ଶୀଶକ୍ ୟିରୁଶାଲମ ଉପରେ ଆକ୍ରମଣ କଲେ ଓ ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ଧନସମ୍ପତ୍ତି ସବୁ ଲୁଟି ନଇଗେଲେ। ଶୀଶକ୍ ମିଶରର ରାଜା ଥିଲେ। ଆଉ ସେ ରାଜାଙ୍କ ଗୃହ ରେ ଥିବା ଧନସମ୍ପତ୍ତି ସବୁ ଲୁଟି ନଇଗେଲେ। ଆହୁରି ମଧ୍ଯ ସେ ଶ ଲୋମ ନିର୍ମାଣ କରିଥିବା ସୁବର୍ଣ୍ଣ ଢ଼ାଲ ନଇଗେଲେ।
Cross references
ସେ ମଧ୍ଯ ପିଟା ସୁନା ରେ 200 ବଡ ଢାଲ ପ୍ରସ୍ତୁତ କଲେ। ପ୍ରତି ଢାଲ ରେ 600 ଶକେଲ ସୁନା ଲାଗିଲା।
ରିହବିଯାମଙ୍କ ରାଜତ୍ବର ପଞ୍ଚମ ବର୍ଷ ରେ ମିଶରର ରାଜା ଶୀଶକ୍ ୟିରୁଶାଲମ ବିରୁଦ୍ଧ ରେ ୟୁଦ୍ଧ କଲେ।
ତେଣୁ ଆସା ସଦାପ୍ରଭୁଙ୍କ ମନ୍ଦିରର ଭଣ୍ତାରରୁ ଓ ରାଜଗୃହର ଭଣ୍ତାରରୁ ଅବଶିଷ୍ଟ ସମସ୍ତ ସୁନା ଓ ରୂପା ନଇେ ଆପଣା ଦାସମାନଙ୍କ ହସ୍ତ ରେ ସମର୍ପଣ କଲେ। ସେ ହିଷିଯୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନହଦଦ୍ ନାମକ ଦମ୍ମେଶକ-ନିବାସୀ ଅରାମୀଯ ରାଜା ନିକଟକୁ ସମାନଙ୍କେୁ ପଠାଇ ଏହି କଥା କହିଲେ।
ଆଉ ମଧ୍ଯ ଆହସ୍ ସଦାପ୍ରଭୁଙ୍କ ମନ୍ଦିରସର ଓ ରାଜଗୃହର ଭଣ୍ତାରସର ଥିବା ସୁବର୍ଣ୍ଣ ଓ ରୋପ୍ଯସନଲଲ ଓ ଅଶୂରର ରାଜା ନିକଟକୁ ଉପହାର ସ୍ବରୂପ ପଠାଇଲଲ।
ତେଣୁ ହିଜକିଯ ସଦାପ୍ରଭୁଙ୍କ ମନ୍ଦିର ରେ ଓ ରାଜଗୃହର ଭଣ୍ତାରମାନ ରେ ଥିବା ସମସ୍ତ ରୂପା ତାଙ୍କୁ ଦଇେ ଦେଲେ।
ଶ ଲୋମନ ପିଟା ସୁନାରୁ 200 ବୃହତ୍ ଢ଼ାଲ ନିର୍ମାଣ କଲେ। ପ୍ରେତ୍ୟକକଟି ଢ଼ାଲ ନିମନ୍ତେ 600 ଶକେଲ ପିଟା ସୁନା ବ୍ଯବହୃତ ହାଇେଥିଲା।
ତାହାର ସମସ୍ତ ବିପକ୍ଷମାନେ ସମାନଙ୍କେର ହସ୍ତ ପ୍ରସାରଣ କଲେ ଏବଂ ସମସ୍ତ ସୁନ୍ଦର ଜିନିଷ ନଇଗେଲେ। ସେ ବିଦେଶୀମାନଙ୍କୁ ତାହାର ପବିତ୍ର ମନ୍ଦିର ରେ ପ୍ରବେଶ କରିବାର ପର୍ୟ୍ଯବେକ୍ଷଣ କଲେ। ସହେି ବିଦେଶୀମାନଙ୍କୁ ସଦାପ୍ରଭୁ ଧାର୍ମିକ ସମ୍ମଳନେୀ ରେ ଯୋଗ ଦବୋକୁ ଆଦେଶ ଦଇେଥିଲେ।