Home Bibles ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 3:9 · ଓଡ଼ିଆ ବାଇବେଲ
ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 3:9 · ଓଡ଼ିଆ ବାଇବେଲ

ସମାନେେ ପରମେଶ୍ବରଙ୍କ ଦ୍ବାରା ଆମ୍ଭକୁ ଜ୍ଞାତ କରାଯାଇଥିବା ସତ୍ଯର ଅନୁସରଣ କରୁଥିବେ ଓ ଯାହା ଠିକ୍ ଭାବନ୍ତି, ତାହା କରୁଥିବେ।

Cross references

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:5

ଏହି ପ୍ ରମେ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ଯକ ଓ ସମାନେେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସମାନଙ୍କେ ସତ୍ଯ ବିଶ୍ବାସ ତାହାଙ୍କଠା ରେ ଥିବା ଦରକାର।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:19

ବିଶ୍ବାସ ଜାରି ରଖ। ଯାହା ଠିକ୍ ବୋଲି ଭାବୁଛ, ତାହା କର। କେତେ ଲୋକ ଏହା କରି ନାହାଁନ୍ତି। ତେଣୁ ସମାନଙ୍କେର ବିଶ୍ବାସ ନଷ୍ଟ ହାଇେଛି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 3:16

ଏଥି ରେ ସନ୍ଦହେ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ଯ ଏହା ଯେ,

ଯୋହନଙ୍କ ଦିତୀୟ ପତ୍ 1:9

ପ୍ରେତ୍ୟକକ ଲୋକ ଖ୍ରୀଷ୍ଟଙ୍କର ଶିକ୍ଷାକୁ କବଳେ ଅନୁସରଣ କରିବା ଉଚିତ। ଯଦି କହେି ଖ୍ରୀଷ୍ଟଙ୍କ ଶିକ୍ଷାକୁ ପରିବର୍ତ୍ତନ କରେ, ତବେେ ସହେି ଲୋକ ପାଖ ରେ ପରମେଶ୍ବର ନାହାଁନ୍ତି। ଯଦି କୌଣସି ବ୍ଯକ୍ତି ଖ୍ରୀଷ୍ଟଙ୍କ ଶିକ୍ଷା ଅନୁସରଣ କରେ, ତବେେ ସହେି ଲୋକ ପାଖ ରେ ଉଭୟ ପରମପିତା ଏବଂ ପୁତ୍ର ଅଛନ୍ତି।

Interlinear

Choose Theme