ଯେଉଁ ଲୋକମାନେ ଭଲ ଭାବରେ ସବୋ କରନ୍ତି, ସମାନେେ ନିଜ ପାଇଁ ସମ୍ମାନଜନକ ସ୍ଥାନ ଅଧିକାର କରନ୍ତି ଏବଂ ସମାନେେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ତାହାଙ୍କ ବିଶ୍ବାସ ସଂପର୍କ ରେ ଦୃଢ଼ ନିଶ୍ଚୟତା ବୋଧ ପାଆନ୍ତି।
Cross references
ମନୁଷ୍ଯପୁତ୍ରଙ୍କ କ୍ଷେତ୍ର ରେ ତାହା ଏକାଭଳି। ମନୁଷ୍ଯପୁତ୍ର ଅନ୍ୟମାନଙ୍କଠାରୁ ସବୋ ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସବୋ କରିବା ପାଇଁ ଆସି ଅଛନ୍ତି। ମନୁଷ୍ଯପୁତ୍ର ଅନକେ ଲୋକଙ୍କ ମୁକ୍ତିର ମୂଲ୍ଯଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।
ମାଲିକ କହିଲେ, 'ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ବସ ଯୋଗ୍ଯ ଲୋକ। ତୁମ୍ଭେ ଅଳ୍ପ ଟଙ୍କା ରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ମାେ ଖୁସି ରେ ଭାଗୀ ହୁଅ।'
େଛାଟ େଛାଟ ବିଷୟ ରେ ଯଦି ଜଣକୁ ବିଶ୍ବାସ କରାଯାଇ ପାରିବ, ତବେେ ତାକୁ ବଡ ବିଷୟ ଗୁଡିକ ପାଇଁ ମଧ୍ଯ ବିଶ୍ବାସ କରାଯାଇ ପାରିବ। ଅଳ୍ପ ଜିନିଷ ପାଇଁ ଯଦି ଜଣେ ଅସାଧୁ ହାଇଯୋଏ ତବେେ ସେ ଅଧିକ ଜିନିଷ ପାଇଁ ମଧ୍ଯ ଆସାଧୁ ହାଇଯେିବା
ରାଜା ଚାକରମାନଙ୍କୁ କହିଲେ, ବହୁତ ଭଲ କଥା। ତୁମ୍ଭେ ଜଣେ ଭଲ ଚାକର। ତୁମ୍ଭକୁ େଛାଟ େଛାଟ ବିଷୟ ରେ ବିଶ୍ବାସ କରାଯାଇ ପାରିବ ବୋଲି ମୁଁ ଜାଣୁଛି। ତେଣୁ ମୁଁ ତୁମ୍ଭକୁ ମାରେ ଦଶଟି ନଗର ଶାସନକରିବାକୁ ଦବେି।'
ସହେି ଦଳର ସମସ୍ତେ ଏହି ଚ଼ିନ୍ତାଧାରାକୁ ପସନ୍ଦ କଲେ। ସମାନେେ ନିଜ ମଧ୍ଯରୁ ସ୍ତିଫାନ, ଯେ କି ପବିତ୍ର ଆତ୍ମା ଓ ବିଶ୍ବାସ ରେ ପରିପୂର୍ଣ୍ଣ ଥିଲେ, ଫିଲିପ୍ପ, ପ୍ରଖର, ନୀକାନୋର, ତୀମାନେ, ପାର୍ମନା ଓ ନୀକଲାୟ। ସେ ଆନ୍ତିୟଖିଅରୁ ଆସିଥିଲେ ଓ ଯିହୂଦୀ ଧର୍ମରୁ ଧର୍ମାନ୍ତରୀତ ହାଇେଥିଲେ ମନୋନୀତ କଲେ ା
ସ୍ତିଫାନ ପରମେଶ୍ବରଙ୍କଠାରୁ ପ୍ରାପ୍ତ ଅନୁଗ୍ରହ ଓ ଶକ୍ତି ରେ ପରିପୂର୍ଣ୍ଣ ଥିଲେ। ସେ ଲୋକମାନଙ୍କ ମଧିଅରେ ବିଭିନ୍ନ ପ୍ରକାରର ଆଶ୍ଚର୍ୟ୍ଯ କର୍ମ କରୁଥିଲେ ଓ ଈଶ୍ବରଙ୍କ ଶକ୍ତିର ପ୍ରମାଣ ଦେଉଥିଲେ।
ଏହାଶୁଣି ମହାସଭାର ସମସ୍ତେ ତାହାଙ୍କ ଆଡ଼କୁ ସ୍ଥିର ଦୃଷ୍ଟି ରେ ଦେଖିଲେ। ତାହାଙ୍କ ମୁଖ ସ୍ବର୍ଗଦୂତଙ୍କ ମୁଖ ପରି ଦଖାଗେଲା ଓ ସମାନେେ ତାହା ଦେଖିଲେ।
ଲୋକମାନେ ଅତ୍ଯନ୍ତ ହିଂସ୍ରକ ହାଇେ ଉଠିବାରୁ ପାହାଚ଼ ନିକଟରେ ସୈନିକମାନେ ପାଉଲଙ୍କୁ ଟକେି ନଇଗେଲେ।
ଯଦି କାହାକୁ ସବୋ କରିବା ପାଇଁ ଅନୁଗ୍ରହ ଦାନ ମିଳିଛି ତବେେ ସେ ନିଜକୁ ସବୋ ପାଇଁ ଅର୍ପଣ କରୁ। ଯଦି କାହାକୁ ଶିକ୍ଷା ବା ଉପଦେଶ ଦବୋ ଅନୁଗ୍ରହ ଦାନ ମିଳିଛି, ତା ହେଲେ ସେ ନିଜକୁ ପ୍ରଚ୍ଭାର କାର୍ୟ୍ଯ ରେ ଲଗାଇ ଦେଉ।
ତୁମ୍ଭମାନେେ ସ୍ତିଫାନର ପରିବାରବର୍ଗଙ୍କୁ ଜାଣିଛ। ସମାନେେ ଆଖାଯା ଦେଶର ପ୍ରଥମ ବିଶ୍ବାସୀ ଥିଲେ। ସମାନେେ ପରମେଶ୍ବରଙ୍କ ଲୋକମାନଙ୍କ ସବୋ ରେ ନିଜକୁ ସମର୍ପିତ କରିଛନ୍ତି।
ମୁଁ ଏବେ ମଧ୍ଯ ବନ୍ଦୀଘ ରେ ଅଛି କିନ୍ତୁ ଅଧିକାଂଶ ଖ୍ରୀଷ୍ଟ ବିଶ୍ବାସୀ ଭାଇମାନେ, ଅଧିକ ଉତ୍ସାହିତ ହାଇେ ସାହସ ପୂର୍ବକ ନିର୍ଭୟ ରେ ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ବାଣୀ ଶୁଣାଉଛନ୍ତି।
ତୁମ୍ଭମାନଙ୍କ ପାଖକୁ ୟିବା ପୂର୍ବରୁ ଫିଲିପ୍ପୀଠା ରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟ ରେ ତୁମ୍ଭମାନେେ ଜାଣିଛ। ଆମ୍ଭମାନେେ ଯେତବେେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତବେେଳେ ଅନକେ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ବରଙ୍କ ସାହାୟ୍ଯରୁ ଆମ୍ଭେ ସାହସୀ ହାଇେ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଚାର କହିବା ପାଇଁ ସେ ଆମ୍ଭକୁ ସାହାୟ୍ଯ କଲେ।
ତୀମଥି, ତୁମ୍ଭେ ମାରେ ଜଣେ ପୁତ୍ର ଭଳି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆମ୍ଭକୁ ମିଳିଥିବା ଅନୁଗ୍ରହ ରେ ଶକ୍ତିଶାଳୀ ହୁଅ।
ପରମେଶ୍ବର ହେଉଛନ୍ତି ନ୍ଯାଯୀ। ତୁମ୍ଭମାନେେ ତାହାଙ୍କ ଲୋକମାନଙ୍କୁ ସାହାୟ୍ଯ କରି ଚାଲିଛ, ଏକଥା ସେ ମନେ ରଖିବେ।
ତୁମ୍ଭ ମଧ୍ଯରୁ ପ୍ରେତ୍ୟକକେ ଗୋଟିଏ ଗୋଟିଏ ଆଧ୍ଯାତ୍ମିକ ଦାନ ପରମେଶ୍ବରଙ୍କଠାରୁ ପାଇଛ। ପରମେଶ୍ବର ଅନକେ ପ୍ରକା ରେ ତାହାଙ୍କର ଅନୁଗ୍ରହ ତୁମ୍ଭକୁ ଦଖାଇେଛନ୍ତି। ତୁମ୍ଭେ ତାହାଙ୍କର ଦାନଗୁଡ଼ିକୁ ଦାଯିତ୍ବପୂର୍ଣ୍ଣ ସହିତ ପରମେଶ୍ବରଙ୍କ ସବେକ ଭଳି ବ୍ଯବହାର କର। ଅତଏବ ଭଲ ସବେକ ହାଇେ ପରସ୍ପରର ସବୋ ରେ ସଗେୁଡ଼ିକୁ ଲଗାଅ।