ମୁଁ ଏହା ମଧ୍ଯ ଚା ହେଁ ଯେ ସ୍ତ୍ରୀ ଲୋକମାନେ ଏପରି ପୋଷାକ ପିନ୍ଧନ୍ତୁ, ଯାହା ସମାନଙ୍କେ ପାଇଁ ଉପୟୁକ୍ତ। ଉତ୍ତମ ମନୋଭାବ ସହିତ ସମ୍ମାନନୀୟ ଭାବରେ ନିଜକୁ ସଜାନ୍ତୁ। ନିଜକୁ ସୁନ୍ଦର ଦଖାଇବୋ ଲାଗି ବେଶୀ ବାନ୍ଧନ୍ତୁ ନାହିଁ, ସୁନା, ରତ୍ନ ଓ ଦାମିକା ଲୁଗାର ବ୍ଯବହାର କରନ୍ତୁ ନାହିଁ।
Cross references
ଏହାପରେ ରିବିକା ପାଇଁ ଆଣିଥିବା ସବୁ ଉପହାର ତାଙ୍କୁ ଦେଲେ। ସେ ମଧ୍ଯ ତାଙ୍କୁ ସୁନ୍ଦର ବସ୍ତ୍ର ଓ ସୁନାରୂପା ଅଳଙ୍କାର ତାଙ୍କୁ ଦେଲେ। ସେ ମଧ୍ଯ ବହୁ ଦାମିକା ଉପହାର ତାଙ୍କ ମା ଓ ଭାଇକୁ ଦେଲେ।
ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ବଚ୍ଛନ୍ଦମନା ଥିଲେ, ସେ ସମସ୍ତ ଆସି ଉରୋମଣି ଓ କୁଣ୍ଡଳ ଓ ଅଙ୍ଗୁରୀଯ ହାର ପ୍ରଭୃତି ସ୍ବର୍ଣ୍ଣ ଅଳଙ୍କାରସବୁ ଆଣିଲେ। ପ୍ରେତ୍ୟକକ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସୁବର୍ଣ୍ଣର ମହାନ ଉପହାର ଉତ୍ସର୍ଗ କଲେ।
ତା'ପରେ ଯହେୂ ୟିଷ୍ରିଯଲରେ ପଥରେ ଗଲେ। ଇଷବେଲେ ଏବିଷଯ ରେ ୟାଣିବାକୁ ପାଇଲେ। ତେଣୁ ସେ ନିଜକୁ ସଜାଇ ଓ ଆପଣା କେଶ ବିନ୍ଯାସ କରି ଝରକା ନିକଟରେ ଛିଡା ହାଇେ ବାହାରକୁ ଚାହିଁଲେ।
ତୃତୀୟ ଦିନ ଏଷ୍ଟର ରାଜକୀଯ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣ ରେ ରାଜଗୃହ ସମ୍ମୁଖ ରେ ଛିଡା ହେଲା। ସହେି ସମୟରେ ରାଜା ରାଜଗୃହ ରେ ଗୃହଦ୍ବାର ସମ୍ମୁଖ ରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ।
ତା'ର ସମସ୍ତ ମହିମାରେ, ମୁକ୍ତା ସୁବର୍ଣ୍ଣରେ ଖଚିତ ହବୋପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦଖାୟୋନ୍ତି।
ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି। ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କ୍ରିଯାମାନ କରିଛନ୍ତି। ସେ ସମାନଙ୍କେୁ ରକ୍ଷା କଲେ।
ସହେି ସ୍ତ୍ରୀ ତା'ର ଗୃହରୁ ବାହାରି ଆସିଲା, ତାକୁ ସାକ୍ଷାତ କରିବାକୁ। ସେ ବେଶ୍ଯାରୂପି ପୋଷାକ ପରିଧାନ କରିଥିଲା। ସେ ବହୁତ ହୃଦଯ ରେ ଚତୁରୀ ଥିଲା।
ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ। ସେ ଶୁଭ୍ର କ୍ଷୌମବସ୍ତ୍ର ପିନ୍ଧେ।
ସଦାପ୍ରଭୁ ପୁଣି କୁହନ୍ତି, ସିୟୋନର ନାରୀମାନେ ଅତି ଅହଙ୍କାରିଣୀ ହୁଅନ୍ତି। ସମାନେେ ଅନ୍ୟମାନଙ୍କଠାରୁ ଶ୍ ରେଷ୍ଠା ବୋଲି ଦଖାଇେ ହାଇେ ମଥା ଉନ୍ନତ୍ତ କରି ବୁଲନ୍ତି। ସମାନେେ କଟାକ୍ଷପାତ କରି ଚଞ୍ଚଳ ଗତି ରେ ଚାଲିଲା ବେଳେ ସମାନଙ୍କେର ପାଦର ନୂପୁର ରୁଣୁଝୁଣୁ ହୁଏ।'
ସହେି ସମୟରେ, ସଦାପ୍ରଭୁ ସହେି ସ୍ତ୍ରୀ ଲୋକମାନେ ଗର୍ବ କରୁଥିବା ଜିନିଷଗୁଡ଼ିକୁ ସମାନଙ୍କେଠାରୁ କାଢ଼ିନବେେ। ସେ ସମାନଙ୍କେ ପାଦରୁ ନୂପୁର ଏବଂ ସମାନଙ୍କେ ବକରେୁ ଚନ୍ଦ୍ରାହାର କାଢ଼ିନବେେ।'
ସମାନେେ ପୁରାତନ ଧ୍ବସ୍ତ ବିଧ୍ବସ୍ତ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ। ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସମାନେେ ବିନଷ୍ଟ ଓ ଅନକେ ପୁରୁଷ ପରମ୍ପରାର ନଷ୍ଟ ନଗର ସବୁକୁ ନୂତନ କରି ଗଢ଼ିବେ।
ଜଣେ ୟୁବତୀ କ'ଣ ନିଜର ଅଳଙ୍କାରକୁ ଭୁଲିପା ରେ ? ଜଣେ କନ୍ଯା କ'ଣ ତା'ର ପୋଷାକକୁ ଭୁଲି ପାରିବ ? କିନ୍ତୁ ମାରେ ଲୋକମାନେ ମାେତେ ଅସଂଖ୍ଯ ଥର ପାଶୋରି ଅଛନ୍ତି।
ଆଉ ତୁମ୍ଭେ ଯେତବେେଳେ ବିନଷ୍ଟ ହବେ ସେତବେେଳେ ତୁମ୍ଭେ କ'ଣ କରିବ ? ତୁମ୍ଭେ କାହିଁକି ଲାଲ ରଙ୍ଗର ବସ୍ତ୍ର ପିନ୍ଧୁଛ ଓ ସୁବର୍ଣ୍ଣ ଅଳଙ୍କାର ରେ ନିଜକୁ ଭୂଷିତା କରୁଛ? ତୁମ୍ଭେ ବୃଥା ରେ ନିଜର ଚକ୍ଷୁ ରେ ଅଞ୍ଜନ ଦଇେ ନିଜକୁ ସଜାଇଛ ଓ ସୁନ୍ଦର କରୁଅଛ। କାରଣ ଜାରପୁରୁଷମାନେ ମଧ୍ଯ ତୁମ୍ଭକୁ ଘୃଣା କରୁଛନ୍ତି ଓ ତୁମ୍ଭ ପ୍ରାଣ ବିନାଶ କରିବାକୁ ଚେଷ୍ଟା କରୁଛନ୍ତି।
'ତହୁଁ ମୁଁ ତୁମ୍ଭକୁ ଜଳ ରେ ସ୍ନାନ କରାଇଲି। ଆଉ ମୁଁ ସମ୍ପୂର୍ଣ୍ଣରୂପେ ତୁମ୍ଭ ଦହରେୁ ରକ୍ତ ଧୋଇ ଦଲେି ଓ ତୈଳ ରେ ତୁମ୍ଭକୁ ମର୍ଦ୍ଦନ କଲି।
ତୁମ୍ଭେ ପୋଷାକ ବିଷୟ ରେ କାହିଁକି ଚିନ୍ତା କରୁଛ? କ୍ଷେତ୍ରର ଫୁଲଗୁଡିକ ବିଷୟ ରେ ଭାବି ଦେଖ! ଦେଖ, ସମାନେେ କିପରି ଫୁଟୁଛନ୍ତି। ସମାନେେ କୌଣସି କାମ କରନ୍ତି ନାହିଁ, କି ନିଜ ପାଇଁ ପୋଷାକ ତିଆରି କରନ୍ତି ନାହିଁ।
ତବେେ କ'ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ'ଣ ଉତ୍ତମ ପୋଷାକ ପିନ୍ଧିଥିବା କୌଣସି ବ୍ଯକ୍ତିଙ୍କୁ? ତା' ନୁହେଁ! ଉତ୍ତମ ପୋଷାକ ପିନ୍ଧୁଥିବା ଲୋକଙ୍କୁ ତୁମ୍ଭେ ରାଜଭବନ ରେ ପାଇ ପାରିବ।
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।
ତୁମ୍ଭର କେଶ, ସୁନା ଅଳଙ୍କାର ବା ସୁନ୍ଦର ବସ୍ତ୍ର ଉପରେ ତୁମ୍ଭର ସୌନ୍ଦର୍ୟ୍ଯ ନିର୍ଭର କରେ ନାହିଁ।