Home Bibles ଦିତୀୟ ବଂଶାବଳୀ 12:3 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 12:3 · ଓଡ଼ିଆ ବାଇବେଲ

ଶୀଶକ୍ର 12,000 ରଥ, 60 ,000 ଅଶ୍ବାରୋହୀ ଓ ଏତେ ସଂଖ୍ଯକ ସୈନ୍ଯଦଳ ଥିଲେ ଯେ, ଯାହାକୁ କୌଣସି ବ୍ଯକ୍ତି ଗଣନା କରିପାରିବ ନାହିଁ। ଶୀଶକ୍ର ବିଶାଳ ସୈନ୍ଯବାହିନୀ ରେ ଲୂବୀଯର ସୈନ୍ଯ ସୁକ୍କୀଯ ସୈନ୍ଯ ଓ କୁଶୀଯ ସୈନ୍ଯମାନେ ଥିଲେ।

Cross references

ଆଦି ପୁସ୍ତକ 10:6

ହାମର ସନ୍ତାନଗଣ ଥିଲେ। କୂଶ୍, ମିଶର, ପୂଟ୍ ଓ କିଣାନ।

ବିଚାରକର୍ତାମାନଙ୍କ ବିବରଣ 4:13

ତେଣୁ ସୀଷରା ନିଜର 900 ରଥଗକ୍ସ୍ଟଡିକ ଓ ତାଙ୍କ ସହିତ ସମସ୍ତ ପୁରୁଷମାନେ ଏବଂ ହରୋଶୋତ୍ଠାରକ୍ସ୍ଟ କୀଶୋନ୍ ନଦୀ ପର୍ୟ୍ଯନ୍ତ ଅଗ୍ରସର ହେଲେ।

ବିଚାରକର୍ତାମାନଙ୍କ ବିବରଣ 6:5

ସମାନେେ ପଙ୍ଗପାଳର ଦଳପରି ସମାନଙ୍କେର ତମ୍ବୁ ଓ ପଶକ୍ସ୍ଟଗକ୍ସ୍ଟଡିକ ସହିତ ଅଧିକ ସଂଖ୍ଯା ରେ ଆସିଲେ। ସମାନେେ ଓ ସମାନଙ୍କେର ଓଟଗକ୍ସ୍ଟଡିକ ଅଧିକ ଥିଲେ ଯେ ଏହା ଗଣନା କରିବା ଅସମ୍ଭବ।

ପ୍ରଥମ ଶାମୁୟେଲ 13:5

ପଲେଷ୍ଟୀୟମାନେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ଏକତ୍ରୀତ ହେଲେ। ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ବାରୋହୀ ଥିଲେ ଓ ସମକ୍ସ୍ଟଦ୍ର ତୀରର ବାଲିଭଳି ସୈନିକ ଥିଲେ। ସମାନେେ ଆସି ମିକ୍ମସ୍ ରେ ବୈଥାବନର ପୂର୍ବଦିଗ ରେ ଛାଉଣୀ ସ୍ଥାପନ କଲେ।

ଦିତୀୟ ଶାମୁୟେଲ 10:18

ଅରାମୀଯମାନେ ୟକ୍ସ୍ଟଦ୍ଧ କରି ନପାରି ଇଶ୍ରାୟେଲୀୟମାନଙ୍କ ଆଗରକ୍ସ୍ଟ ପଳାଯନ କଲେ। ଦାଉଦ ଅରାମୀଯମାନଙ୍କ 700 ରଥାରୂଢ ଓ 40,000 ଅଶ୍ବାରୂଢ ସୈନ୍ଯଙ୍କକ୍ସ୍ଟ ହତ୍ଯା କଲେ। ପକ୍ସ୍ଟଣି ସେ ସମାନଙ୍କେର ସନୋପତି ଶୋବକକକ୍ସ୍ଟ ଆଘାତ କଲେ ଓ ସେ ସହେିଠା ରେ ମୃତକ୍ସ୍ଟ୍ଯବରଣ କଲା।

ଦିତୀୟ ବଂଶାବଳୀ 14:8

ଆସାଙ୍କର ଯିହୁଦା ବଂଶରୁ 3,00,000 ଓ ବିନ୍ଯାମୀନ ବଂଶରୁ 2 ,80,000 ଲୋକଙ୍କର ଏକ ସୈନ୍ଯଦଳ ଥିଲା। ଯିହୁଦାର ଲୋକମାନେ ବିରାଟକାଯ ଢ଼ାଲ ଓ ବର୍ଚ୍ଛାମାନ ବହନ କରୁଥିଲେ। ବିନ୍ଯାମୀନର ଲୋକମାନେ େଛାଟ େଛାଟ ଢ଼ାଲ ଧରୁଥିଲେ ଓ ଧନୁରୁ ତୀର ନିକ୍ଷପେ କରୁଥିଲେ। ଏହି ସମସ୍ତ ଲୋକ ଶକ୍ତିଶାଳୀ ଓ ସାହସୀ ଥିଲେ।

ଦିତୀୟ ବଂଶାବଳୀ 14:9

ଏହାପରେ ସରହେ ଆସାଙ୍କ ସୈନ୍ଯଦଳର ବିରୁଦ୍ଧ ରେ ଆସିଲା। ସରହେ ଇଥିଓପିଆର ମୁଖ୍ଯ ଥିଲା। ସରହେ ସହିତ ଥିବା ସୈନ୍ଯଦଳ ରେ 1,00,000 ଲୋକ ଓ 300 ରଥ ଥିଲେ। ସରହରେ ସୈନ୍ଯଦଳ ମା ରଶାେ ସହର ପର୍ୟ୍ଯନ୍ତ ମାଡ଼ିଗଲେ।

ଦିତୀୟ ବଂଶାବଳୀ 14:12

ଏହାପରେ ସଦାପ୍ରଭୁ ଇଥିଓପିଯ ସୈନ୍ଯଦଳକୁ ପରାସ୍ତ କରିବା ନିମନ୍ତେ ଆସା ଓ ଯିହୁଦାର ସୈନ୍ଯଦଳକୁ ବ୍ଯବହାର କଲେ। ଆଉ ଇଥିଓପିଯ ସୈନ୍ଯଦଳ ଦୌଡ଼ି ପଳାଇଗଲେ।

ଦିତୀୟ ବଂଶାବଳୀ 16:8

କୂଶୀଯ ଓ ଲବେୀୟମାନଙ୍କର ଏକ ଅତି ବୃହତ୍ ଓ ପରାକ୍ରମୀ ସୈନ୍ଯଦଳ ଥିଲା। ସମାନଙ୍କେର ଅନକେ ରଥ ଓ ରଥଚାଳକମାନେ ଥିଲେ। କିନ୍ତୁ ଆସା, ତୁମ୍ଭେ ସାହାୟ୍ଯ ନିମନ୍ତେ ଓ ସହେି ବୃହତ୍ ପରାକ୍ରମୀ ସୈନ୍ଯଦଳକୁ ପରାସ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ, ଆଉ ସଦାପ୍ରଭୁ ସମାନଙ୍କେୁ ପରାସ୍ତ କରିବା ନିମନ୍ତେ ତୁମ୍ଭକୁ ସାହାୟ୍ଯ କଲେ।

ଯିଶାଇୟ 43:3

କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ଇଶ୍ରାୟେଲ ଧର୍ମସ୍ବରୂପ ତୁମ୍ଭର ତ୍ରାଣକର୍ତ୍ତା। ଆମ୍ଭେ ତୁମ୍ଭର ମୁକ୍ତିର ମୂଲ୍ଯ ସ୍ବରୂପ ରେ ମିଶର ଓ ତୁମ୍ଭକୁ ପାଇବା ପାଇଁ କ୍ରୁଶ୍ ଓ ଶିବାଦେଶ ଦଇେଅଛୁ।

ଯିହିଜିକଲ 30:5

ଏବଂ ଇଶ୍ରାୟେଲ ଲୋକମାନଙ୍କ ସହିତ କୂଶ, ପୁଟ୍ ଓ ଲୂଦ୍, ସମସ୍ତ ଆରବୀଯ, ଲିବିଯା ଏବଂ ଇଶ୍ରାୟେଲର ଲୋକମାନେ ଖଡ୍ଗ ରେ ବିନାଶ ହବେେ।

ଦାନିଏଲ 11:43

ସେ ମିଶର ଦେଶ ରେ ସୁନା ଓ ରୂପାର ଭଣ୍ତାର ସକଳ ଓ ବହୁମୂଲ୍ଯ ଦ୍ରବ୍ଯ ସବୁ ତାହାର ହସ୍ତଗତ ହବେ। ଆଉ ଲୁଦିଯ କୂଶୀଯମାନେ ତା'ର ଅନୁଚର ହବେେ।

ନାହୂମ 3:9

ଇଥିଓପିଆ ଓ ମିଶର ନୋ-ଆମାନେକୁ ବହୁ ଶକ୍ତି ଦେଉଥିଲେ। ପୂଟୀଯ ଓ ଲୂବୀଯ ତାକୁ ସମର୍ଥନ କରୁଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:16

ଅଶ୍ବାରୋହୀ ସୈନ୍ଯ କୋଡ଼ିଏ କୋଟି ବୋଲି ମୁଁ ଶୁଣିବାକୁ ପାଇଲି।

Interlinear

Choose Theme