Home Bibles ☰ Books ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:14 · ଓଡ଼ିଆ ବାଇବେଲ
ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:14 · ଓଡ଼ିଆ ବାଇବେଲ

ଏବେ ମୁଁ ତୁମ୍ଭକୁ କହୁଛି : ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ୟ୍ଯନ୍ତ ସହେି କାମଗୁଡ଼ିକ ନିଭୁର୍ଲ ଭାବରେ ଓ ଅନିନ୍ଦନୀୟ ଭାବରେ କର।

Cross references

ପ୍ରଥମ ବଂଶାବଳୀ 28:9

ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।

ପ୍ରଥମ ବଂଶାବଳୀ 28:20

ଦାଉଦ ତାଙ୍କର ପୁତ୍ର ଶଲୋମନଙ୍କୁ ଆହୁରି ମଧ୍ଯ କହିଲେ, ବଳବାନ୍ ଓ ସାହସୀ ହୁଅ ଏବଂ ଏହି କାର୍ୟ୍ଯ ଶଷେ କର। ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ବର, ମାରେ ପରମେଶ୍ବର, ତୁମ୍ଭ ସହିତ ରେ ଅଛନ୍ତି। ସମସ୍ତ କାର୍ୟ୍ଯ ସମାପ୍ତ ହବୋ ପର୍ୟ୍ଯନ୍ତ ସେ ତୁମ୍ଭକୁ ସାହାୟ୍ଯ କରିବେ। ସେ ତୁମ୍ଭକୁ ତ୍ଯାଗ କରିବେ ନାହିଁ। ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବ।

ପରମଗୀତ 4:7

ଆଗୋ ମାରେ ପ୍ରିୟେ, ତୁମ୍ଭେ ମୁଣ୍ଡରୁ ପାଦ ୟାଏ ସୁନ୍ଦରୀ। ତୁମ୍ଭଠା ରେ କୌଣସି ଖୁଣ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:8

ସେ ଶଷେ ପର୍ୟ୍ଯନ୍ତ ତୁମ୍ଭମାନଙ୍କୁ ଦୃଢ଼ କରି ରଖିବେ, ଏବଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିବା ଦିନ ତୁମ୍ଭମାନେେ ନିର୍ଦ୍ ଦୋଷ ଦଖାୟିବେ।

ଏଫିସୀୟଙ୍କ ପ୍ରତି ପତ୍ର 5:27

ଯେପରି ସମ୍ପୂର୍ଣ୍ଣ ମହିମା(ସୌନ୍ଦର୍ୟ୍ଯ)ର ସହିତ ମଣ୍ଡଳୀକୁ ନିଜଠା ରେ ତାହାଙ୍କ କନ୍ଯା ରୂପେ ଉପସ୍ଥାପିତ କରାଇପାରନ୍ତି, ଏଥିନିମନ୍ତେ ଖ୍ରୀଷ୍ଟ ମୃତ୍ଯୁ ଭୋଗ କଲେ। ମଣ୍ଡଳୀ ମଧିଅରେ ଯେପରି କୌଣସି ମନ୍ଦ କର୍ମ, ପାପ କି ଭୁଲ କାର୍ୟ୍ଯ ଦଖାେ ନ ଯାଏ, ମାତ୍ର ତହା ପବିତ୍ର, ନିଖୁଣ ଓ ନିନ୍ଦାଶୂନ୍ଯ ହାଇପୋ ରେ, ଏଥିପାଇଁ ସେ ଆପଣାର ପ୍ରାଣ ଦେଲେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:6

ପରମେଶ୍ବର ତୁମ୍ଭର ମଙ୍ଗଳ କରିବା ଆରମ୍ଭ କରିଛନ୍ତି ଓ ବର୍ତ୍ତମାନ ମଧ୍ଯ ତାହା କରୁଛନ୍ତି। ଯୀଶୁଖ୍ରୀଷ୍ଟଙ୍କ ଆଗମନ ଦିନ ପର୍ୟ୍ଯନ୍ତ ସେ ସହେି କାମ ସାଧନ କରି ସମାପ୍ତ କରିବେ। ମୁଁ ଏଥି ରେ ନିଶ୍ଚିତ ଅଟେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:10

ଯେପରି ତୁମ୍ଭେ ଭଲ ଓ ମନ୍ଦର ପାର୍ଥକ୍ଯ ଦେଖିପାରିବ ଓ ଉତ୍ତମ ବିଷୟ ବାଛି ପାରିବ। ତହିଁରେ ଖ୍ରୀଷ୍ଟ ଯେଉଁଦିନ ଆସିବେ, ତୁମ୍ଭେ ଶୁଦ୍ଧ ଓ ଦୋଷଶୂନ୍ଯ ହବେ ;

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:15

ତବେେ ଯାଇ ତୁମ୍ଭେ ନିର୍ଦ୍ ଦୋଷ ହବେ ଓ ତୁମ୍ଭ ଭିତ ରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ବରଙ୍କ ନିର୍ଦ୍ ଦୋଷ ପୁତ୍ର ହବେ। କିନ୍ତୁ ତୁମ୍ଭମାନେେ ନଷ୍ଟ ହାଇେ ଯାଉଥିବା ମନ୍ଦ ଲୋକଙ୍କ ମଧିଅରେ ରହୁଛ। କିନ୍ତୁ ସମାନଙ୍କେ ଭିତ ରେ ତୁମ୍ଭେ ହି ଅନ୍ଧକାରପୂର୍ଣ୍ଣ ଜଗତ ରେ ଜ୍ଯୋତିଃଭଳି ପ୍ରକାଶିତ ହେଉଛ।

କଲସୀୟଙ୍କ ପ୍ରତି ପତ୍ର 1:22

କିନ୍ତୁ ଖ୍ରୀଷ୍ଟ ପୁଣି ଥରେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ମିତ୍ର କରି ଦଇେଛନ୍ତି। ତାଙ୍କ ମାଂସମୟ ଶରୀର ରେ, ନିଜ ମୃତ୍ଯୁ ଦ୍ବାରା ସେ ଏହା କରିଛନ୍ତି। ନିଷ୍କଳଙ୍କ ଓ ନିର୍ଦ୍ ଦୋଷ ଭାବରେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ଆଗକୁ ଆଣିବା ପାଇଁ ସେ ଏହା କଲେ।

କଲସୀୟଙ୍କ ପ୍ରତି ପତ୍ର 4:17

ଆର୍ଖିପ୍ପଙ୍କୁ କୁହ : ପ୍ରଭୁ ଯେଉଁ କାମ ତୁମ୍ଭକୁ ଦଇେଛନ୍ତି, ତାହା ତୁମ୍ଭେ ନିଶ୍ଚିତ ହାଇେ କର।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 3:13

ତୁମ୍ଭମାନଙ୍କର ହୃଦୟ ଦୃଢ଼ ହେଉ ବୋଲି ଆମ୍ଭେ ପ୍ରାର୍ଥନା କରୁ। ତବେେ ଯେତବେେଳେ ଆମ୍ଭ ପ୍ରଭୁଯୀଶୁ ନିଜର ସମସ୍ତ ପବିତ୍ର ଲୋକଙ୍କ ଗହଣ ରେ ଆସିବେ, ତୁମ୍ଭମାନେେ ପରମପିତା ପରମେଶ୍ବରଙ୍କ ଆଗ ରେ ପବିତ୍ର ଭାବରେ ଓ ଦୋଷରହିତ ହାଇେ ଠିଆ ହାଇପୋରିବ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:23

ପରମେଶ୍ବରଙ୍କଠା ରେ ଆମ୍ଭେ ପ୍ରାର୍ଥନା କରୁ ଯେ, ସହେି ଶାନ୍ତିର ପରମେଶ୍ବର ତୁମ୍ଭମାନଙ୍କୁ ପବିତ୍ର କରନ୍ତୁ ଓ ପୂର୍ଣ୍ଣଭାବରେ ତାହାଙ୍କ ନିଜର କରିନିଅନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟ ଆସିଲା ବେଳେ ତୁମ୍ଭମାନଙ୍କର ସମ୍ପୂର୍ଣ୍ଣ ଅସ୍ତିତ୍ବ - ଅର୍ଥାତ୍ ଆତ୍ମା, ପ୍ରାଣ ଓ ଶରୀର - ମନ୍ଦରହିତ ହାଇେ ସୁରକ୍ଷିତ ରହୁ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:1

ଭାଇ ଓ ଭଉଣୀମାନେ ! ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆସିବା ବିଷୟ ରେ ଆମ୍ଭର କିଛି କହିବାକୁ ଅଛି। ଯେତବେେଳେ ଆମ୍ଭେ ସମସ୍ତେ ମିଶି ତାହାଙ୍କୁ ଭଟେିବା, ସହେି ସମୟ ବିଷୟ ରେ ଆମ୍ଭେ ତୁମ୍ଭକୁ କହିବାକୁ ଚାହୁଁ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:8

ତା'ପରେ ଯାଇ ମନ୍ଦ ବ୍ଯକ୍ତି ପ୍ରକାଶିତ ହବେ। ପ୍ରଭୁଯୀଶୁ ସହେି ମନ୍ଦ ବ୍ଯକ୍ତିକୁ, ତାହାଙ୍କର ମୁହଁରୁ ନିର୍ଗତ ହେଉଥିବା ନିଶ୍ବାସ ଦ୍ବାରା ନଷ୍ଟ କରି ଦବେେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ବାରା ତାହାକୁ ବିନଷ୍ଟ କରି ଦବେେ। ମନ୍ଦ ବ୍ଯକ୍ତି ଶୟତାନର ଶକ୍ତି ନଇେ ଆସିବ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 4:11

ଏହି କଥାଗୁଡ଼ିକ ଶିକ୍ଷା ଦିଅ।

Interlinear

Choose Theme