ସପରେି କରି ସମାନେେ ସ୍ବର୍ଗ ରେ ନିଜ ପାଇଁ ସମ୍ପତ୍ତି ଜମା ରଖିବେ। ସହେି ସମ୍ପତ୍ତି ହେଉଛି ଦୃଢ଼ ମୂଳଦୁଆ ଯାହା ଉପରେ ସମାନଙ୍କେର ଭବିଷ୍ଯତ୍ ଜୀବନ ଠିଆ ହାଇପୋରିବ। ତା' ହେଲେ ସମାନେେ ପ୍ରକୃତ ଜୀବନର ଅଧିକାରୀ ହାଇେ ପାରିବେ।
Cross references
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରଯୋଗ କରି ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର। ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାୟ୍ଯ ପାଇଁ ଆସନ୍ତି। ସମାନଙ୍କେ ମଧ୍ଯରୁ ଅନକଙ୍କେର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ। ସହେି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର। ସମାନଙ୍କେର ଶିଶୁମାନଙ୍କର ଆବଶ୍ଯକତାକୁ ପୂରଣ କର। ସମାନଙ୍କେର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ୟେ, ୟାହା ସବୁଦିନ ପାଇଁ ସମାନଙ୍କେର ଆବଶ୍ଯକତା ପୂରଣ କରିବ।
ଯେତବେେଳେ ଘୂର୍ଣ୍ଣିବାଯୁ ବ ହେ, ଦୁଷ୍ଟ ଲୋକ ଅନ୍ତର୍ଧାନ ହାଇଯେିବ। କିନ୍ତୁ ଧାର୍ମିକ ପୁରୁଷ ଅନନ୍ତକାଳସ୍ଥାଯୀ ସ୍ବରୂପ ରହେ।
ସେ ପ୍ରଶଂସା ରେ ଯୋଗ୍ଯା, ଲୋକମାନେ ତାଙ୍କୁ ସମ୍ମାନ କରନ୍ତି। ସେ ନୀର୍ଭିକ ଭାବେ ତା'ର ଭବିଷ୍ଯତ୍ ଦେଖିପା ରେ।
ନିଜ ପାଇଁ ଏ ସଂସାର ରେ ଧନ ସଞ୍ଚୟ କରନାହିଁ। ଏଠା ରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରି ଦବେେ। ଗ୍ଭରେ ପଶି ସିନ୍ଧି କାଟି ଗ୍ଭରେୀ କରିନବେ।
ଯାଉଁ ଲୋକ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତାଙ୍କୁ ଭଟେି ତାହାଙ୍କୁ ସ୍ବାଗତ କରେ, ତବେେ ସେ ଭବିଷ୍ଯଦ୍ବକ୍ତାର ପୁରସ୍କାର ପାଇବ। ଯେଉଁ ଲୋକ ଜଣେ ଧାର୍ମିକ ଲୋକକୁ ଧାର୍ମିକ ଲୋକ ରୂପେ ସ୍ବୀକାର କରେ ତବେେ ସେ ଧାର୍ମିକ ଲୋକର ପୁରସ୍କାର ପାଇବ।
ଯୀଶୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହବୋକୁ ଚ଼ାହୁଛ, ତବେେ ଯାଅ ଏବଂ ତୁମ୍ଭ ପାଖ ରେ ଥିବା ସବୁ କିଛି ବିକି ସେ ଧନ ଗରୀବମାନଙ୍କୁ ବଣ୍ଟିଦିଅ। ତା' ହେଲେ ସ୍ବର୍ଗ ରେ ତୁମ୍ଭକୁ ଅମାପ ଧନ ମିଳି ପାରିବ। ତା'ପରେ ଆସ ଓ ମାରେ ଅନୁସରଣ କର।
ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।
ସେ ଲୋକ ଘର ତିଆରି କରୁଥିବା ଗୋଟିଏ ଲୋକ ଭଳି। ସେ ଗଭୀର କରି ଗାତ ଖୋଳେ ଓ ଦୃଢ ପଥର ଉପରେ ମୂଳଦୁଆ ପକାଏ! ଯେତବେେଳେ ବଢି ଆ ସେ, ପାଣି ସେ ଘରକୁ ଭ ସଇେ ନବୋକୁ ଧକ୍କା ମାନେ, କିନ୍ତୁ ଆଦୌ ହଲଇେ ପରେ ନାହିଁ। କାରଣ ଘରଟି ମଜ୍ଭୁତ ଭାବରେ ତିଆରି ହାଇେଥାଏ।
ତେଣୁ ତୁମ୍ଭମାନେେ ନିଜର ସମସ୍ତ ସମ୍ପତ୍ତି ବିକି ଦଇେ ସହେି ଟଙ୍କା ଗରିବ ଲୋକଙ୍କ ମଧ୍ଯ ବାଣ୍ଟି ଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବନାହିଁ। ତେଣୁ ସବୁଦିନ ରହୁ ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ବର୍ଗ ରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ବର୍ଗ ରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କହେି ଚୋ ରଇେ ନଇେ ପାରିବନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ।
ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନଙ୍କର ଯାହାସବୁ ଅଛି ସେଥି ରେ ପରମେଶ୍ବରଙ୍କ ସହିତ ମିତ୍ରତା ସ୍ଥାପନ କର। ତେଣୁ ଯେତବେେଳେ ଏ ଜାଗତିକ ଧନ ସରିୟିବ, ସେତବେେଳେ ଚିରନ୍ତନ ନିବାସ ରେ ତୁମ୍ଭମାନଙ୍କୁ ସ୍ବାଗତ କରାୟିବ।
କିନ୍ତୁ ଅବ୍ରାହାମ କହିଲେ, 'ପୁଅ, ତୁ ଯେତବେେଳେ ବଞ୍ଚିଥିଲୁ, ସେତବେେଳେ କଥା ଟିକିଏ ମନେ ପକା। ତୁ ଜୀବନ ରେ ସମସ୍ତ ବିଷୟ ପାଇଛୁ। କିନ୍ତୁ ଲାଜାର ପାଇଁ ସମସ୍ତ ଖରାପ ଜିନିଷ ଘଟିଛି। ଏବେ ସେ ଆରାମ ରେ ଅଛି ଓ ତୁ ୟନ୍ତ୍ରଣା ଭୋଗୁଛୁ।
ଥରେ ଗୋଟିଏ ନଗର ରେ ଜଣେ ବିଚାରପତି ଥିଲା। ପରମେଶ୍ବରଙ୍କୁ ତାହାଙ୍କର ଡର ନଥିଲା କି ଲୋକମାନେ ତାହାଙ୍କ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପ୍ରତି ଖାତିର କରୁ ନଥିଲେ।
ଏକଥା ଶୁଣି ଯୀଶୁ ସହେି ନେତାଙ୍କୁ କହିଲେ, ତଥାପି ଏ ପର୍ୟ୍ଯନ୍ତ ଆଉ ଗୋଟିଏ କଥା ତୁମ୍ଭର କରିବାକୁ ବାକିଅଛି। ତୁମ୍ଭର ଯାହା ଅଛି ସବୁ ବିକି ଦଇେ ଗରିବଙ୍କୁ ବାଣ୍ଟିଦିଅ। ତୁମ୍ଭକୁ ସ୍ବର୍ଗ ରେ ପୁରସ୍କାର ମିଳିବ। ତା'ପରେ ତୁମ୍ଭେ ଆସ ଓ ମାରେ ଅନୁସରଣ କର।
ଆତ୍ମାଙ୍କ ସାହାୟ୍ଯ ରେ ଆମେ ଏଥି ପାଇଁ ଅପେକ୍ଷା କରି ରହିଛୁ। ଯଦି କହେି ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛି, ତା ହେଲେ ସେ ସୁନ୍ନତ ହାଇେଛି ନା ନାହିଁ, ଏହା ମହତ୍ବପୂର୍ଣ୍ଣ ନୁହେଁ। ମହତ୍ବପୂର୍ଣ୍ଣ ବିଷୟ ହେଲା, ପ୍ ରମଜେନକ ବିଶ୍ବାସ, ଯାହା କାର୍ୟ୍ଯ ରେ ପରିପ୍ରକାଶ ହୁଏ।
ଯେଉଁ ଲୋକ ନିଜର ପାପମୟ ସ୍ବଭାବକୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ବିନାଶ ଦାୟକ ଫସଲ କାଟିବ। କିନ୍ତୁ ଜଣେ ଯଦି ଆତ୍ମାଙ୍କୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ଆତ୍ମାଙ୍କଠାରୁ ଅନନ୍ତ ଜୀବନ ରୂପକ ଶସ୍ଯ କାଟିବ।
ତୁମ୍ଭ ବିଶ୍ବାସ ହତେୁ ତୁମ୍ଭ ହୃଦୟ ରେ ଖ୍ରୀଷ୍ଟ ବାସ କରନ୍ତି। ତୁମ୍ଭ ଜୀବନ ପ୍ ରମେ ରେ ଶକ୍ତିଶାଳୀ ହେଉ ଏବଂ ପ୍ ରମେ ରେ ଗଢ଼ି ଉଠୁ।
ମୁଁ ସବୁବେଳେ ଲକ୍ଷ୍ଯ ସ୍ଥଳ ରେ ପହଁଞ୍ଚି ପୁରସ୍କାରଟି ପାଇବା ପାଇଁ ଚେଷ୍ଟା କରୁଥାଏ। ଖ୍ରୀଷ୍ଟଙ୍କଠା ରେ ସ୍ବର୍ଗୀୟ ଜୀବନର ପୁରସ୍କାର ପାଇବା ଲାଗି ପରମେଶ୍ବର ମାେତେ ଡ଼ାକିଛନ୍ତି।
ବିଶ୍ବାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିୟୋଗିତା ଭଳି। କୌଣସି ମତେ ସହେି ପ୍ରତିୟୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡ଼କା ଯାଇଛି। ଅନକେ ଲୋକଙ୍କ ଆଗ ରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ରେ ମହାନ୍ ସତ୍ଯକୁ ସ୍ବୀକାର କରିଛ।
ସହେି ବାକ୍ଯଗୁଡ଼ିକ ସହେି ମୂଳଦୁଆ ଉପରେ ଲଖାେ ହାଇେଛି : ଯେଉଁମାନେ ପ୍ରଭୁଙ୍କର ଲୋକ, ସମାନଙ୍କେୁ ପ୍ରଭୁ ଜାଣନ୍ତି। ନିମ୍ନ ଲିଖିତ ଶଦ୍ଦଗୁଡିକ ମଧ୍ଯ ମୂଳ ଦୁଆ ଉପରେ ଲଖାଯାେଇଛି: ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ବାସ କରେ, ସେ ମନ୍ଦ କାମ ନ କରୁ।
ପରମେଶ୍ବର ଆପଣା ସନ୍ତାନମାନଙ୍କ ପାଇଁ ରଖିଥିବା ଆଶୀର୍ବାଦ ଆମ୍ଭେ ଏବେ ପାଇବାକୁ ଭରସା କରୁ। ସହେି ଆଶୀର୍ବାଦଗୁଡ଼ିକ ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ। ସହେି ଆଶୀର୍ବାଦଗୁଡ଼ିକ କଦାପି ନଷ୍ଟ ହବେ ନାହିଁ, ବା ଧ୍ବଂସ ପାଇବ ନାହିଁ କିଅବା ସଗେୁଡ଼ିକ ସମାନଙ୍କେର ସୌନ୍ଦର୍ୟ୍ଯ ହରାଇବେ ନାହିଁ।