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ଯ ସହେି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି।
ଆଲୋକ ପ୍ରେତ୍ୟକକ ପ୍ରକାରର ଉତ୍ତମ ଭାବ, ଉଚିତ ଜୀବନଯାପନ ଓ ସତ୍ଯ ଫଳ ଉତ୍ପନ୍ନ କରେ।
ତୁମ୍ଭେ ପରମେଶ୍ବରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ଯ ରେ ଯୀଶୁଖ୍ରୀଷ୍ଟଙ୍କ ସାହାୟ୍ଯ ରେ ଅନକେ ଉତ୍ତମ କାମ କରିବ।
ମାରେସମସ୍ତ ଆବଶ୍ଯକୀୟ ଜିନିଷ ମାେ ପାଖ ରେ ଅଛି। ଏପାଫ୍ରାଦିତଙ୍କ ଦ୍ବାରା ତୁମ୍ଭମାନେେ ଉପହାରମାନ ପଠାଇଥିବାରୁ ମାେ ପାଖ ରେ ମାରେ ଆବଶ୍ଯକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ବରଙ୍କୁ ଅର୍ପଣ କରାଯାଇଛି।
ଯେପରି ତୁମ୍ଭମାନେେ ପ୍ରଭୁଙ୍କୁ ଗୌରବ ଆରିଲା ଭଳି ଓ ପ୍ରେତ୍ୟକକ ଢ଼ଙ୍ଗ ରେ ତାହାଙ୍କୁ ପ୍ରସନ୍ନ କଲା ଭଳି ଏହି ବିଷୟଗୁଡ଼ିକ ବ୍ଯବହାର କରି ଜୀବନ-ଯାପନ କରିବ ; ଯେପରି ତୁମ୍ଭମାନେେ ସମସ୍ତ ପ୍ରକାରର ଭଲ କାମ କରିବ ଓ ପରମେଶ୍ବର ବିଷୟକ ଜ୍ଞାନ ରେ ବିକାଶ ଲାଭ କରିବ ;
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମାରେ କେତକେ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ବରଙ୍କୁ ପ୍ରସନ୍ନ କରିପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟ ରେ ଆମ୍ଭମାନେେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭମାନେେ ସହେିଭଳି ଜୀବନଯାପନ କରୁଛ। ପ୍ରଭୁଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସହେିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ଯ କରୁଛୁ।
ଖ୍ରୀଷ୍ଟ ଯୀଶୁଙ୍କ ପ୍ ରରେିତ, ପାଉଲଙ୍କଠାରୁ ନମସ୍କାର। ଆମ୍ଭର ଉଦ୍ଧାରକର୍ତ୍ତା ପରମେଶ୍ବରଙ୍କ ଆଦେଶ ଦ୍ବାରା ପ୍ ରରେିତ ଏବଂ ଆମ୍ଭମାନଙ୍କର ଭରସା ଖ୍ରୀଷ୍ଟ ଯୀଶୁ।
କିନ୍ତୁ ଯଦି ଜଣେ ବିଧବାର ପୁଅଝିଅ ବା ନାତିନାତୁଣୀ ଥାଏ, ସମାନେେ ପ୍ରଥମ ରେ ନିଜ ପରିବାର ପ୍ରତି ସମ୍ମାନଭାବ ଦଖାଇବୋ ଉଚିତ। ସମାନେେ ତାଙ୍କର ମାତାପିତାଙ୍କୁ ସାହାୟ୍ଯ କରିବା ଉଚିତ। ଏପରି କରିବା ଦ୍ବାରା ସମାନେେ ନିଜର ମାତାପିତା ଓ ପିତାମହ ଓ ମାତାମହୀଙ୍କୁ ପ୍ରତିଦାନ କରି ଥାଆନ୍ତି। ତାହା ପରମେଶ୍ବରଙ୍କୁ ପ୍ରସନ୍ନ କରେ।
ପରମେଶ୍ବର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳ ରେ ତାହା ହାଇେ ନାହିଁ। ବରଂ ପରମେଶ୍ବର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ବାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସହେି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ଆମ୍ଭକୁ ଅନାଦି କାଳରୁ ମିଳିଛି।
ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କବେେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ବାରା ପରମେଶ୍ବର ପ୍ରସନ୍ନ ହୁଅନ୍ତି।
ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।
କିନ୍ତୁ ଯଦି ତୁମ୍ଭେ ଭୁଲ କରିଥିବାରୁ ଦଣ୍ଡିତ ହୁଅ, ତା' ହେଲେ ସହେି ଦଣ୍ଡ ସହିଥିଲ ବୋଲି ତୁମ୍ଭେ ପ୍ରଶଂସା ପାଇବାର କୌଣସି କାରଣ ନାହିଁ। କିନ୍ତୁ ତୁମ୍ଭେ ଯଦି ଭଲ କାମ କରି, ଯାତନା ସହି ର୍ଧୈୟ୍ଯବାନ ରୁହ, ତାହା ପରମେଶ୍ବରଙ୍କୁ ପ୍ରସନ୍ନ କରେ।