Home Bibles ଦିତୀୟ ବଂଶାବଳୀ 17:4 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 17:4 · ଓଡ଼ିଆ ବାଇବେଲ

ଯିହାଶାଫେଟ୍ଙ୍କର ପୂର୍ବପୁରୁଷମାନେ ଯେଉଁ ପରମେଶ୍ବରଙ୍କର ଅନୁଗାମୀ ହାଇେଥିଲେ, ଯିହାଶାଫେଟ୍ ତାଙ୍କର ଅନ୍ବଷେଣ କଲେ। ସେ ପରମେଶ୍ବରଙ୍କ ଆଜ୍ଞା ସକଳର ଅନୁଗାମୀ ହେଲେ। ସେ ପରମେଶ୍ବରଙ୍କ ଆଜ୍ଞା ସକଳର ଅନୁଗାମୀ ହେଲେ। ଇଶ୍ରାୟେଲର ଲୋକମାନେ ଯେପରି ଜୀବନ କାଟୁଥିଲେ, ସେ ସେପ୍ରକାର ଜୀବନ କାଟୁ ନ ଥିଲେ।

Cross references

ପ୍ରଥମ ରାଜାବଳୀ 3:3

ଶଲୋମନ ନିଜ ପିତା ଦାଉଦଙ୍କ ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କ ପ୍ରତି ପ୍ ରମେ ପ୍ରକାଶ କଲେ। କବଳେ ସେ ପଶୁବଳି ଉତ୍ସର୍ଗ କଲେ ଓ ଉଚ୍ଚ ସ୍ଥାନ ରେ ଧୂପ ଜଳାଇଲେ।

ପ୍ରଥମ ରାଜାବଳୀ 9:4

ତୁମ୍ଭେ ତୁମ୍ଭ ପିତା ଦାଉଦଙ୍କ ପରି ମନପ୍ରାଣ ଦଇେ ଭକ୍ତି ଓ ସାଧୁତାର ସହିତ ଆମ୍ଭର ସବୋ କରିବ। ଯଦି ତୁମ୍ଭେ ସହେି ପରି କର ଏବଂ ଆମ୍ଭର ନିଯମ ଓ ଆମ୍ଭେ ଦେଉଥିବା ସମସ୍ତ ନିର୍ଦ୍ଦେଶ ମାନ।

ପ୍ରଥମ ରାଜାବଳୀ 12:28

ତହୁଁ ରାଜା ତାଙ୍କର ଉପଦେଷ୍ଟାମାନଙ୍କ ସହିତ ବିଗ୍ଭର ବିମର୍ଷ କଲେ ଓ ସମାନେେ ତାଙ୍କୁ ଦୁଇଟି ସୁବର୍ଣ୍ଣର ଗୋବତ୍ସ ନିର୍ମାଣ କରିବାକୁ କହିଲେ। ପୁଣି ସେ ଲୋକମାନଙ୍କୁ କହିଲେ, ତୁମ୍ଭର ୟିରୁଶାଲମକୁ ଉପାସନା କରିବା ପାଇଁ ୟିବା ଦରକାର ନାହିଁ। ହେ ଇଶ୍ରାୟେଲର ସନ୍ତାନଗଣ, ତୁମ୍ଭ ଦବେତାମାନଙ୍କୁ ଦେଖ, ସମାନେେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲେ।

ପ୍ରଥମ ରାଜାବଳୀ 12:30

ଏହା ଏକ ଭୟଙ୍କର ପାପ, କାରଣ ଇଶ୍ରାୟେଲର ଲୋକମାନେ ବୈଥଲେ ଓ ଦାନ ନଗରକୁ ଉପାସନା କରିବାକୁ ଗଲେ।

ପ୍ରଥମ ରାଜାବଳୀ 12:33

ତେଣୁ ରାଜା ୟାରବିଯାମ ନିଜ ମନୋନୀତ ଅଷ୍ଟମ ମାସର ପଞ୍ଚଦଶ ଦିନ ରେ ବୈଥଲେସ୍ଥିତ ସ୍ବନିର୍ମିତ ୟଜ୍ଞବଦେୀକି ଗଲେ। ଆଉ ମଧ୍ଯ ସେ ଇଶ୍ରାୟେଲ ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜଳାଇବା ପାଇଁ ବୈଥଲରେ ୟଜ୍ଞବଦେୀକି ଗଲେ।

ପ୍ରଥମ ରାଜାବଳୀ 13:33

ଏ ଘଟଣା ପରେ ମଧ୍ଯ ରାଜା ୟାରବିଯାମ କୌଣସି ପରିବର୍ତ୍ତନ ହେଲନୋହିଁ। ସେ ନାନା ମନ୍ଦକର୍ମ କରି ଚାଲିଲେ। ସେ ପୁନର୍ବାର ସମସ୍ତ ପରିବାରବର୍ଗରୁ ଉଚ୍ଚସ୍ଥଳୀର ଯାଜକ ନିୟୁକ୍ତି କଲେ। ଯେଉଁ ଲୋକ ଉଚ୍ଚସ୍ଥଳୀର ଯାଜକ ହବୋକୁ ଇଚ୍ଛା କଲା, ସେ ତାକୁ ନିୟୁକ୍ତି କଲେ।

ପ୍ରଥମ ରାଜାବଳୀ 16:31

ନବାଟଙ୍କ ପୁତ୍ର ୟାରବିଯାମଙ୍କ ପରି ପାପ କରିବା ତାଙ୍କ ପାଇଁ ୟଥେଷ୍ଟ ନଥିଲା। ସେ ସୀଦୋନର ରାଜା ଇତ୍ବାଲଙ୍କର କନ୍ଯା ଈଷବଲକେୁ ବିବାହ କଲେ ଓ ସୀଦୋନର ବାଲ ଦବେତାଙ୍କୁ ପୂଜା କରିବାକୁ ଓ ସବୋ କରିବାକୁ ଆରମ୍ଭ କଲେ।

ଦିତୀୟ ରାଜାବଳୀ 8:18

ୟିହୋରାମ ଇଶ୍ରାୟେଲ ରାଜାଗଣ ପରି ବାସ କଲେ ଏବଂ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କଲେ। ସେ ଆହାବ ବଂଶାନୁସା ରେ ଚଳିଲେ କାରଣ ସେ ଆହାବ୍ଙ୍କ କନ୍ଯାକୁ ବିବାହ କରିଥିଲେ।

ଦିତୀୟ ରାଜାବଳୀ 17:19

ଏବଂ ଏପରିକି ଯିହୁଦାର ଲୋକମାନେ ମଧ୍ଯ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କ ଆଜ୍ଞା ମାନିଲେ ନାହିଁ। ସମାନେେ ଇଶ୍ରାୟେଲର ଲୋକମାନଙ୍କର ପ୍ରଥାକୁ ଅନୁସରଣ କଲେ।

ଦିତୀୟ ବଂଶାବଳୀ 14:6

ଯିହୁଦା ରେ ଶାନ୍ତି ଥିବା ସମୟରେ ଆସା ଯିହୁଦା ରେ ଦୃଢ଼ ନଗରମାନ ସ୍ଥାପନ କଲେ। ସଦାପ୍ରଭୁ ତାଙ୍କୁ ଶାନ୍ତି ପ୍ରଦାନ କରିଥିବାରୁ ସହେି ବର୍ଷଗୁଡ଼ିକରେ କୌଣସି ୟୁଦ୍ଧ ହାଇେ ନ ଥିଲା।

ଦିତୀୟ ବଂଶାବଳୀ 21:12

ଯିହାରୋମ୍ ଭବିଷ୍ଯତ୍ବକ୍ତା ଏଲୀଯଙ୍କଠାରୁ ଏକ ବାର୍ତ୍ତା ପାଇଲେ। ସହେି ବାର୍ତ୍ତା ରେ ଏହିପରି ଲଖାେଥିଲା : ସଦାପ୍ରଭୁ ପରମେଶ୍ବର ଏହିକଥା କହନ୍ତି। ତୁମ୍ଭ ପିତା ଦାଉଦ ଯାହାଙ୍କର ଅନୁଗମନ କରିଥିଲେ, ଏ ସହେି ପରମେଶ୍ବର ଅଟନ୍ତି। ସଦାପ୍ରଭୁ କହନ୍ତି, 'ଯିହାରୋମ୍, ତୁମ୍ଭ ପିତା ଯିହାଶାଫେଟ୍ ଯେଉଁ ପ୍ରକାର ଜୀବନୟାପନ କରିଥିଲେ, ତୁମ୍ଭେ ସେ ପ୍ରକାର କରି ନାହଁ। ଯିହୁଦାର ରାଜା ଆସା ଯେ ପ୍ରକାର ଜୀବନୟାପନ କରିଥିଲେ, ତୁମ୍ଭେ ସପରେି ଜୀବନୟାପନ କରି ନାହଁ।

ଦିତୀୟ ବଂଶାବଳୀ 22:9

ତା'ପରେ ଯହେୂ ଅହସିଯଙ୍କର ଅନ୍ବଷେଣ କଲେ। ସେ ଶମରିଯା ସହର ରେ ଲୁଚିବାକୁ ଚେଷ୍ଟା କରୁଥିବା ସମୟରେ ଯହେୂଙ୍କର ଲୋକମାନେ ତାଙ୍କୁ କାବୁ କଲେ। ସମାନେେ ଅହସିଯଙ୍କୁ ଯହେୂଙ୍କ ନିକଟକୁ ଆଣିଲେ। ସମାନେେ ଅହସିଯଙ୍କୁ ଯହେୂଙ୍କ ନିକଟକୁ ଆଣିଲେ। ସମାନେେ ଅହସିଯଙ୍କୁ ହତ୍ଯା କଲେ ଓ ତାଙ୍କୁ କବର ଦେଲେ। ସମାନେେ କହିଲେ, ଅହସିଯ ୟିହୋଶାଫଟ୍ଙ୍କ ବଂଶଧର ଥିଲେ। ଯିହାଶାଫେଟ୍ ଆପଣାର ସମସ୍ତ ହୃଦଯ ସହିତ ସଦାପ୍ରଭୁଙ୍କର ଅନୁସରଣ କରୁଥିଲେ। ଯିହୁଦା ରାଜ୍ଯକୁ ଏକତ୍ର ରଖିବା ନିମନ୍ତେ ଅହସିଯଙ୍କ ବଂଶର ଆଉ କୌଣସି କ୍ଷମତା ରହିଲା ନାହିଁ।

ଦିତୀୟ ବଂଶାବଳୀ 27:6

ଯୋଥମ୍ ବିଶ୍ବସ୍ତ ଭାବରେ ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କର ବାଧ୍ଯ ହବୋରୁ ପରାକ୍ରମୀ ହାଇେ ଉଠିଲେ।

ଦିତୀୟ ବଂଶାବଳୀ 29:2

ହିଜକିଯ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଯଥାର୍ଥ କର୍ମ କଲେ।

ଦିତୀୟ ବଂଶାବଳୀ 34:2

ଯୋଶିୟଯ ଯଥାର୍ଥ କର୍ମ କଲେ। ସେ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଉତ୍ତମ କାର୍ୟ୍ଯମାନ କଲେ। ଯୋଶିୟ ଉତ୍ତମକର୍ମ କରିବାରୁ କ୍ଷାନ୍ତ ହେଲେ ନାହିଁ।

ଯିରିମିୟ 3:7

ସେ ଏହିସବୁ ଅପକର୍ମ କଲାପ ରେ ମୁଁ ଇଶ୍ରାୟେଲକୁ କହିଲି, 'ତୁମ୍ଭେ ମାେ ନିକଟକୁ ଫରେି ଆସିବା ଉଚିତ୍? ମାତ୍ର ସେ ଫରେି ଆସିଲା ନାହିଁ ଆଉ ତାହାର ବିଶ୍ବାସଘାତିନୀ ଭଉଣୀ ଯିହୁଦା ଏହା ଦେଖିଲା।

ହୋଶେୟ 4:15

ଇଶ୍ରାୟେଲ, ଯଦି ତୁମ୍ଭେ ନିହାତି ଗଣିକା ପରି କାର୍ୟ୍ଯ କର, ତୁମ୍ଭ ଅପରାଧ ପାଇଁ ଯିହୁଦାକୁ ଦୋଷୀ କର ନାହିଁ। ଗିଲ୍ଗଲ୍ କି ବୈଥ୍-ଆବନକୁ ୟାଅ ନାହିଁ। ସଦାପ୍ରଭୁଙ୍କ ନାମ ରେ ଶପଥ କରନାହିଁ। ' ଯେ ହତେୁ ସଦାପ୍ରଭୁ ବାସ କରନ୍ତି ଏପରି କୁହ ନାହିଁ।'

ଲୂକଲିଖିତ ସୁସମାଚାର 1:6

ସମାନେେ ଦୁ ହେଁ ପରମେଶ୍ବରଙ୍କ ଆଗ ରେ ଉତ୍ତମ ବ୍ଯକ୍ତି ଥିଲେ। ସମାନେେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସମାନେେ ଦୁ ହେଁ ପାଳୁଥିଲେ। ସମାନଙ୍କେର କୌଣସି ଭୁଲ ନଥିଲା।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:12

ଆମ୍ଭେ ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିଛୁ, ଆମ୍ଭେ ତୁମ୍ଭମାନଙ୍କୁ ଆଶ୍ବାସନା ଦଲେୁ ଏବଂ ପରମେଶ୍ବରଙ୍କ ପାଇଁ ଭଲ ଜୀବନଯାପନ କରିବା ପାଇଁ କହିଛୁ। ପରମେଶ୍ବର ତୁମ୍ଭମାନଙ୍କୁ ନିଜ ରାଜ୍ଯ ଓ ମହିମା ପ୍ରାପ୍ତ କରିବା ପାଇଁ ଡ଼ାକୁଛନ୍ତି।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:1

ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମାରେ କେତକେ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ବରଙ୍କୁ ପ୍ରସନ୍ନ କରିପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟ ରେ ଆମ୍ଭମାନେେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭମାନେେ ସହେିଭଳି ଜୀବନଯାପନ କରୁଛ। ପ୍ରଭୁଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସହେିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ଯ କରୁଛୁ।

Interlinear

Choose Theme