ପରମେଶ୍ବରଙ୍କ ଦ୍ବାରା ସୃଷ୍ଟ ପ୍ରେତ୍ୟକକ ବିଷୟ ପରମେଶ୍ବର କହିଥିବା କଥା ଦ୍ବାରା ଓ ପ୍ରାର୍ଥନା ଦ୍ବାରା ପବିତ୍ର ହାଇେଥାଏ।
Cross references
ଏହିପରି ପରମେଶ୍ବର ବିଭିନ୍ନ ପ୍ରକାର ଜୀବିତ ପ୍ରାଣୀ ସୃଷ୍ଟିକେଲ। ପରମେଶ୍ବର ସମସ୍ତ ଜିବୀତ ପ୍ରାଣୀଙ୍କୁ ସୃଷ୍ଟି କଲେ, ବିଭିନ୍ନ ପ୍ରକାରର ବୃହତ୍ ପ୍ରାଣୀ ଏବଂ ପ୍ରେତ୍ୟକକ ସରୀସୃପ ପ୍ରାଣୀ ଆପଣା ଜାତି ଅନୁସାରେ ପୃଥିବୀ ଉପରେ ଗୁରୁଣ୍ଡୁ ଥିଲେ। ଏହା ପରମେଶ୍ବରଙ୍କ ଦୃଷ୍ଟି ରେ ଅତି ଉତ୍ତମ ଦିଶିଥିଲା।
ପରମେଶ୍ବର ଆପଣା ନିର୍ମିତ ସମସ୍ତ ବସ୍ତୁ ପ୍ରତି ଦୃଷ୍ଟି ଦେଲେ। ଏହା ପରମେଶ୍ବରଙ୍କ ଦୃଷ୍ଟି ରେ ଅତି ଉତ୍ତମ ଦିଶିଥିଲା।
ଏହାଶୁଣି ଯୀଶୁ ତାହାକୁ ଉତ୍ତର ଦେଲେ,
ଏଣୁ ତୁମ୍ଭମାନଙ୍କ ଭିତ ରେ ଥିବା ବିଷୟଗୁଡିକ ପ୍ରତି ଦୃଷ୍ଟି ଦିଅ। ଯେଉଁ ଲୋକମାନେ ସାହାୟ୍ଯ ଲୋଡନ୍ତି, ସମାନଙ୍କେୁ ସାହାୟ୍ଯ କର। ତା ହେଲେ ତୁମ୍ଭମାନେେ ସମ୍ପୂର୍ଣ୍ଣରୂପେ ପରିଷ୍କାର ଓ ପବିତ୍ର ହାଇଯେିବ।
ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ନ କରୁଥବା ପତି, ତା'ର ବିଶ୍ବାସ କରୁଥିବା ପତ୍ନୀ ମାଧ୍ଯମ ରେ ପବିତ୍ର କରାଯାଇଅଛି। ସହେିଭଳି ବିଶ୍ବାସ ନ କରୁଥିବା ପତ୍ନୀ, ତା' ବିଶ୍ବାସ କରୁଥିବା ପତି ମାଧ୍ଯମ ରେ ପବିତ୍ର କରାଯାଇ ଅଛି। ଯଦି ଏହା ସତ୍ଯ ହାଇେ ନଥାନ୍ତା, ତା' ହେଲେ ତୁମ୍ଭମାନଙ୍କ ସନ୍ତାନମାନେ କଦାପି ଶୁଚି ହାଇେ ନ ଥାନ୍ତେ। କିନ୍ତୁ ସମାନେେ ଏବେ ପବିତ୍ର ଅଟନ୍ତି।
ସମାନେେ ଲୋକମାନଙ୍କୁ ବିବାହ କରିବା ଅନୁଚିତ ବୋଲି କହନ୍ତି। ସମାନେେ ଲୋକମାନଙ୍କୁ ଏ କଥା ମଧ୍ଯ କୁହନ୍ତି ଯେ କେତକେ ଖାଦ୍ୟ ଅଛି, ଯାହାକୁ ଆଦୌ ଖାଇବା ଉଚିତ ନୁହେଁ। କିନ୍ତୁ ସେ ଖାଦ୍ୟଗୁଡ଼ିକୁ ପରମେଶ୍ବର ସୃଷ୍ଟି କରିଛନ୍ତି। ଅତଏବ ଯେଉଁମାନେ ବିଶ୍ବାସୀ ଏବଂ ସତ୍ଯକୁ ଜାଣନ୍ତି, ସମାନେେ ପରମେଶ୍ବରଙ୍କୁ ଧନ୍ଯବାଦ ଦଇେ ସହେି ଖାଦ୍ୟ ଖାଇ ପାରିବେ।
ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁ କିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ବାସୀ, ସମାନଙ୍କେ ଲାଗି କିଛି ହେଲେ ପବିତ୍ର ନୁହେଁ। ସମାନଙ୍କେର ଚିନ୍ତା ପାପରେ ଦୂଷିତ ହାଇଯୋଇଛି ଓ ଠିକ୍ କ'ଣ, ସେ ସମ୍ବନ୍ଧ ରେ ସମାନଙ୍କେର ଜ୍ଞାନ ନଷ୍ଟ ହାଇେ ଯାଇଛି।