Home Bibles ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:16 · ଓଡ଼ିଆ ବାଇବେଲ
ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:16 · ଓଡ଼ିଆ ବାଇବେଲ

ଯଦି ଜଣେ ବିଶ୍ବାସୀ ସ୍ତ୍ରୀ ଲୋକର ପରିବାର ରେ ବିଧବାମାନେ ଅଛନ୍ତି, ତା ହେଲେ ସମାନଙ୍କେର ସେ ନିଜେ ଯତ୍ନ ନବୋ ଦରକାର ମଣ୍ଡଳୀକୁ ଏଥିପାଇଁ ଭାରଗ୍ରସ୍ତ କରିବା ଉଚିତ ନୁହେଁ। ତା'ପରେ ମଣ୍ଡଳୀ କବଳେ ପରିବାର ବିହୀନ ବିଧବାମାନଙ୍କର ଯତ୍ନ ନବୋ ରେ ସକ୍ଷମ ହବେ।

Cross references

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:3

ପ୍ରକୃତ ରେ ଏକୁଟିଆଥିବା ବିଧବାମାନଙ୍କର ଯତ୍ନ ନିଅ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:8

ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନବୋ ଜଣେ ଲୋକର କର୍ତ୍ତବ୍ଯ ଅଟେ। ଏପରିକି ଆଉ ମଧ୍ଯ ସେ ନିଜ ପରିବାରର ଯତ୍ନ ନବୋ ଅଧିକ ଗୁରୁତ୍ବପୂର୍ଣ୍ଣ। ଯଦି ଜଣେ ଲୋକ ସପରେି କରୁ ନାହିଁ, ତା ହେଲେ ସେ ଲୋକ ସତ୍ଯ ବିଶ୍ବାସକୁ ଅନୁସରଣ କରୁ ନାହିଁ। ସହେି ଲୋକ ଜଣେ ଅବିଶ୍ବାସୀଠାରୁ ମଧ୍ଯ ଖରାପ।

Interlinear

Choose Theme