Home Bibles ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:13 · ଓଡ଼ିଆ ବାଇବେଲ
ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:13 · ଓଡ଼ିଆ ବାଇବେଲ

ପରମେଶ୍ବର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗ ରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗ ରେ ଠିଆ ହାଇେଥିବା ବେଳେ ଖ୍ରୀଷ୍ଟ ଯୀଶୁ ସହେି ଏକା ମହାନ୍ ସତ୍ଯଟିକୁ ସ୍ବୀକାର କରିଥିଲେ। ଏକମାତ୍ର ପରମେଶ୍ବର ପ୍ରେତ୍ୟକକ ବିଷୟକୁ ଜୀବନ ପ୍ରଦାନ କରନ୍ତି।

Cross references

ଦିତୀୟ ବିବରଣ 32:39

'ଏବେ ଦେଖ ଆମ୍ଭେ କବଳେ ପରମେଶ୍ବର ଅଟକ୍ସ୍ଟ। ଆଉ କୌଣସି ଅନ୍ୟ ଦବେତା ନାହିଁ। ଆମ୍ଭେ ମରଣ ଦେଉ, ଆମ୍ଭେ ଜୀବଦାନ କରୁ। ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିପାରକ୍ସ୍ଟ। କୌଣସି ବ୍ଯକ୍ତି ଆମ୍ଭ ଶକ୍ତିଠାରକ୍ସ୍ଟ ରକ୍ଷା କରିପାରିବ ନାହିଁ

ପ୍ରଥମ ଶାମୁୟେଲ 2:6

ସଦାପ୍ରଭୁ ଲୋକମାନଙ୍କର ମୃତକ୍ସ୍ଟ୍ଯର କାରଣ ହକ୍ସ୍ଟଅ ଓ ସେ ପକ୍ସ୍ଟନର୍ବାର ଲୋକମାନଙ୍କ ଜୀବନ ଫରୋଇ ଆଣିପାରନ୍ତି। ସଦାପ୍ରଭୁ ଲୋକମାନଙ୍କୁ କବରକକ୍ସ୍ଟ ପଠାନ୍ତି ଓ କବରରକ୍ସ୍ଟ ସମାନଙ୍କେୁ ଉଠାଇ ଆଣିପାରନ୍ତି।

ମାଥିଉଲିଖିତ ସୁସମାଚାର 27:11

ଏହି ସମୟରେ ଯୀଶୁ ରାଜ୍ଯପାଳ ପୀଲାତ ଆଗ ରେ ଠିଆ ହେଲେ। ରାଜ୍ଯପାଳ ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା?

ଯୋହନଲିଖିତ ସୁସମାଚାର 5:21

ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସମାନଙ୍କେୁ ଜୀବନଦାନ କରନ୍ତି। ଠାକ୍ ସହେିପରି ପୁତ୍ର ମଧ୍ଯ ନିଜ ଇଚ୍ଛାନୁସା ରେ ଲୋକଙ୍କୁ ଜୀବନଦାନ କରନ୍ତି।

ଯୋହନଲିଖିତ ସୁସମାଚାର 5:26

ସ୍ବଯଂ ପରମପିତା ହେଉଛନ୍ତି ଜୀବନର ଉତ୍ସ। ଅତଏବ ସେ ପୁତ୍ରଙ୍କୁ ଜୀବନଦାନ କରିବା ପାଇଁ ଅନୁମତି ଦଇେଛନ୍ତି।

ଯୋହନଲିଖିତ ସୁସମାଚାର 14:6

ଯୀଶୁ ଉତ୍ତର ଦେଲେ, ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।

ଯୋହନଲିଖିତ ସୁସମାଚାର 14:25

ମୁଁ ତୁମ୍ଭ ସହିତ ଥିବା ସମୟରେ ଏହି ସବୁ କଥା ତୁମ୍ଭମାନଙ୍କୁ କହିଛି।

ଯୋହନଲିଖିତ ସୁସମାଚାର 18:36

ଯୀଶୁ କହିଲେ, ମାରେ ରାଜ୍ଯ ଏ ଜଗତର ନୁହେଁ। ଯଦି ଏହା ଜଗତର ହାଇେଥା'ନ୍ତା, ତବେେ ମାରେ ଦାସମାନେ ୟୁଦ୍ଧ କରିଥାଆନ୍ତେ ଓ ମାେତେ ଯିହୂଦୀମାନେ ଧରିପାରି ନଥାନ୍ତେ। କିନ୍ତୁ ମାେ ରାଜ୍ଯ ଅନ୍ୟ ଏକ ସ୍ଥାନ ରେ।

ଯୋହନଲିଖିତ ସୁସମାଚାର 19:11

ଯୀଶୁ ଉତ୍ତର ଦେଲେ, ମାେ ଉପରେ ଆପଣଙ୍କର ଯେଉଁ କ୍ଷମତା ଅଛି ବୋଲି ଆପଣ କହୁଛନ୍ତି, କବଳେ ସହେି କ୍ଷମତା ପରମେଶ୍ବର ଆପଣଙ୍କୁ ଦଇେଛନ୍ତି। ତେଣୁ ୟିଏ ମାେତେ ଆପଣଙ୍କ ପାଖ ରେ ସମର୍ପଣ କରିଛି, ତା'ର ପାପ ଆହୁରି ଗୁରୁତର।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:25

ସେ ପରମେଶ୍ବର ଜୀବନ ଓ ପ୍ରାଣବାଯୁ ପ୍ରଦାନ କରନ୍ତି। ସେ ମନୁଷ୍ଯମାନଙ୍କର ସାହାୟ୍ଯ ଲୋଡ଼ନ୍ତି ନାହିଁ। ତାହାଙ୍କର କୌଣସି ଅଭାବ ନାହିଁ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 2:5

କବଳେ ଜଣେ ମାତ୍ର ପରମେଶ୍ବର ଅଛନ୍ତି। ମଣିଷ ପାଇଁ ପରମେଶ୍ବରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ଯସ୍ଥ ଅଛନ୍ତି। ସହେି ମଧ୍ଯସ୍ଥ ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:21

ପରମେଶ୍ବର, ଖ୍ରୀଷ୍ଟ ଯୀଶୁ ଏବଂ ମନୋନୀତ ସ୍ବର୍ଗଦୂତଙ୍କ ଆଗ ରେ ଏଗୁଡ଼ିକ କରିବା ପାଇଁ ମୁଁ ତୁମ୍ଭକୁ ଆଦେଶ ଦେଉଛି। ସତ୍ଯ ଜାଣିବା ପୂର୍ବରୁ ଲୋକମାନଙ୍କର ବିଚାର କର ନାହିଁ। ସମସ୍ତଙ୍କ ପାଇଁ ସମାନ ଭାବ ଦଖାେଅ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:12

ବିଶ୍ବାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିୟୋଗିତା ଭଳି। କୌଣସି ମତେ ସହେି ପ୍ରତିୟୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡ଼କା ଯାଇଛି। ଅନକେ ଲୋକଙ୍କ ଆଗ ରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ରେ ମହାନ୍ ସତ୍ଯକୁ ସ୍ବୀକାର କରିଛ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:5

ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:14

ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:6

ସିଂହାସନ ରେ ବସିଥିବା ବ୍ଯକ୍ତି ମାେତେ କହିଲେ, ଏହା ସମାପ୍ତ ହାଇଯୋଇଛି। ମୁଁ ହେଉଛି ପ୍ରଥମ ଓ ଶଷେ। ମୁଁ ତୃଷାର୍ତ୍ତ ଲୋକକୁ ବିନା ମୂଲ୍ଯ ରେ ଜୀବନ୍ତଜଳ ନିର୍ଝରରୁ ପାନ କରିବାକୁ ଦବେି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:1

ତା'ପରେ ଦୂତ ମାେତେ ଜୀବନଜଳର ନଦୀ ଦଖାଇେଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ବଳ ଥିଲା। ସହେି ନଦୀ ପରମେଶ୍ବର ଓ ମଷେଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।

Interlinear

Choose Theme