ଆସା ଓବେଦ୍ ଭବିଷ୍ଯଦ୍ବକ୍ତାଙ୍କଠାରୁ ଏହି ସମସ୍ତ ବାର୍ତ୍ତା ଶୁଣି ଉତ୍ସାହ ଅନୁଭବ କଲେ। ଏହାପରେ ସେ ଯିହୁଦା ଓ ବିନ୍ଯାମୀନର ସମସ୍ତ ଅଞ୍ଚଳରୁ ଘୃଣ୍ଯ ପ୍ରତିମାଗୁଡ଼ିକ ଦୂର କରି ଦେଲେ। ଆସା ଇଫ୍ରଯିମ୍ର ପାର୍ବତ୍ଯମଯ ଦେଶର ଯେଉଁ ସହରଗୁଡ଼ିକ ଅଧିକାର କରିଥିଲେ, ସହେି ସହରଗୁଡ଼ିକରୁ ମଧ୍ଯ ସହେି ଘୃଣ୍ଯ ପ୍ରତିମାଗୁଡ଼ିକ ବାହାର କରି ଦେଲେ। ଆଉ ସେ ସଦାପ୍ରଭୁଙ୍କ ମନ୍ଦିରର ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ୟଜ୍ଞବଦେୀକୁ ମରାମତି କଲେ।
Cross references
ଏଣୁ ତୁମ୍ଭମାନେେ ପୂର୍ବପରି ଘୃଣ୍ଯକର୍ମ କରି ନିଜକୁ ଅଶୁଚି କରିବ ନାହିଁ। ତୁମ୍ଭମାନେେ ଆମ୍ଭର ବ୍ଯବସ୍ଥା ପାଳନ କରିବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।
' ଯେଉଁ ମନକ୍ସ୍ଟଷ୍ଯ କୌଣସି ଖାଦେିତ କିଅବା ଛାଞ୍ଚଢଳା ମୂର୍ତ୍ତୀ ନିର୍ମାଣ କରେ ଯାହା ସଦାପ୍ରଭୁ ଘୃଣା କରନ୍ତି ଏବଂ ଏହାକକ୍ସ୍ଟ ଏକ ଗୋପନ ସ୍ଥାନ ରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହବୋ ଉଚିତ୍।'
ଏହାପରେ ସମାନେେ ନିଜ ମଧ୍ଯରକ୍ସ୍ଟ ବିଦେଶୀ ଦବଗେଣଙ୍କକ୍ସ୍ଟ ଦୂର କରି ଦେଲେ ଏବଂ ସଦାପ୍ରଭୁଙ୍କର ସବୋ କଲେ। ଏହାପରେ ସଦାପ୍ରଭୁ ଇଶ୍ରାୟେଲବାସୀଙ୍କର ଦକ୍ସ୍ଟଃଖ ଅଧିକ ସମୟ ଦେଖି ସହି ପାରିଲେ ନାହିଁ।
ଶ ଲୋମନ ସୀଦୋନୀଯମାନଙ୍କ ଦବେତା ଅଷ୍ଟାରୋତକୁ ଓ ଅେମ୍ମାନୀୟମାନଙ୍କ ଭୟଙ୍କର ମୂର୍ତ୍ତୀ ମିଲ୍କମର ଉପାସନା କଲେ।
ଶ ଲୋମନ ୟିରୁଶାଲମର ପରବର୍ତ୍ତୀ ପର୍ବତ ରେ ମାୟୋବର ଘୃଣାୟୋଗ୍ଯ କମାେଣ ମୂର୍ତ୍ତି ଓ ଅମ୍ମାନେ-ସନ୍ତାନଗଣର ଘୃଣା ଯୋଗ୍ଯ ମାେଲକର ଉପାସନା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।
ଇଶ୍ରାୟେଲ ରେ ୟାରବିଯାମଙ୍କ ବିଂଶତମ ବର୍ଷ ରାଜତ୍ବ କାଳ ରେ ଆସା ଯିହୁଦାର ରାଜା ହେଲେ।
ଆଉସସ ସଦାପ୍ରଭୁଙ୍କ ସମ୍ମୁଖସ୍ଥିତ ପିତ୍ତଳ ୟଜ୍ଞବଲଦୀ ଆଣିଲଲସଯଉଁଟାକି ଆହାସ୍ ୟଜ୍ଞବଲଦୀ ଓ ସଦାପ୍ରଭୁଙ୍କ ମନ୍ଦିରର ମଧ୍ଯସ୍ଥଳସର ଥିଲା ଓ ଏହା ତାଙ୍କର ୟଜ୍ଞବଲଦୀର ଉତ୍ତର ପାଶର୍ବସର ରଖିଲଲ।
ତୁମ୍ଭମାନେେ କହିପାର, ଆମ୍ଭମାନେେ ସଦାପ୍ରଭୁ ଆମ୍ଭ ପରମେଶ୍ବରଙ୍କ ଉପରେ ନିର୍ଭର ରଖୁଅଛୁ। କିନ୍ତୁ ମୁଁ ଜାଣେ ହିଜକିଯ ଯେଉଁ ଉଚ୍ଚସ୍ଥଳୀ ଓ ୟଜ୍ଞବଦେୀ ରେ ଲୋକମାନେ ପୂଜା କରୁଥିଲେ ସେ ସଗେୁଡିକୁ ଦୂ ରଇେ ଦଇେଛନ୍ତି ଆଉ ଯିହୁଦାକୁ ୟିରୁଶାଲମ୍କୁ କହିଛନ୍ତି ତୁମ୍ଭମାନେେ କବଳେ ୟିରୁଶାଲମ୍ର ୟଜ୍ଞବଦେୀ ନିକଟରେ ପୂଜା କରିବ।
ରାଜା ଉଚ୍ଚ ସ୍ଥଳଗୁଡିକ ଅଶୁଚି କଲେ, ଯେଉଁସବୁ ୟିରୁଶାଲମର ପୂର୍ବ ରେ ବିନାଶ ପର୍ବତ ଉପରେ ଶଲୋମନଙ୍କ ଦ୍ବାରା ଗଢା ହାଇେଥିଲା। ଇଶ୍ରାୟେଲର ରାଜା ଅଷ୍ଟାରୋତ ସମ୍ମାନାର୍ଥେ ସୀଦୋନୀଯମାନଙ୍କର ଭଣ୍ତ ଦବେୀଗଣ, କମାେଣ ପାଇଁ ମାୟୋବର ଭଣ୍ତ ଦବେତା ଏବଂ ମିଲ୍କମ ପାଇଁ ଅମାନେୀଯମାନଙ୍କର ଭଣ୍ତ ଦବେତା ପାଇଁ ତିଆରି ହାଇେଥିଲା।
ଶଲୋମନ ଏକ ୟଜ୍ଞବଦେୀ ନିର୍ମାଣ ନିମନ୍ତେ ପିତ୍ତଳ ବ୍ଯବହାର କଲେ। ସହେି ପିତ୍ତଳର ବଦେୀଟି କୋଡ଼ିଏ ହାତ ଲମ୍ବା କୋଡ଼ିଏ ହାତ ଚଉଡ଼ା ଏବଂ ଦଶ ହାତ ଉଚ୍ଚତା ବିଶିଷ୍ଟ ଥିଲା।
ଏହାପରେ ଶଲୋମନ ସଦାପ୍ରଭୁଙ୍କ ୟଜ୍ଞବଦେୀ ଉପରେ ସଦାପ୍ରଭୁଙ୍କ ନିକଟରେ ହାମବେଳି ଉତ୍ସର୍ଗ କଲେ। ଶଲୋମନ ମନ୍ଦିରର ବାରଣ୍ଡା ସମ୍ମୁଖ ରେ ସହେି ବଳିବଦେୀ ନିର୍ମାଣ କରିଥିଲେ।
ଅବିଯଙ୍କ ସୈନ୍ଯଦଳ ୟାରବିଯାମ୍ଙ୍କ ସୈନ୍ଯଦଳର ପେଛ ପେଛ ଗୋଡ଼ାଇଲେ। ଅବିଯଙ୍କ ସୈନ୍ଯଦଳ ବୈଥଲ, ୟିଶାନା ଓ ଇଫ୍ରୋନ୍ ସହରଗୁଡ଼ିକ ୟାରବିଯାମ୍ଙ୍କଠାରୁ ଦଖଲ କରି ନେଲେ। ସହେି ସହର ଓ ସହେି ସହରଗୁଡ଼ିକର ନିକଟରେ ଥିବା କ୍ଷୁଦ୍ରଗ୍ରାମଗୁଡ଼ିକୁ ମଧ୍ଯ ସମାନେେ ଅଧିକାର କରି ନେଲେ।
ଅମରିଯ ପ୍ରଧାନ ଯାଜକ ଅଟନ୍ତି। ସଦାପ୍ରଭୁଙ୍କ ସଂମ୍ପର୍କିତ ସମସ୍ତ ବିଷଯ ରେ ସେ ତୁମ୍ଭମାନଙ୍କର ମାଲିକ ହବେେ। ଆଉ ରାଜାଙ୍କ ସଂମ୍ପର୍କିତ ସମସ୍ତ ବିଷଯ ରେ ସବଦିଯ ତୁମ୍ଭମାନଙ୍କର ମାଲିକ ହବେେ। ସବଦିଯଙ୍କ ପିତାଙ୍କର ନାମ ଇଶ୍ମାଯଲେ ଅଟେ। ସବଦିଯ ଯିହୁଦା ଗୋଷ୍ଠୀର ଜଣେ ନେତା ଅଟନ୍ତି। ଆହୁରି ମଧ୍ଯ, ଲବେୀୟମାନେ ତୁମ୍ଭମାନଙ୍କୁ ସାହାୟ୍ଯ କରିବେ ଯାହା ତୁମ୍ଭର ଦରକାର। ତୁମ୍ଭମାନେେ ସମସ୍ତ କାର୍ୟ୍ଯ ସାହସର ସହିତ କର। ଯେଉଁମାନେ ଯଥାର୍ଥ କର୍ମ କରନ୍ତି, ସଦାପ୍ରଭୁ ସମାନଙ୍କେର ସହିତ ରହନ୍ତି।
ଏହାପରେ ସମାନେେ ରାଜା ହିଜକିଯଙ୍କ ନିକଟକୁ ଗଲେ। ସମାନେେ ତାଙ୍କୁ କହିଲେ, ରାଜା ହିଜକିଯ, ଆମ୍ଭମାନେେ ସଦାପ୍ରଭୁଙ୍କ ସମଗ୍ର ମନ୍ଦିର, ସୁଗନ୍ଧିଧୂପ ଜ୍ବଳାଇବାର ୟଜ୍ଞବଦେୀ ଓ ମନ୍ଦିରସ୍ଥ ସମସ୍ତ ବିଷଯକୁ ପରିଷ୍କାର କରିଅଛୁ। ଧାଡ଼ିଧାଡ଼ି ଦର୍ଶନୀଯ ରୋଟୀ ରଖାୟିବାର ମଳେ ଓ ମଳେ ରେ ବ୍ଯବହୃତ ସାମଗ୍ରୀକୁ ଆମ୍ଭମାନେେ ପରିଷ୍କାର କରିଅଛୁ।
ସସ ନିଜ ପାଇଁ ଏରସ, ତର୍ସୀ ଓ ଆଲଲାନ୍ ବୃକ୍ଷ କାଟଲ।ସସସସଗୁଡ଼ିକ ଜଙ୍ଗଲ ବୃକ୍ଷମାନଙ୍କ ମଧିଅଲର ବଢ଼ାଇଥାଏ। ମାତ୍ରସସ ଦଲବଦାରୁସରାପଣ କଲର,ସତଲବ ବର୍ଷା ତାକୁ ବଢ଼ାଇବାସର ସାହାୟ୍ଯ କଲର।
ସମାନେେ କବରସ୍ଥାନ ମଧିଅରେ ବସନ୍ତି ଓ ଗୁମ୍ଫା ମଧିଅରେ ରାତ୍ରି ୟାପନ କରନ୍ତି। ସମାନେେ ଶୂକର ମାଂସ ଭକ୍ଷଣ କରନ୍ତି ଓ ସମାନଙ୍କେ ପାତ୍ର ରେ ଦୂଷିତ ମାଂସ ଝୋଳ ଥାଏ।
ଆମ୍ଭେ ସମାନଙ୍କେର ପାପ ଓ ଅଧର୍ମର ଦୁଇଗୁଣ ପ୍ରତିଫଳ ଦବୋ। କାରଣ ସମାନେେ ନିଜ ନିଜର ଘୃଣ୍ଯବସ୍ତୁ ସ୍ବରୂପ ଶବ ରେ ଆମ୍ଭର ଦେଶକୁ 'ଅପବିତ୍ର' କରିଅଛନ୍ତି। ସମାନେେ ଆମ୍ଭ ଦେଶକୁ 'ଅଶୁଚି' କରିଅଛନ୍ତି ଓ ନିଜର ଘୃଣ୍ଯକର୍ମ ରେ ଆମ୍ଭର ଦେଶକୁ ପରିପୂର୍ଣ୍ଣ କରିଅଛନ୍ତି।
ତେଣୁ ମୁଁ ଭିତରକୁ ଗଲି, ଚତୁର୍ଦ୍ଦିଗସ୍ଥ କାନ୍ଥ ରେ ଚିତ୍ରିତ ହାଇେଥିବା ସରୀସୃପମାନଙ୍କ ଏବଂ କୀଟପତଙ୍ଗମାନଙ୍କର ଘୃଣ୍ଯ ପଶୁମାନଙ୍କର ଓ ଇଶ୍ରାୟେଲୀୟମାନଙ୍କର ଭୟଙ୍କର ମୂର୍ତ୍ତି ଦେଖିଲି।
ଯେଉଁ ଚ଼ାକରଟି ପାଞ୍ଚ ତୋଡ଼ା ରୂପା ଟଙ୍କା ନଇେଥିଲା, ସେ ତୁରନ୍ତ ସେ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଦଲୋ। ସେ ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ଲାଭକଲା।
ରୋମ ରେ ଥିବା ଭାଇମାନେ ଆମ୍ଭ ଆସିବା ବିଷୟ ରେ ଖବର ପାଇଥିଲେ। ସମାନେେ ଆପ୍ପିୟଙ୍କ ହାଟ ଓ ତିନି ସ ରଇେ ଘର ସ୍ଥାନ ପର୍ୟ୍ଯନ୍ତ ଆମ୍ଭକୁ ଭଟେିବାକୁ ଆସିଥିଲେ। ସମାନଙ୍କେୁ ଦେଖି ପାଉଲ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ ଓ ଉତ୍ସାହିତ ହେଲେ।
ଅତୀତ ରେ ଅବିଶ୍ବାସୀ ଲୋକଙ୍କ କଥା ରେ କାମ କରି ତୁମ୍ଭେ ଅନକେ ସମୟ ନଷ୍ଟ କରିସାରିଛ। ତୁମ୍ଭେ ୟୌନପାପ କରୁଥିଲ। ନିଜ ଇଚ୍ଛାନୁସା ରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ବଂସର କାର୍ୟ୍ଯ କରୁଥିଲ, ମଦ୍ଯପାନ ଦଳ ରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।
ସହେି ସ୍ତ୍ରୀ ଲୋକଟି ବାଇଗଣି ଓ ଲାଲ ରଙ୍ଗର ବସ୍ତ୍ର ପିନ୍ଧିଥିଲା। ସେ ପିନ୍ଧିଥିବା ସୁନା, ଅଳଙ୍କାର ଓ ମଣିମୁକ୍ତା ୟୋଗୁ ଝଲକୁଥିଲା। ତା' ହାତ ରେ ଗୋଟିଏ ସୁବର୍ଣ୍ଣ ପାତ୍ର ଥିଲା। ସହେି ପାତ୍ରଟି ଘୃଣ୍ଯ ବିଷୟଗୁଡ଼ିକରେ ଓ ତା'ର ନିଜର ୟୌନଗତପାପର ଆବର୍ଜନା ରେ ପୂର୍ଣ୍ଣ ଥିଲା।