Home Bibles ଦିତୀୟ ବଂଶାବଳୀ 11:1 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 11:1 · ଓଡ଼ିଆ ବାଇବେଲ

ରିହବିଯାମ୍ ଯେତବେେଳେ ୟିରୁଶାଲମକୁ ଆସିଲେ, ସେ ସର୍ବୋତ୍ତମ ସୈନିକମାନଙ୍କ ମଧ୍ଯରୁ 1,80,000 ଜଣଙ୍କୁ ଏକତ୍ର କଲେ। ସେ ଯିହୁଦା ଓ ବିନ୍ଯାମୀନ ଗୋଷ୍ଠୀରୁ ଏହି ସୈନିକମାନଙ୍କୁ ସଂଗ୍ରହ କଲେ। ରିହବିଯାମ୍ ଯେପରି ତାଙ୍କର ରାଜ୍ଯ ଫରେିପାଇବେ, ଏଥିନିମନ୍ତେ ଇଶ୍ରାୟେଲର ବିରୁଦ୍ଧ ରେ ୟୁଦ୍ଧ କରିବା ନିମନ୍ତେ ସେ ସହେି ସୈନ୍ଯମାନଙ୍କୁ ଏକତ୍ର କଲେ।

Cross references

ପ୍ରଥମ ରାଜାବଳୀ 12:1

ଏଥିମଧିଅରେ ନବାଟର ପୁତ୍ର ୟାରବିଯାମ ଯେ କି ଶ ଲୋମନଙ୍କ ଛାମୁରୁ ପଳାଇ ୟାଇଥିଲେ ଓ ମିଶର ରେ ଏୟାଏ ଥିଲେ,

ପ୍ରଥମ ରାଜାବଳୀ 12:21

ରିହବିଯାମ ୟିରୁଶାଲମ ରେ ପହନ୍ଚିଲେ ଓ ୟିହୁଦୀଯ ବିନ୍ଯାମୀନ ବଂଶକୁ ଏକତ୍ରୀତ କଲେ। ସେ 1,80,000 ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ। ଶଲୋମନଙ୍କ ପୁତ୍ର ରିହବିଯାମଙ୍କ ଅଧୀନକୁ ରାଜ୍ଯ ଫରୋଇ ଆଣିବା ନିମନ୍ତେ ଇଶ୍ରାୟେଲ ବଂଶ ସହିତ ୟୁଦ୍ଧ ହେଲା।

ଗୀତସଂହିତା 33:10

ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ଯର୍ଥ କରି ପାରନ୍ତି। ସେ ସମାନଙ୍କେ ସମସ୍ତ ଯୋଜନାକୁ ବ୍ଯର୍ଥ କରି ପାରନ୍ତି।

ଗୀତସଂହିତା 33:16

ଜଣେ ରାଜା ନିଜର ଶକ୍ତିଦ୍ବାରା ସୁରକ୍ଷିତ ହୁଏ ନାହିଁ। ଜଣେ ଶକ୍ତିଶାଳୀ ସୈନିକ କବଳେ ତା'ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।

ହିତୋପଦେଶ 21:30

ସଦାପ୍ରଭୁଙ୍କ ବିରୁଦ୍ଧ ରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।

Interlinear

Choose Theme