ହନାନି ଏହିପରି କଥା କହିବାରୁ ଆସା ତାଙ୍କ ଉପରେ କୋର୍ଧ କଲେ। ଆସା ଏତେ ରାଗିଗଲେ ଯେ, ସେ ହାନାନିଙ୍କୁ ବନ୍ଦୀଶାଳା ରେ ନିକ୍ଷପେ କଲେ। ସହେି ସମୟରେ ଆସା ଆଉ କେତଜେଣ ବ୍ଯକ୍ତିଙ୍କ ପ୍ରତି ମଧ୍ଯ ନିଷ୍ଠୁର ଥିଲେ।
Cross references
ଦାଉଦ ବତ୍ଶବୋକକ୍ସ୍ଟ ଡାକିବା ପାଇଁ ଦୂତ ପଠାଇଲେ ଏବଂ ଯେତବେେଳେ ସେ ଆସିଲେ। ସହେି ସ୍ତ୍ରୀ ସହିତ ଶଯନ କଲେ। ସେ ସମୟରେ ସହେି ସ୍ତ୍ରୀ ଲୋକଟି ଋତକ୍ସ୍ଟସ୍ନାନ କରିଥିଲା। ତେଣୁ ସେ ନିଜର ଗୃହକକ୍ସ୍ଟ ଫରେିଗଲା।
ଦାଉଦ ନାଥନକକ୍ସ୍ଟ କହିଲେ, ମୁ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ଅପରାଧ କରିଅଛି।
ସେ ସହରର ଲୋକମାନଙ୍କୁ ବାହାର କରି ଆଣି ସମାନଙ୍କେୁ କରତ ଓ ଲକ୍ସ୍ଟହାମଇ ଓ ଲକ୍ସ୍ଟହା କକ୍ସ୍ଟରାଢି ଦ୍ବାରା କଠିନ କାର୍ୟ୍ଯ କରାଇ ଦଣ୍ତ ଦେଲେ ଓ ସମାନଙ୍କେୁ ଇଟା ତିଆରି କରାଇଲେ। ସେ ଅେମ୍ମାନୀୟମାନଙ୍କ ସମକ୍ସ୍ଟଦାଯ ନଗର ପ୍ରତି ଏପରି କଲେ। ଏହାପରେ ଦାଉଦ ଓ ସମସ୍ତ ଲୋକ ଯିରୁଶାଲମକୁ ଫରେି ଆସିଲେ।
ଏହାପରେ ଦାଉଦ ଲୋକମାନଙ୍କୁ ଗଣନା କଲାପରେ ତାଙ୍କର ହୃଦଯ ଦକ୍ସ୍ଟଃଖପୂର୍ଣ୍ଣ ହେଲା। ଦାଉଦ ସଦାପ୍ରଭୁଙ୍କୁ କହିଲେ, ଏହି କର୍ମ କରିବା ରେ ମୁ ମହାପାପ କରିଛି। ହେ ସଦାପ୍ରଭୁ, ମୁ ଆପଣଙ୍କକ୍ସ୍ଟ ବିନଯ କରୁଅଛି, ନିଜ ଦାସର ପାପ କ୍ଷମା କର। କାରଣ ମୁ ଅତି ମକ୍ସ୍ଟର୍ଖର କର୍ମ କରିଅଛି।
ବୈଥଲେ ରେ ୟଜ୍ଞବଦେୀ ବିଷଯ ରେ ପରମେଶ୍ବରଙ୍କ ଲୋକ ମୁହଁରୁ ରାଜା ୟାରବଯାମ ଏହି ବାର୍ତ୍ତା ଶୁଣିଲେ। ସେ ସହେି ଲୋକକୁ ଧରିବା ପାଇଁ ହସ୍ତ ବିସ୍ତାର କଲେ। ସେ ଆଦେଶ ଦେଲେ, ତାକୁ ବନ୍ଦୀ କର! ମାତ୍ର ରାଜା ତାହା ବିରୁଦ୍ଧ ରେ ଯେଉଁ ବାହୁ ବିସ୍ତାର କରିଥିଲେ ତାହା ଆଉ ସଙ୍କୁଚିତ କରି ପାରିଲା ନାହିଁ। ତେଣୁ ତାଙ୍କର ବାହୁ ତତ୍କ୍ଷଣାତ୍ ପକ୍ଷଘାତ ହାଇଗେଲା।
ଆମାେନ୍ ଓ ୟୋଯାଶ୍ଙ୍କୁ କୁହ, 'ରାଜା ଏହା କହିନ୍ତି : ମୀଖାଯଙ୍କୁ ବନ୍ଦୀଶାଳା ରେ ପକାଇଦିଅ। ମୁଁ ୟୁଦ୍ଧରୁ ଫରେି ନ ଆସିବା ପର୍ୟ୍ଯନ୍ତ ତାଙ୍କୁ ଅଳ୍ପ ରୋଟୀ ଓ ଜଳ ବ୍ଯତୀତ ଆଉ କିଛି ଖାଦ୍ୟ ଭୋଜନ କରିବାକୁ ଦବେ ନାହିଁ।'
ଭବିଷ୍ଯତ୍ବକ୍ତା ଯେତବେେଳେ ଏହି କଥା କହିଲେ, ଅମତ୍ସିଯ ସହେି ଭବିଷ୍ଯତ୍ବକ୍ତାଙ୍କୁ କହିଲେ, ତୁମ୍ଭେ ରାଜାଙ୍କର ଜଣେ ପରାମର୍ଶଦାତା ନୁହଁ। ନୀରବ ରୁହ ! ଯଦି ତୁମ୍ଭେ ନୀରବ ନ ରୁହ, ତବେେ ତୁମ୍ଭକୁ ହତ୍ଯା କରାୟିବ ! ଭବିଷ୍ଯତ୍ବକ୍ତା ନୀରବ ହାଇଗେଲେ, କିନ୍ତୁ ତା'ପରେ କହିଲେ, ପରମେଶ୍ବର ପ୍ରକୃତ ରେ ତୁମ୍ଭକୁ ବିନଷ୍ଟ କରିବା ନିମନ୍ତେ ସ୍ଥିର କରିଛନ୍ତି। କାହିଁକି ? କାରଣ ତୁମ୍ଭେ ସହେି ମନ୍ଦ କାର୍ୟ୍ଯସବୁ କଲ ଓ ମାରେ ଉପଦେଶ ଶୁଣିଲ ନାହିଁ।
କିନ୍ତୁ ଉଷିୟ କୋରଧାନ୍ବିତ ହେଲେ। ସୁଗନ୍ଧିଧୂପ ଜଳାଇବା ନିମନ୍ତେ ସେ ତାଙ୍କ ହାତ ରେ ଏକ ପାତ୍ର ଧରିଥିଲେ। ଉଷିୟ ଯାଜକମାନଙ୍କ ଉପରେ କୋର୍ଧ କରୁଥିବା ସମୟରେ ହିଁ କୁଷ୍ଠ ରୋଗ ତାଙ୍କର କପାଳ ରେ ପ୍ରକାଶ ପାଇଲା। ଏହା ସଦାପ୍ରଭୁଙ୍କ ମନ୍ଦିର ରେ, ସୁଗନ୍ଧି ଧୂପର ୟଜ୍ଞବଦେୀ ନିକଟରେ ଯାଜକମାନଙ୍କ ସମ୍ମୁଖ ରେ ଘଟିଲା।
କାହିଁକି ? କାରଣ ସେ ଗରିବକୁ ଲୁଣ୍ଠନ କରିଛି ଏବଂ ସମାନଙ୍କେୁ ପରିତ୍ଯାଗ କରିଛି। ସେ ସମାନଙ୍କେ ସମ୍ପତ୍ତିକୁ ନଇୟୋଇଛି। ସେ ନିଜେ ନିର୍ମାଣ କରି ନ ଥିବା ଗୃହକୁ ମାଡ଼ିବସିଲା।
ଗୋଟିଏ ଧାର୍ମିକ ଲୋକ ମାେତେ ସୁଧାରି ପାରେ। ତାହା ତାଙ୍କ ପ୍ରତି ବହୁତ ଦୟା ହବେ। ୟଦି ସେ ମାେତେ ସମାଲୋଚନା କରେ, ମୁଁ ଏହା ହାର୍ଦ୍ଦିକ ସ୍ବାଗତ ଭଳି ଗ୍ରହଣ କରିବି। କିନ୍ତୁ ମୁଁ ସର୍ବଦା ଦୁଷ୍ଟମାନେ କରୁଥିବା କୁକର୍ମ ବିରୁଦ୍ଧରେ ପ୍ରାର୍ଥନା କରେ।
ଜଣେ ୟିଏ ଗୋଟିଏ ମନୁଷ୍ଯକୁ ଭତ୍ସନା କରେ, ୟିଏ ଅନ୍ୟମାନଙ୍କୁ ଅପମାନିତ କରେ, ସେ ନିଜେ ଅପମାନ ପାଇବ। ଯେ ଦୁଷ୍ଟକୁ ଗାଳି ଦିଏ, ସେ ନିଜେ କଳଙ୍କ ପାଏ।
ଯେଉଁମାନେ ତୁମ୍ଭକୁ କ୍ଲେଶ ଦଇେଛନ୍ତି, ସହେିମାନଙ୍କ ବିପକ୍ଷ ରେ ଆମ୍ଭେ ୟିବା। ସମାନେେ ତୁମ୍ଭକୁ କହିଛନ୍ତି, ତୁମ୍ଭେ ନଇଁପଡ଼, ଆମ୍ଭେ ତୁମ୍ଭ ଉପ ରେ ଗମନ କରିବୁ।' ପୁଣ ତୁମ୍ଭମାନେେ ଭୂମି ଓ ସଡ଼କପରି ପିଠି ପାତି ଦଇେଛ ଏବଂ ସମାନେେ ତୁମ୍ଭମାନଙ୍କ ଉପ ରେ ଗମନାଗମନ କରିଛନ୍ତି।
ତେଣୁ ପଶ୍ହୂର ଭବିଷ୍ଯଦବକ୍ତା ଯିରିମିୟଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ଯାମୀନର ଉପର ଫାଟକରେ ଥିବା ହରିକାଠ ରେ ତାକୁ ବନ୍ଦ କରି ରଖିଲା।
ତୁମ୍ଭେ ଏହି ପତ୍ର ରେ ଉଲ୍ଲେଖ କଲ ଯେ, ସଦାପ୍ରଭୁ ତୁମ୍ଭକୁ ମନ୍ଦିରର ରକ୍ଷା କରିଥିଲେ, 'ଯିହାୟୋଦାରଦା ଯାଜକ ବଦଳ ରେ ତୁମ୍ଭକୁ ସଦାପ୍ରଭୁ ଯାଜକ କରିଛନ୍ତି। ଯଦି କହେି ବାତୁଳ ହାଇେ ନିଜକୁ ଭବିଷ୍ଯଦବକ୍ତା ବୋଲି କ ହେ, ତବେେ ତୁମ୍ଭେ ତାକୁ ବଡ଼ ହରିକାଠ ରେ ଏକ ବଡ଼େି ରେ ବାନ୍ଧି ରଖିବ।
ସିୟୋନର ଲୋକମାନେ କହିବେ, ବାବିଲର ରାଜା ନବୂଖଦନିତ୍ସର ଆମ୍ଭମାନଙ୍କୁ ଗ୍ରାସ କରିଅଛି, ସେ ଆମ୍ଭମାନଙ୍କୁ ଚୂର୍ଣ୍ଣ କରିଅଛି। ସେ ଆମ୍ଭମାନଙ୍କୁ ଶୂନ୍ଯପାତ୍ର ସଦୃଶ କରିଅଛି। ସେ ଆମ୍ଭମାନଙ୍କୁ ନାଗସାପ ସଦୃଶ ଗ୍ରାସ କରିଅଛି। ଆମ୍ଭମାନଙ୍କର ସୁଖାଦ୍ୟ ଦ୍ରବ୍ଯ ରେ ସେ ଉଦର ପୂର୍ଣ୍ଣ କରିଅଛି ଓ ସେ ଆମ୍ଭମାନଙ୍କୁ ଦୂରକୁ ଫିଙ୍ଗି ଦଇେଅଛି।
ପୃଥିବୀସ୍ଥ ସକଳ ବନ୍ଦୀମାନଙ୍କୁ ପାଦଦଳିତ କରି,
ଏହି ସମୟ ପୂର୍ବରୁ େ ହରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳି ରେ ବାନ୍ଧି କାରାଗାର ରେ ନିକ୍ଷପେ କରିଥିଲେ। ସେ େ ହରୋଦିଆଙ୍କ ଅନୁ ରୋଧକ୍ରମେ ଏକଥା କରିଥିଲେ। ହରେୋଦିଆ ହରେୋଦଙ୍କ ଭାଇ ଫିଲିପ୍ପଙ୍କ ସ୍ତ୍ରୀ ଥିଲେ।
ସହେିଭଳି ହରେୋଦ ଆଉ ଗୋଟିଏ ଖରାପ କାମ କଲେ। ସେ ଯୋହନଙ୍କୁ ବନ୍ଦୀଶାଳା ରେ ରଖିଲେ। ସେ ଯେତେ କୁକର୍ମ କରିଥିଲେ, ସେଥି ରେ ଏହି କୁକର୍ମଟି ୟୋଗ ହେଲା।
ସମାନେେ ସମାନଙ୍କେୁ ବହୁତ ମାଡ଼ ମାରିବା ପରେ କାରାଗାର ରେ ବନ୍ଦୀ କଲେ। ସମାନଙ୍କେୁ ସାବଧାନ ରେ ଜଗିବାପାଇଁ କାରାଧ୍ଯକ୍ଷଙ୍କୁ ଆଦେଶ ଦେଲେ।