Home Bibles ଦିତୀୟ ବଂଶାବଳୀ 10:11 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 10:11 · ଓଡ଼ିଆ ବାଇବେଲ

ମାରେ ପିତା ତୁମ୍ଭମାନଙ୍କ ଉପରେ ଏକ ଭାରୀ ବୋଝ ଲଦି ଦଇେଛନ୍ତି, ମୁଁ ସହେି ବୋଝକୁ ଆହୁରି ଭାରୀ କରିବି। ମାରେ ପିତା ତୁମ୍ଭକୁ ଚାବୁକ ଦ୍ବାରା ଦଣ୍ଡ ଦେଉଥିଲେ। ମୁଁ ତୁମ୍ଭମାନଙ୍କୁ ଏ ପ୍ରକାର ଚାବୁକ ଦ୍ବାରା ଶାସନ କରିବି, ଯେଉଁଥି ରେ ମୁନିଆ କଣ୍ଟାମାନ ବାହାରିଥିବ।'

Cross references

ଯାତ୍ରା ପୁସ୍ତକ 1:13

ତେଣୁ ମିଶରୀଯମାନେ ତହିଁରୁ ତାଙ୍କୁ ଅଧିକ ପରିଶ୍ରମ କରାଇଲେ।

ଯାତ୍ରା ପୁସ୍ତକ 5:5

ଏଠା ରେ ଅନକେ ଲୋକ ଅଛନ୍ତି। ତୁମ୍ଭମାନେେ ସମାନଙ୍କେୁ ସମାନଙ୍କେର କର୍ମରୁ ନିବୃତ୍ତ କରୁଅଛ।

ଯାତ୍ରା ପୁସ୍ତକ 5:18

ବର୍ତ୍ତମାନ ତୁମ୍ଭମାନଙ୍କର କାର୍ୟ୍ଯକୁ ଫରେିୟାଅ। ମୁଁ ତୁମ୍ଭମାନଙ୍କୁ କିଛି ପାଳ ବା ନଡା ଦବେି ନାହିଁଏବଂ ପୂର୍ବପରି ତୁମ୍ଭମାନଙ୍କୁ ସତେିକି ସଂଖ୍ଯକ ଇଟା ତିଆରି କରିବାକୁ ହିଁ ପଡ଼ିବ।

ପ୍ରଥମ ଶାମୁୟେଲ 8:18

ଦିନ ଆସିବ ଯେତବେେଳେ ତୁମ୍ଭେ ବାଛିଥିବା ରାଜାଙ୍କକ୍ସ୍ଟ ଶାସନ ପାଇଁ ଚିତ୍କାର କରିବ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ କିଛି ଉତ୍ତର ଦବେେ ନାହିଁ।

ଯିଶାଇୟ 47:6

ଆମ୍ଭେ ନିଜ ଲୋକମାନଙ୍କ ଉପ ରେ କ୍ରୋଧିତ ହେଲୁଁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତ ରେ ସମାନଙ୍କେୁ ସମର୍ପର କଲୁ। ତୁମ୍ଭେ ସମାନଙ୍କେ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପ ରେ ୟୁଆଳି ବଡ଼ ଭାରି କରି ଥୋଇଲ।

ଯିଶାଇୟ 58:6

ଦୁଷ୍ଟତାରୂପ ବନ୍ଧନ ଫିଟାଇଲେ, ୟୁଆଳିର ବନ୍ଧନ ମୁକ୍ତ କରିବାର ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତିକରି ଛାଡ଼ି ଦବୋର ଓ ପ୍ରେତ୍ୟକକ ୟୁଆଳି ଭଗ୍ନ କରିବାର, ଏହିପ୍ରକାର ଉପବାସ ଆମ୍ଭେ କ'ଣ ମନୋନୀତ କରି ନାହୁଁ ?

ଯିରିମିୟ 28:13

ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ୟାଇ ହନାନିଯକୁ କୁହ, 'ତୁମ୍ଭେ ସିନା କାଠର ୟୁଆଳି ଭାଙ୍ଗି ଦଲେ, ମାତ୍ର ଆମ୍ଭେ ତାହା ବଦଳ ରେ ଲୁହାର ୟୁଆଳି ପ୍ରସ୍ତୁତ କରିବା।

ମାଥିଉଲିଖିତ ସୁସମାଚାର 11:29

ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ।

ଲୂକଲିଖିତ ସୁସମାଚାର 10:19

ଶୁଣ! ସାପ ଓ କଙ୍କଡାବିଛାମାନଙ୍କୁ ପାଦତଳେ ଦଳି ଦବୋକୁ ମୁଁ ତୁମ୍ଭମାନଙ୍କୁ ଶକ୍ତି ଦଇେଛି। ମୁଁ ତୁମ୍ଭମାନଙ୍କ ଶତୃ ପାଖ ରେ ଥିବା ଶକ୍ତିଠାରୁ ଅଧିକ ଶକ୍ତି ଦଇେଛି। ତୁମ୍ଭମାନଙ୍କର କହେି କିଛି କ୍ଷତି କରି ପାରିବ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:3

ଧୂଆଁ ଭିତରୁ ପଙ୍ଗପାଳମାନେ ବାହାରି ପୃଥିବୀ ଉପରକୁ ଓହ୍ଲାଇ ଆସିଲେ। ସମାନଙ୍କେୁ ବିଚ୍ଛା ଭଳି ଦଂଶନକାରୀ ଶକ୍ତି ଦିଆଗଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:5

କିନ୍ତୁ ମନୁଷ୍ଯମାନଙ୍କୁ ମାରିଦବୋ ପାଇଁ ପଙ୍ଗପାଳଙ୍କୁ କ୍ଷମତା ଦିଆ ଯାଇ ନ ଥିଲା, ମାତ୍ର ଲୋକମାନଙ୍କୁ ପାଞ୍ଚମାସ ପର୍ୟ୍ଯନ୍ତ ୟନ୍ତ୍ରଣା ଦବୋ ପାଇଁ ସମାନଙ୍କେୁ ଅନୁମତି ଦିଆଯାଇଥିଲା। ସହେି ୟନ୍ତ୍ରଣା ଜଣେ ଲୋକକୁ କଙ୍କଡ଼ାବିଛାର ଦଂଶନ ପରି ୟନ୍ତ୍ରଣାଦାୟକ ହବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:10

ବିଛାର ନାହୁଡ଼ ଭଳି ସମାନଙ୍କେ ଲାଙ୍ଗୁଡ଼ ରେ ନାହୁଡ଼ ଥିଲା। ପାଞ୍ଚମାସ ପର୍ୟ୍ଯନ୍ତ ଲୋକମାନଙ୍କୁ ୟନ୍ତ୍ରଣା ଦବୋ ପାଇଁ ସମାନଙ୍କେୁ ଯେଉଁ କ୍ଷମତା ଦିଆଯାଇଥିଲା, ତାହା ସମାନଙ୍କେ ଲାଙ୍ଗୁଡ଼ ରେ ଥିଲା।

Interlinear

Choose Theme