ତୁମ୍ଭର ପିତା ଆମ୍ଭମାନଙ୍କ ଜୀବନକୁ ଅସହ୍ଯ କରିଛନ୍ତି। ଆମ୍ଭମାନଙ୍କୁ ତାହା ଏକ ଅତ୍ଯନ୍ତ ଭାରୀ ବୋଝ ବୋହିଲା ପରି ଲାଗୁଅଛି। ସହେି ବୋଝକୁ ଆମ୍ଭମାନଙ୍କ ନିମନ୍ତେ ହାଲୁକା କରିଦିଅ, ତବେେ ଆମ୍ଭମାନେେ ତୁମ୍ଭର ସବୋ କରିବୁ।
Cross references
ତେଣୁ ମିଶରୀଯମାନେ ତହିଁରୁ ତାଙ୍କୁ ଅଧିକ ପରିଶ୍ରମ କରାଇଲେ।
ଦୀର୍ଘଦିନ ପରେ ସହେି ମିଶର ରେ ରାଜା ମୃତ୍ଯୁବରଣ କଲେ କିନ୍ତୁ ଇଶ୍ରାୟେଲଯମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡିଲା। ସମାନେେ ଅନୁନଯ କଲେ ଏବଂ ପରମେଶ୍ବର ସମାନଙ୍କେର ଡାକ ଶୁଣିଲେ।
ଶାମକ୍ସ୍ଟଯଲେ କହିଲେ, ତକ୍ସ୍ଟମ୍ଭ ଉପରେ ୟିଏ ରାଜତ୍ବ କରିବ, ସେ ତୁମ୍ଭକୁ ଏ ପ୍ରକାର କରିବ। ସେ ତକ୍ସ୍ଟମ୍ଭ ପକ୍ସ୍ଟତ୍ରମାନଙ୍କୁ ତା'ର ସବୋ କରିବା ପାଇଁ ଓ ସୈନ୍ଯବାହୀନିର ସବୋ କରିବା ପାଇଁ ବାଧ୍ଯ କରିବ। ସମାନେେ ୟକ୍ସ୍ଟଦ୍ଧ ରେ ସନୋବାହିନୀର ୟୋଦ୍ଧା ଓ ରଥା ରୋହୀ ହବେ। ତକ୍ସ୍ଟମ୍ଭ ପକ୍ସ୍ଟତ୍ରମାନେ ରାଜାଙ୍କର ରଥ ଆଗେ ଆଗେ ଦୌଡିବେ।
ଇଶ୍ରାୟେଲ ଓ ଯିହୁଦା ରେ ବହୁ ଲୋକ ଥିଲେ। ସମାନେେ ସମୁଦ୍ର ତୀରସ୍ଥ ବାଲୁକା ସଦୃଶ ଅକଳନ ଥିଲେ। ମାତ୍ର ସମାନେେ ୟଥେଷ୍ଟ ଖାଦ୍ୟ ପାନୀଯ ସହିତ ସୁଖ ରେ କାଳାତିପାତ କରୁଥିଲେ।
ଶଲୋମନଙ୍କ ରାଜତ୍ବ କାଳ ରେ ଦାନଠାରୁ ବରେଶବୋ ପର୍ୟ୍ଯନ୍ତ ଯିହୁଦା ଓ ଇଶ୍ରାୟେଲର ସମସ୍ତ ଲୋକ ନିଜ ନିଜ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ମୂଳ ରେ ନିରାପଦ ରେ ଅବସ୍ଥାନ କରୁଥିଲେ।
ପଥର କାଟିବା ରେ 80,000 ଲୋକ ନିୟୁକ୍ତି ହେଲେ ଓ 70,000 ଲୋକ ପଥର ବୋହିବା ରେ ନିୟୁକ୍ତି ହେଲେ।
ମାତ୍ର ଇଶ୍ରାୟେଲ ସନ୍ତାନଗଣଙ୍କ ମଧ୍ଯରୁ ଶଲୋମନ କାହାରିକୁ ଦାସ କଲେ ନାହିଁ। ସମାନେେ ଯୋଦ୍ଧା, ରାଜଭୃତ୍ଯ, ଅଧିପତି ସନୋପତି, ରଥା ରୋହୀ ଓ ଅଶ୍ବାରୋହୀମାନଙ୍କ ଅଧ୍ଯକ୍ଷ ଥିଲେ।
ତୁମ୍ଭର ପିତା ଆମ୍ଭମାନଙ୍କୁ କଠିନ କାର୍ୟ୍ଯ କରାଇଲେ। କାର୍ୟ୍ଯରୁ ଗୁରୁଭାର ଓ ଭାରୀ ୟୁଆଳି ଆମ୍ଭ ଉପରେ ଦଇେଥିଲେ, ତାହା ତୁମ୍ଭେ ହାଲୁକା କର। ତାହା ହେଲ ଆମ୍ଭେ ତୁମ୍ଭର ସବୋ କରିବୁ।
ଆମ୍ଭେ ନିଜ ଲୋକମାନଙ୍କ ଉପ ରେ କ୍ରୋଧିତ ହେଲୁଁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତ ରେ ସମାନଙ୍କେୁ ସମର୍ପର କଲୁ। ତୁମ୍ଭେ ସମାନଙ୍କେ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପ ରେ ୟୁଆଳି ବଡ଼ ଭାରି କରି ଥୋଇଲ।
ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ।
ମାନିବା ପାଇଁ କଠିନ ହେଲେ ମଧ୍ଯ ସମାନେେ ଲୋକମାନଙ୍କ ପାଇଁ କଡ଼ାକଡ଼ି ନିୟମ ତିଆରି କରନ୍ତି। ସହେି ନିୟମଗୁଡ଼ିକ ମାନିବା ପାଇଁ ସମାନେେ ଲୋକଙ୍କୁ ବାଧ୍ଯ କରନ୍ତି। କିନ୍ତୁ ସମାନେେ ନିଜେ କବେେ ହେଲେ ସହେି ନିୟମମାନଙ୍କ ମଧ୍ଯରୁ ଗୋଟିଏ ହେଲେ ଅନୁସରଣ କରିବାକୁ ଚେ଼ଷ୍ଟା କରନ୍ତି ନାହିଁ।
କାରଣ ପରମେଶ୍ବରଙ୍କୁ ପ୍ ରମେ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା। ଆଉ ତାହାଙ୍କ ଆଜ୍ଞା ସବୁ ଅତିଶୟ କଠିନ ନୁହେଁ।