କିନ୍ତୁ ଇଶ୍ରାୟେଲ ରେ କେତକେ ଲୋକ ଥିଲେ, ଯେଉଁମାନେ କି ଯିହୁଦାର ସହରଗୁଡ଼ିକରେ ବାସ କରୁଥିଲେ। ଆଉ, ରିହବିଯାମ୍ ସହେି ଲୋକମାନଙ୍କ ଉପରେ ରାଜତ୍ବ କଲେ।
Cross references
ତା'ର ଗୋଟିଏ ପୁତ୍ରର ପରିବାରକୁ ମୁଁ ଶାସନ କରିବା ପାଇଁ ଦବେି। ଯାହା ଫଳ ରେ ମାରେ ସବେକ ଦାଉଦର ବଂଶ ୟିରୁଶାଲମ ରେ ମାେ ଆଗ ରେ ରାଜତ୍ବ କରିବ। ସହେି ସହର ରେ ମାରେ ନାମ ସ୍ଥାପନ ପାଇଁ ପସନ୍ଦ କରିଅଛି।
ତଥାପି ଇଶ୍ରାୟେଲ ଯେଉଁ ଲୋକମାନେ ଯିହୁଦାର ନଗରମାନଙ୍କ ରେ ବାସ କରୁଥିଲେ ରିହବିଯାମ ସମାନଙ୍କେ ଉପରେ ଶାସନ କଲେ।
ରିହବିଯାମ୍ ଯେତବେେଳେ ୟିରୁଶାଲମକୁ ଆସିଲେ, ସେ ସର୍ବୋତ୍ତମ ସୈନିକମାନଙ୍କ ମଧ୍ଯରୁ 1,80,000 ଜଣଙ୍କୁ ଏକତ୍ର କଲେ। ସେ ଯିହୁଦା ଓ ବିନ୍ଯାମୀନ ଗୋଷ୍ଠୀରୁ ଏହି ସୈନିକମାନଙ୍କୁ ସଂଗ୍ରହ କଲେ। ରିହବିଯାମ୍ ଯେପରି ତାଙ୍କର ରାଜ୍ଯ ଫରେିପାଇବେ, ଏଥିନିମନ୍ତେ ଇଶ୍ରାୟେଲର ବିରୁଦ୍ଧ ରେ ୟୁଦ୍ଧ କରିବା ନିମନ୍ତେ ସେ ସହେି ସୈନ୍ଯମାନଙ୍କୁ ଏକତ୍ର କଲେ।
ଶମଯିଯା ଶଲୋମନଙ୍କ ପୁତ୍ର ଯିହୁଦାର ରାଜା ରିହବିଯାମ୍ ଏବଂ ଯିହୁଦା ଓ ବିନ୍ଯାମୀନ ନଗର ରେ ବାସ କରୁଥିବା ଇଶ୍ରାୟେଲର ସମସ୍ତ ଲୋକଙ୍କୁ କୁହ। ସମାନଙ୍କେୁ କୁହ :
ଆହୁରି ମଧ୍ଯ, ରିହବିଯାମ୍ ପ୍ରେତ୍ୟକକ ନଗର ରେ ଢ଼ାଲ ଓ ବର୍ଚ୍ଛାମାନ ଗଚ୍ଛିତ ରଖିଲେ ଓ ନଗରଗୁଡ଼ିକୁ ଅତ୍ଯନ୍ତ ଦୃଢ଼ କଲେ। ରିହବିଯାମ୍ ଯିହୁଦା ଓ ବିନ୍ଯାମୀନର ନଗର ଓ ତାହାର ଲୋକମାନଙ୍କୁ ନିଜ ଅଧୀନ ରେ ରଖିଲେ।