ସମାଗମ ତମ୍ବୁର ସମ୍ମୁଖ ରେ ସଦାପ୍ରଭୁଙ୍କ ଆଗ ରେ ପିତ୍ତଳ ବଦେୀ ଆଡ଼କୁ ଶଲୋମନ ଗଲେ। ବଦେୀ ଉପରେ ଶଲୋମନ 1,000 ଗୋଟି ସମ୍ପୂର୍ଣ୍ଣ ହାମବେଳି ଅର୍ପଣ କଲେ।
Cross references
ଶ ଲୋମନ ବଳିଦାନ ନିମନ୍ତେ ଗିବିଯୋନକୁ ଗଲେ, କାରଣ ତାହା ବଡ ଉଚ୍ଚସ୍ଥଳୀ ଥିଲା। ସେ ସହେି ୟଜ୍ଞବଦେୀ ଉପରେ ଏକ ସହସ୍ର ହାମବେଳି ଉତ୍ସର୍ଗ କଲେ।
ରାଜା ଶଲୋମନ ଓ ଇଶ୍ରାୟେଲର ସଦାପ୍ରଭୁଙ୍କ ସମ୍ମାନାର୍ଥେ ଲୋକମାନେ 22,000 ଗାଈ ଓ 1,20,000 ମଷେ ସହଭାଗିତାର ବଳି ନିମନ୍ତେ ଉତ୍ସର୍ଗ କଲେ। ଏହି ରୂପେ ରାଜା ଓ ସମଗ୍ର ଇଶ୍ରାୟେଲ ଲୋକେ ସଦାପ୍ରଭୁଙ୍କ ମନ୍ଦିର ରେ ଉତ୍ସର୍ଗ କଲେ।
ପରଦିନ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବଳିଦାନ କଲେ। ସମାନେେ ସଦାପ୍ରଭୁଙ୍କୁ ହାମବେଳି ଅର୍ପଣ କଲେ। ସମାନେେ 1,000 ବଳଦ, 1,000 ଅଣ୍ଡିରା ମଷେ, 1,000 ମଷେଶାବକ ଓ ପଯେ ନବୈେଦ୍ଯ ଉତ୍ସର୍ଗ କଲେ। ସମାନେେ ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ ଅନକେ ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କଲେ।
ଏହାପରେ ଶଲୋମନ ସଦାପ୍ରଭୁଙ୍କ ୟଜ୍ଞବଦେୀ ଉପରେ ସଦାପ୍ରଭୁଙ୍କ ନିକଟରେ ହାମବେଳି ଉତ୍ସର୍ଗ କଲେ। ଶଲୋମନ ମନ୍ଦିରର ବାରଣ୍ଡା ସମ୍ମୁଖ ରେ ସହେି ବଳିବଦେୀ ନିର୍ମାଣ କରିଥିଲେ।
ପୁଣି ଲିବାନୋନର ସମସ୍ତ ବୃକ୍ଷ ସଦାପ୍ରଭୁଙ୍କ ଜାଳ ପାଇଁ ୟଥେଷ୍ଟ ନୁହେଁ ଓ ତାହାର ସମସ୍ତ ପଶୁ ହାମବେଳି ପାଇଁ ୟଥେଷ୍ଟ ନୁହେଁ।