Home Bibles ☰ Books ଦିତୀୟ ବଂଶାବଳୀ 17:9 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 17:9 · ଓଡ଼ିଆ ବାଇବେଲ

ସହେି ନେତା ଓ ଲବେୀୟ ଓ ଯାଜକମାନେ ଯିହୁଦାର ଲୋକମାନଙ୍କୁ ଶିକ୍ଷା ଦେଲେ। ସମାନଙ୍କେ ନିକଟରେ ସଦାପ୍ରଭୁଙ୍କ ନିଯମପୁସ୍ତକ ଥିଲା। ସମାନେେ ଯିହୁଦାର ସମସ୍ତ ସହର ମଧ୍ଯ ଦଇଗେଲେ ଓ ଲୋକମାନଙ୍କୁ ଶିକ୍ଷା ଦେଲେ।

Cross references

ଦିତୀୟ ବିବରଣ 6:4

ହେ, ଇଶ୍ରାୟେଲ ଶକ୍ସ୍ଟଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଏକମାତ୍ର ସଦାପ୍ରଭୁ ଅଟନ୍ତି।

ଦିତୀୟ ବିବରଣ 31:11

ସେ ସମୟରେ ସମକ୍ସ୍ଟଦାଯ ଇଶ୍ରାୟେଲ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ମନୋନୀତ ସ୍ଥାନ ରେ ତାହାଙ୍କ ସମ୍ମକ୍ସ୍ଟଖ ରେ ଉପସ୍ଥିତ ହବେେ। ସେତବେେଳେ ସମସ୍ତ ଇଶ୍ରାୟେଲ ସାକ୍ଷାତ ରେ ସମାନଙ୍କେ କର୍ଣଗୋଚର ରେ ତୁମ୍ଭେ ଏହି ବ୍ଯବସ୍ଥା ପାଠ କରିବ।

ଯିହୋଶୂୟ 1:7

କିନ୍ତୁ ତୁମ୍ଭେ ବଳବାନ ଓ ସାହାସୀ ହକ୍ସ୍ଟଅ। ଅନ୍ୟ କଥା ମାନିବାକକ୍ସ୍ଟ ତୁମ୍ଭେ ନିଶ୍ଚିତ ମାରେ ଦାସ ମାଶାଙ୍କେର ଆଦେଶ ପାଳନ କରିବ। ଯଦି ତୁମ୍ଭେ ତାଙ୍କର ଉପଦେଶ ଠିକ୍ ଭାବରେ ପାଳନ କରିବ, ତବେେ ତୁମ୍ଭେ ଯେଉଁ କର୍ମ କରିବ ସେଥି ରେ ଉତ୍ତିର୍ଣ୍ଣ ହବେ।

ଦିତୀୟ ବଂଶାବଳୀ 35:3

ଇଶ୍ରାୟେଲର ଲୋକମାନଙ୍କୁ ଶିକ୍ଷା ଦେଉଥିବା ଓ ସଦାପ୍ରଭୁଙ୍କ ସବୋକାର୍ୟ୍ଯ ନିମନ୍ତେ ପବିତ୍ରୀକୃତ ହାଇେଥିବା ଲୋକମାନଙ୍କ ସହିତ ମଧ୍ଯ ଯୋଶିୟଯ କଥା ହେଲେ। ସେ ସହେି ଲବେୀୟମାନଙ୍କୁ କହିଲେ : ଶଲୋମନ ଯେଉଁ ମନ୍ଦିର ନିର୍ମାଣ କରିଛନ୍ତି, ତା' ମଧିଅରେ ପବିତ୍ର ସିନ୍ଦୁକକୁ ରଖ। ଶଲୋମନ ଦାଉଦଙ୍କ ପୁତ୍ର ଥିଲେ। ଦାଉଦ ଇଶ୍ରାୟେଲର ରାଜା ଥିଲେ। ପୁନର୍ବାର ତୁମ୍ଭମାନଙ୍କ କାନ୍ଧ ରେ ବୋହି ପବିତ୍ର ସିନ୍ଦୁକକୁ ସ୍ଥାନକୁ ସ୍ଥାନ ନିଅ ନାହିଁ। ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ଲୋକ, ଇଶ୍ରାୟେଲର ଲୋକମାନଙ୍କର ସବୋ କର।

ନିହିମିୟା 8:7

ଯଶୂେଯ, ବାନି, ଶେ ରବେିଯ, ୟାମୀନ୍, ଅକ୍କ୍କବ୍, ଶଦ୍ଦଥଯ, ଦୋଦୀଯ, ମା ସଯେ, କଲିଟ୍, ଅସରିଯ, ୟୋଷାବଦ୍, ହାନନ୍, ପଲାଯ ଏହି ଲୋକମାନେ ଲବେୀୟ ଗୋଷ୍ଠୀର ଥିଲେ। ସମାନେେ ଲୋକମାନଙ୍କୁ ବ୍ଯବସ୍ଥା ବୁଝାଇ ଦେଲେ ଏବଂ ଲୋକମାନେ ନିଜ ନିଜ ସ୍ଥାନ ରେ ଛିଡା ହାଇେ ରହିଲେ।

ଯିଶାଇୟ 8:20

ତୁମ୍ଭମାନେେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭମାନେେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତବେେ ତୁମ୍ଭମାନେେ ଭୁଲ୍ ପଥରେ ୟିବ। ସହେି ଭୁଲ ଆଦେଶ ଆଗତ ଭବିଷ୍ଯତ୍ କହୁଥିବା ବ୍ଯକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭମାନେେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହବେ ନାହିଁ।

ମଲାଖୀ 2:7

ଜଣେ ଯାଜକ ପରମେଶ୍ବରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ୟାଇ ପରମେଶ୍ବରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ।

ମାଥିଉଲିଖିତ ସୁସମାଚାର 10:23

ଗୋଟିଏ ନଗର ରେ ସମାନେେ ତୁମ୍ଭକୁ ଯାତନା ଦେଲେ ତୁମ୍ଭେ ଅନ୍ୟ ନଗରକୁ ପଳାଅ। ମୁଁ ତୁମ୍ଭକୁ ସତ୍ଯ କହୁଛି ଇଶ୍ରାୟେଲ ସମସ୍ତ ନଗରୀ ରେ ତୁମ୍ଭର ଭ୍ରମଣ ସରିବା ପୂର୍ବରୁ ମନୁଷ୍ଯ ପୁତ୍ର ପୁନର୍ବାର ଆସିବେ।

ମାଥିଉଲିଖିତ ସୁସମାଚାର 11:1

ଯୀଶୁ ତାହାଙ୍କର ବାର ଜଣ ଯାକ ଶିଷ୍ଯଙ୍କୁ ନିର୍ଦ୍ଦେଶ ଦଇେ ସାରିବା ପରେ ସେ ସ୍ଥାନ ଛାଡି ଗ୍ଭଲିଗଲେ। ସେ ଗାଲିଲୀ ପ୍ରଦେଶର ସହରମାନଙ୍କ ରେ ତାହାଙ୍କର ଉପଦେଶ ଓ ବାର୍ତ୍ତା ପ୍ରଚାର କରିବା ନିମନ୍ତେ ଗଲେ।

ମାଥିଉଲିଖିତ ସୁସମାଚାର 15:2

ତୁମ୍ଭ ଶିଷ୍ଯମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡିକୁ କାହିଁକି ମାନୁ ନାହାଁନ୍ତି? ତୁମ୍ଭ ଶିଷ୍ଯମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାଁନ୍ତି।

ମାଥିଉଲିଖିତ ସୁସମାଚାର 28:19

ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମାରେ ଶିଷ୍ଯ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମ ରେ ତୁମ୍ଭମାନେେ ସମାନଙ୍କେୁ ବାପ୍ତିସ୍ମ ଦିଅ।

ଲୂକଲିଖିତ ସୁସମାଚାର 4:17

ଭବିଷ୍ଯଦ୍ବକ୍ତା ୟିଶାୟଙ୍କ ପୁସ୍ତକ ତାହାଙ୍କୁ ଦିଆଯାଇଥିଲା। ଯୀଶୁ ପୁସ୍ତକ ଖାଲିେ ଯେଉଁ ଜାଗା ରେ ଏହା ଲଖାେଥିଲା, ତାହା ପାଇଲେ:

Interlinear

Choose Theme