Home Bibles ଦିତୀୟ ବଂଶାବଳୀ 12:4 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 12:4 · ଓଡ଼ିଆ ବାଇବେଲ

ଶୀଶକ୍ ଯିହୁଦାର ଦୃଢ଼ ନଗରଗୁଡ଼ିକୁ ପରାସ୍ତ କଲା। ଏହାପରେ ଶୀଶକ୍ ୟିରୁଶାଲମକୁ ଆସିଲା।

Cross references

ଦିତୀୟ ରାଜାବଳୀ 18:17

ଅନନ୍ତର ଅଶୂରର ରାଜା ତାଙ୍କ ତିନିଜଣ ମୁଖ୍ଯ ସନୋଧକ୍ଷ୍ଯ ତର୍ତ୍ତନ, ରବସାରୀସ୍, ଓ ରବ୍ଶାକିଙ୍କୁ ମହାସୈନ୍ଯ ସହିତ ୟିରୁଶାଲମ ରେ ହିଜକିଯ ରାଜା ନିକଟକୁ ପଠାଇଲେ। ତହୁଁ ସମାନେେ ଲଖୀସରୁ ୟାତ୍ରା କରି ୟିରୁଶାଲମକୁ ଆସିଲେ। ସମାନେେ ସଠାେରେ ପହଞ୍ଚି ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।

ଦିତୀୟ ବଂଶାବଳୀ 11:5

ରିହବିଯାମ୍ ୟିରୁଶାଲମ ରେ ବାସ କଲେ। ସେ ଆକ୍ରମଣର ପ୍ରତିରୋଧ କରିବା ନିମନ୍ତେ ଯିହୁଦାର ଦୃଢ଼ ନଗରମାନ ନିର୍ମାଣ କଲେ।

ଯିଶାଇୟ 8:8

ସହେି ଜଳରାଶି ଯିହୁଦା ପର୍ୟ୍ଯନ୍ତ ମାଡ଼ିୟିବ ଓ ଯିହୁଦାର କଣ୍ଠ ପର୍ୟ୍ଯନ୍ତ ବ୍ଯାପିବ। ପରିଶଷେ ରେ ତା'କୁ ବୁଡ଼ାଇ ଦବେ।

ଯିଶାଇୟ 10:11

ମୁଁ ଶମରିଯା ଓ ତା'ର ପ୍ରତିମାଗୁଡ଼ିକୁ ଅଧିକାର କଲି। ସହେିପରି ମଧ୍ଯ ୟିରୁଶାଲମ୍ ଓ ତା'ର ଲୋକମାନଙ୍କ ଦ୍ବାରା ନିର୍ମିତ ପ୍ରତିମାଗୁଡ଼ିକୁ ମୁଁ ପରାସ୍ତ କରିବି।'

ଯିଶାଇୟ 36:1

ରାଜା ହିଜକିଯଙ୍କ ଚତୁର୍ଦ୍ଦଶ ବର୍ଷ ରାଜତ୍ବ କାଳ ରେ ଅଶୂରର ରାଜା ସନ୍ ହରେୀବ ସୁଦୃଢ଼ ପ୍ରାଚୀର ବେଷ୍ଟିତ ଯିହୁଦାର ନଗର ସବୁକୁ ଆକ୍ରମଣ କରି ତାକୁ ଅଧିକାର କଲେ।

ଯିରିମିୟ 5:10

ତୁମ୍ଭମାନେେ ପ୍ରାଚୀର ଉପରକୁ ୟାଇ ଦ୍ରାକ୍ଷାଲତାର ଶାଖାସବୁ କାଟି ପକାଅ। ମାତ୍ର ସଗେୁଡ଼ିକୁ ସମ୍ପୂୂର୍ଣ୍ଣ ବିନାଶ କର ନାହିଁ, କାରଣ ସେ ସବୁ ସଦାପ୍ରଭୁଙ୍କର ନୁହେଁ।

Interlinear

Choose Theme