ଏହା ପରେ ରାଜା ସମାନଙ୍କେୁ ଅତି କର୍କଶ ଭାବେ କଥା କହିଲେ। ରାଜା ରିହବିଯାମ୍ ବୃଦ୍ଧ ବ୍ଯକ୍ତିମାନଙ୍କର ଉପଦେଶକୁ ଗ୍ରହଣ କରି ନ ଥିଲେ।
Cross references
ଯୋଷଫେ ସମାନଙ୍କେର ଭାଇମାନଙ୍କୁ ଦେଖିଲେ। ଯୋଷଫେ ସମାନଙ୍କେୁ ଚିହ୍ନି ପାରିଲେ ନାହିଁ। କିନ୍ତୁ ସମାନଙ୍କେୁ ନ ଚିହ୍ନିଲାପରି ଅଭିନଯ କଲେ। ଯୋଷଫେ ସମାନଙ୍କେୁ ମଧ୍ଯ ରୁକ୍ଷ ବ୍ଯବହାର କଲେ। ଯୋଷଫେ ସମାନଙ୍କେୁ ପଚାରିଲେ, ତୁମ୍ଭମାନେେ କେଉଁଠାରୁ ଆସିଛ?
ସମାନେେ କହିଲେ, ସେ ଦେଶର କର୍ତ୍ତା ଆମ୍ଭମାନଙ୍କ ଉପରେ ରୁକ୍ଷ ବ୍ଯବହାର କଲେ। ସେ ଭାବିଲେ ଆମ୍ଭମାନେେ ଚର।
ଏହାପରେ ଫାରୋ ମାଶାଙ୍କେୁ କହିଲେ, ମାେ ନିକଟରୁ ଦୂର ହୁଅ। ମୁଁ ତୁମ୍ଭର ମୁଖ ଯେପରି ଆଉ ନ ଦେଖେ। ଯଦି ମୁଁ ତୁମ୍ଭକୁ ପୁଣି ଦେଖେ, ତୁମ୍ଭେ ମୃତ୍ଯୁବରଣ କରିବ।
ନାବଲ ଦାଉଦର ଲୋକମାନଙ୍କୁ ଉତ୍ତର ଦଇେ କହିଲେ, ଦାଉଦ କିଏ? ୟିଶୀର ପକ୍ସ୍ଟତ୍ର କିଏ? ଆଜିକାଲି ଅନକେ ଦାସ ଅଛନ୍ତି ଯେଉଁମାନେ ଆପଣା ଆପଣା ମକ୍ସ୍ଟନିବଠାରକ୍ସ୍ଟ ପଳାଇୟାଇ ବକ୍ସ୍ଟଲକ୍ସ୍ଟଛନ୍ତି।
ଆସନ୍ତାକାଲି ପ୍ରାଯ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ମାରେ ଦାସମାନଙ୍କୁ ପଠାଇବି, ସମାନେେ ତୁମ୍ଭର ଗୃହ ଓ ତୁମ୍ଭ ଅଧିକାରୀମାନଙ୍କର ଗୃହ ଅନୁସନ୍ଧାନ କରିବେ। ଯାହା କିଛି ମୂଲ୍ଯବାନ ଜିନିଷ ପାଇବେ ସମାନେେ ନଇେଯିବେ।'
କିନ୍ତୁ ରିହବିଯାମ୍ ବୃଦ୍ଧ ଲୋକମାନେ ଦଇେଥିବା ଉପଦେଶକୁ ଗ୍ରହଣ କଲେ ନାହିଁ। ରିହବିଯାମ୍ ତାଙ୍କ ସଙ୍ଗେ ଏକତ୍ର ବଢ଼ିଥିବା ଓ ତାଙ୍କର ସବୋ କରୁଥିବା ୟୁବା ଲୋକମାନଙ୍କ ସହିତ କଥା ହେଲେ।
କୋମଳ ପୂର୍ଣ୍ଣ ଉତ୍ତର କୋରଧକୁ ଦମନ କରେ। ମାତ୍ର କଟୁବାକ୍ଯ କୋପ ଜନ୍ମାଏ।
ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ବିଚ୍ଯୁତ କରେ, ତାହା ଶୁଣିବାରୁ ନିବୃତ୍ତ ହୁଅ।