ସେ ଜୀବନ ରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘ ରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ବରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟ ରେ ପଡ଼ିଥିବା ଲୋକଙ୍କୁ ସାହାୟ୍ଯ କରିବା ଓ ନିଜ ଜୀବନ ରେ ସମସ୍ତ ପ୍ରକାରର ଭଲ କାମ କରିବା।
Cross references
ମୁଁ କିଛି ଜଳ ରେ ଆପଣମାନଙ୍କୁ ପଦଧେ ୗତ କରିବି ଓ ଆପଣମାନେ ଏହି ବୃକ୍ଷ ମୂଳ ରେ ଟିକେ ବିଶ୍ରାମ କରନ୍ତୁ।
ଲୋଟ ସମାନଙ୍କେୁ କହିଲେ, ହେ ମହାଶୟଗଣ ମାରେ ଗୃହକୁ ଆସିବା ହେଉ ଏବଂ ମୁଁ ତୁମ୍ଭମାନଙ୍କର ସବୋ କରିବି। ଆପଣମାନେ ପାଦ ଧୋଇ ମାରେ ଗୃହକୁ ଆସନ୍ତୁ ଏବଂ ଏହିଠା ରେ ରାତ୍ରିୟାପନ କରନ୍ତୁ। ଏହାପରେ ଆସନ୍ତାକାଲି ତୁମ୍ଭମାନେେ ଶିଘ୍ର ଉଠିବ ଏବଂ ତୁମ୍ଭ ୟାତ୍ରା ଚାଲୁ ରଖିବ।
ତେଣୁ ଅବ୍ରହାମର ଦାସ ଗୃହକୁ ଗଲା। ଲାବନ ଓଟମାନଙ୍କର ସାଜ ଓହ୍ଲାଇବା ପାଇଁ ସାହାୟ୍ଯ କଲେ ଏବଂ ସମାନଙ୍କେ ପାଇଁ ଖାଇବାକୁ ନଡ଼ା ଦେଲେ। ସେ ଭୃତ୍ଯମାନଙ୍କୁ ତାଙ୍କ ସହିତ ଥିବା ଅନ୍ୟ ଲୋକମାନଙ୍କୁ ପାଣି ଦେଲେ। ୟଦ୍ବାରା କି ସମାନେେ ପାଦ ଧୋଇବେ।
ଆଉ ଯବେେ ତୁମ୍ଭର ଭାଇ ଦରିଦ୍ର ହାଇୟୋଏ ଓ ଜୀବିକା ନିର୍ବାହ ପାଇଁ ଅକ୍ଷମ ହୁଏ, ତବେେ ତୁମ୍ଭେ ତାହାକୁ ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଧାରଣ କରିବ।
ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିର୍ଦ୍ଦେଶସବୁ ଏବଂ ବିଧାନସବୁକୁ ସତର୍କ ରୂପେ ମାନିବା ପାଇଁ ନିର୍ଦ୍ଦେଶ ଦଇେଅଛ।
ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ଯାଯ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ଯକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାୟ୍ଯ କର। ବିଧବାମାନଙ୍କୁ ସାହାୟ୍ଯ କର।'
ଲୋକଙ୍କ ଆଗ ରେ ତୁମ୍ଭମାନେେ ଆଲୋକ ଭଳି ପ୍ରକାଶିତ ହୁଅ। ସମାନେେ ତୁମ୍ଭର ଭଲ କାମଗୁଡିକ ଦେଖନ୍ତୁ ଓ ସ୍ବର୍ଗ ରେ ରହୁଥିବା ତୁମ୍ଭ ପରମ ପିତାଙ୍କ ପ୍ରଶଂସା ଗାନ କରନ୍ତୁ।
ସହେିଭଳି ଯେଉଁ ଚ଼ାକରଟି ଦୁଇ ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ମଧ୍ଯ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଆଉ ଦୁଇ ତୋଡ଼ା ରୂପା ଟଙ୍କା ଲାଭ କଲା।
ସେ ଯୀଶୁଙ୍କ ପଛଆଡେ ଗୋଡ ପାଖ ରେ ଠିଆ ହେଲା। ସେ କାନ୍ଦୁଥିଲା। ତା'ପରେ ସେ ଯୀଶୁଙ୍କ ପାଦ ତା ଲୁହ ରେ ଧୋଇ ଦଲୋ। ନିଜ ମୁଣ୍ଡର ବାଳ ରେ ଯୀଶୁଙ୍କ ପାଦ ପୋଛି ଦଲୋ। ତାହାଙ୍କ ପାଦ ରେ ବହୁବାର ଚୁମ୍ବନ ଦଲୋ ଓ ପାଦ ଉପରେ ଅତର ଢାଳି ଦଲୋ।
ତା'ପରେ ଯୀଶୁ ସ୍ତ୍ରୀ ଲୋକଟି ଆଡକୁ ବୁଲିପଡି ଶିମାନଙ୍କେୁ କହିଲେ, ତୁମ୍ଭେ ଏ ସ୍ତ୍ରୀ ଲୋକଟିକୁ ଦେଖୁଛ? ମୁଁ ତୁମ୍ଭ ଘରକୁ ଆସିଲି। ଅଥଚ ତୁମ୍ଭେ ମାେତେ ଗୋଡ ଧୋଇବାକୁ ପାଣି ସୁଦ୍ଧା ଦଲେ ନାହିଁ, କିନ୍ତୁ ଓ ସ୍ତ୍ରୀ ଲୋକଟି ମାରେ ପାଦକୁ ଲୁହ ରେ ଧୋଇ ଦଲୋ। ଏବଂ ତା ବାଳ ରେ ପୋଛି ଦଲୋ।
ତା'ପରେ ସେ ପାତ୍ର ରେ ଜଳ ଭର୍ତ୍ତି କଲେ ଓ ଶିଷ୍ଯମାନଙ୍କର ପାଦ ଧୋଇବା ଆରମ୍ଭ କଲେ। ସେ ଅଣ୍ଟା ରେ ବାନ୍ଧିଥିବା ତଉଲିଆ ରେ ସମାନଙ୍କେର ପାଦ ପୋଛିଲେ।
ଏଥିପାଇଁ ହେ ଭାଇମାନେ, ତୁମ୍ଭମାନେେ ନିଜ ଭିତରୁ ସାତ ଜଣ ପୁରୁଷଙ୍କୁ ବାଛ। ସମାନେେ ଯେପରି ଲୋକମାନଙ୍କ ଦୃଷ୍ଟିରୁ ଉତ୍ତମ, ପବିତ୍ର ଆତ୍ମା ଓ ଜ୍ଞାନ ରେ ପୂର୍ଣ୍ଣ ହାଇେଥିବେ। ଆମ୍ଭମାନେେ ସମାନଙ୍କେୁ ଏହି କାମ କରିବାପାଇଁ ଦବେୁ।
ଟାବୀଥା ନାମକ ଜଣେ ଶିଷ୍ଯା ଯାଫୋ ନଗର ରେ ରହୁଥିଲେ। ଯାହାର ଗ୍ରୀକ ଅନୁବାଦ ଦର୍କା ଅର୍ଥାତ୍ ହରିଣୀ। ସେ ସବୁବେଳେ ଗରିବ ଲୋକମାନଙ୍କୁ ଦାନ ଦେଉଥିଲେ ଓ ଲୋକମାନଙ୍କର ଉପକାର କରୁଥିଲେ।
ତେଣୁ ପିତର ପ୍ରସ୍ତୁତ ହେଲେ ଏବଂ ସମାନଙ୍କେ ସହିତ ଗଲେ। ସେ ଯେତବେେଳେ ପହନ୍ଚିଲେ, ସମାନେେ ତାହାଙ୍କୁ ଉପର କଠାେରୀକୁ ନଇେ ଗଲେ। ପିତରଙ୍କ ଚ଼ାରିପାଖେ ବିଧବାମାନେ ଠିଆ ହାଇେ କାନ୍ଦୁଥିଲେ। ଟାବୀଥା ସମାନଙ୍କେ ସହିତ ଜୀବିତ ଥିବା ସମୟରେ ଯେଉଁ କୁର୍ତ୍ତା ଓ ଅନ୍ୟ ଲୁଗାପଟା ତିଆରି କରିଥିଲେ, ସଗେୁଡ଼ିକ ସମାନେେ ପିତରଙ୍କୁ ଦଖାଇେଲେ।
ସମାନେେ ତାହାଙ୍କୁ କହିଲେ, ଆମ୍ଭମାନଙ୍କେୁ ସୈନ୍ଯବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ବରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ଯକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ବର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦଇେ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।
ସଠାେରେ ଲୂଦିଆ ନାମକ ଜଣେ ସ୍ତ୍ରୀ ଲୋକ ଥିଲା। ସେ ଥୁଯାଥୀରା ନଗରର ବାଇଗଣୀ ରଙ୍ଗର ଲୁଗା ବ୍ଯବସାଯୀ ଥିଲା। ସେ ସତ୍ଯ ପରମେଶ୍ବରଙ୍କୁ ଉପାସନା କରୁଥିଲା ଓ ଆମ୍ଭ କଥା ଶୁଣୁଥିଲା। ପାଉଲଙ୍କ କଥା ଶୁଣିବା ପାଇଁ ପ୍ରଭୁ ତାହାଙ୍କ ହୃଦୟ ଖାଲିେ ଦଇେଥିଲେ।
ହନନିୟ ନାମକ ଜଣେ ଭକ୍ତ ଦମ୍ମସକେ ନଗର ରେ ଥିଲେ। ସେ ମାଶାଙ୍କେ ବ୍ଯବସ୍ଥା ମାନୁଥିଲେ। ସଠାେରେ ରହୁଥିବା ସମସ୍ତ ଯିହୂଦୀୟମାନେ ତାହାଙ୍କୁ ସମ୍ମାନ ଦେଉଥିଲେ।
ପରମେଶ୍ବରଙ୍କ ନିଜ ଲକମାନଙ୍କେର କାମ ରେ ସାହାୟ୍ଯ କର। ଯେଉଁ ମାନଙ୍କୁ ସାହାୟ୍ଯ ଦରକାର ସମାନଙ୍କେ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସମାନଙ୍କେୁ ଅତିଥି ଭାବରେ ସ୍ବାଗତ କର।
ଆମ୍ଭେ ଯାହା, ତାହା କବଳେ ପରମେଶ୍ବରଙ୍କ ଦ୍ବାରା ହାଇେଅଛୁ। ଆମ୍ଭେ ଯେପରି ଭଲ କାମ କରିପାରୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧିଅରେ ନୂତନ ବ୍ଯକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ଯ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସହେି ଭଲକାମ କରି ଜୀବନଯାପନ କରିବା।
ଯେପରି ତୁମ୍ଭମାନେେ ପ୍ରଭୁଙ୍କୁ ଗୌରବ ଆରିଲା ଭଳି ଓ ପ୍ରେତ୍ୟକକ ଢ଼ଙ୍ଗ ରେ ତାହାଙ୍କୁ ପ୍ରସନ୍ନ କଲା ଭଳି ଏହି ବିଷୟଗୁଡ଼ିକ ବ୍ଯବହାର କରି ଜୀବନ-ଯାପନ କରିବ ; ଯେପରି ତୁମ୍ଭମାନେେ ସମସ୍ତ ପ୍ରକାରର ଭଲ କାମ କରିବ ଓ ପରମେଶ୍ବର ବିଷୟକ ଜ୍ଞାନ ରେ ବିକାଶ ଲାଭ କରିବ ;
ଭଲ କାମ କରିବା ଦ୍ବାରା ନିଜକୁ ସୁନ୍ଦର ଭାବେ ସୁଶାେଭିତ କରନ୍ତୁ। ପରମେଶ୍ବରଙ୍କ ଉପାସନା କରୁଛୁ ବୋଲି କହୁଥିବା ସ୍ତ୍ରୀଲୋକେ ନିଜକୁ ଏହି ରୂପରେ ସୁନ୍ଦର ଭାବେ ସଜାଇବା ଆବଶ୍ଯକ।
ଯେଉଁମାନେ ମଣ୍ଡଳୀର ସଦସ୍ଯ ନୁହଁନ୍ତି, ବାହାରର ସହେି ଲୋକମାନଙ୍କର ମଧ୍ଯ, ଅଧ୍ଯକ୍ଷଙ୍କ ନିମନ୍ତେ ସମ୍ମାନ ଭାବ ଥିବା ଆବଶ୍ଯକ। ତହିଁରେ ସେ ଅନ୍ୟମାନଙ୍କ ଦ୍ବାରା ସମାଲୋଚିତ ହବେେ ନାହିଁ କି ଶୟତାନର ଫାନ୍ଦ ରେ ପଡ଼ିବେ ନାହିଁ।
ଯଦି ଜଣେ ବିଶ୍ବାସୀ ସ୍ତ୍ରୀ ଲୋକର ପରିବାର ରେ ବିଧବାମାନେ ଅଛନ୍ତି, ତା ହେଲେ ସମାନଙ୍କେର ସେ ନିଜେ ଯତ୍ନ ନବୋ ଦରକାର ମଣ୍ଡଳୀକୁ ଏଥିପାଇଁ ଭାରଗ୍ରସ୍ତ କରିବା ଉଚିତ ନୁହେଁ। ତା'ପରେ ମଣ୍ଡଳୀ କବଳେ ପରିବାର ବିହୀନ ବିଧବାମାନଙ୍କର ଯତ୍ନ ନବୋ ରେ ସକ୍ଷମ ହବେ।
ଲୋକମାନଙ୍କ କ୍ଷେତ୍ର ରେ ମଧ୍ଯ ଏହା ସତ। ଲୋକଙ୍କ ଭଲ କାମ ସହଜ ରେ ଦଖାଯାେଏ। କିନ୍ତୁ ଯେତବେେଳେ ସହେି ଭଲ କାମଗୁଡ଼ିକ ଦଖାଯାେଏ ନାହିଁ, ସଗେୁଡ଼ିକ ଲୁଚି ରହେ ନାହିଁ।
ଧନୀ ଲୋକମାନଙ୍କୁ କୁହ ଯେ ସମାନେେ ଭଲ କାମ କରନ୍ତୁ। ସମାନଙ୍କେୁ କୁହ ଯେ, ଭଲ କାମ କରିବା ରେ ସମାନେେ ଧନୀ ହୁଅନ୍ତୁ।
ପ୍ରଥମ ରେ ସହେି ବିଶ୍ବାସ ତୁମ୍ଭର ମାତାମହୀ ଲୋଯି ଓ ମାତା ଇଉନୀକୀଙ୍କଠା ରେ ଥିଲା।
ଯଦି ଜଣେ ନିଜକୁ ସମସ୍ତ ମନ୍ଦ ଜିନିଷରୁ ଅଲଗା କରି ପରିଷ୍କାର ହୁଏ, ତା ହେଲେ ସେ ମୂଲ୍ଯବାନ କାମ ପାଇଁ ବିଶଷେ ଉପଯୋଗୀ ହବେ। ସେ ଲୋକ ପବିତ୍ର ହବେ। ମୁନିବ ତାହାକୁ ବ୍ଯବହାର କରିପାରିବେ। ସେ ଯେକୌଣସି ଭଲ କାମ ପାଇଁ ପ୍ରସ୍ତୁତ ରହିବ।
ପିଲାବଳେୁ ତୁମ୍ଭେ ପବିତ୍ର ଶାସ୍ତ୍ରଗୁଡ଼ିକୁ ଜାଣିଛ। ସହେି ଶାସ୍ତ୍ରଗୁଡ଼ିକ ତୁମ୍ଭକୁ ଜ୍ଞାନୀ କରିପାରିବ ଓ ସହେି ଜ୍ଞାନ ଖ୍ରୀଷ୍ଟ ଯୀଶୁଙ୍କ ପ୍ରତି ବିଶ୍ବାସ ମାଧ୍ଯମ ରେ ମୁକ୍ତି ଆଡ଼କୁ ଆଗଇନବେେ।
ପରମେଶ୍ବରଙ୍କ ସବେକ, ଶାସ୍ତ୍ରଗୁଡ଼ିକର ବ୍ଯବହାର ଦ୍ବାରା ସମସ୍ତ ଉତ୍ତମ କାର୍ୟ୍ଯ କରିବା ନିମନ୍ତେ ସକ୍ଷମ ହବେ ଓ ତା'ର ପ୍ରେତ୍ୟକକ ଆବଶ୍ଯକ ବିଷୟ ପାଇବ।
ତାହାଙ୍କ କୃପା ପାଇଁ ଆମ୍ଭେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହେଲୁ। ଆମ୍ଭେ ଯେପରି ଅନନ୍ତଜୀବନ ପାଇବୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ପବିତ୍ରଆତ୍ମା ଦାନ କଲେ।
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।
ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ : ସମାନେେ ସରକାରୀ ଅଧିକାରୀମାନଙ୍କ ଅଧୀନ ରେ ରୁହନ୍ତୁ, ସମାନଙ୍କେ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ ;
ତାହାହିଁ ଆମ୍ଭର ଭରସା। ଏହି ଶିକ୍ଷା ବିଶ୍ବାସ ଯୋଗ୍ଯ ଅଟେ।
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।
ଆମ୍ଭେ ପରସ୍ପର ବିଷୟ ରେ ଚିନ୍ତା କରିବା ଏବଂ ପରସ୍ପରକୁ ଭଲ ପାଇବା ଓ ଭଲ କାମ କରିବା ପାଇଁ ଉତ୍ସାହିତ କରିବା ଉଚିତ୍।
ନିଜ ଘ ରେ ସ୍ବାଗତ ଜଣାଇ ସର୍ବଦା ଲୋକଙ୍କୁ ସାହାୟ୍ଯ କରିବା କଥା ମନେ ରଖ। କେତବେେଳେ ଏହିପରି କରି ଅଜାଣତ ରେ ସ୍ବର୍ଗଦୂତମାନଙ୍କୁ ସାହାୟ୍ଯ କରିଛନ୍ତି।
ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ୟ୍ଯଗୁଡ଼ିକ ପରମେଶ୍ବର ଆମ୍ଭ ଦ୍ବାରା କରାଉଥାଆନ୍ତୁ। ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍ !
ଅବିଶ୍ବାସୀ ଲୋକମାନେ ତୁମ୍ଭ ଚାରିପଟେ ଅଛନ୍ତି। ସମାନେେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ୟ୍ଯ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା ହେଲେ ତୁମ୍ଭମାନେେ କରୁଥିବା ଭଲ କାମଗୁଡ଼ିକୁ ସମାନେେ ଦେଖିବେ ଓ ପରମେଶ୍ବରଙ୍କ ଆସିବା ଦିନ ସମାନେ ତାହାଙ୍କୁ ମହିମା ଦବେେ।
ପ୍ ରମେ ଅନକେ ପାପ ଆଚ୍ଛାଦିତ କରେ। କୌଣସି ପ୍ରକାରର ଆପତ୍ତି ନ ଉଠାଇ ପରସ୍ପରକୁ ନିଜ ଘରକୁ ସ୍ବାଗତ ଜଣାଅ।
ଦୀମୀତ୍ରିୟଙ୍କ ବିଷୟ ରେ ସମସ୍ତେ ଭଲକଥା କହନ୍ତି। ସମାନେେ ଯାହା କହନ୍ତି, ସତ୍ଯ ଏଥିର ସାକ୍ଷ୍ଯ ଦିଏ। ଆମ୍ଭେ ମଧ୍ଯ ତାହା ବିଷୟ ରେ ଭଲକଥା କହୁ, ଏବଂ ତୁମ୍ଭେ ଜାଣ ଯେ ଆମ୍ଭର ସାକ୍ଷ୍ଯ ସତ୍ଯ ଅଟେ।