ରାଜା ମୀଖାଯଙ୍କୁ କହିଲେ, କବଳେ ସଦାପ୍ରଭୁଙ୍କ ନାମ ରେ ସତ କହିବାକୁ କେତେଥର ମାେତେ ତୁମ୍ଭମାନଙ୍କୁ ଶପଥ କରାଇବା ପାଇଁ ପଡ଼ୁଛି ?
Cross references
କିନ୍ତୁ ଶାଉଲ ସଦେିନ ପକ୍ସ୍ଟଣି ଏକ ଭୂଲ୍ କଲେ। ଯେତବେେଳେ ସୈନ୍ଯମାନେ କ୍ଲାନ୍ତ ଓ କ୍ଷକ୍ସ୍ଟଧାର୍ତ୍ତ ହେଲେ, ଶାଉଲ ସମାନଙ୍କେୁ, ଯଦି କୌଣସି ଲୋକ ସଂନ୍ଧ୍ଯା ପୂର୍ବରକ୍ସ୍ଟ କିମ୍ବା ଶତୃ ବିନାଶ କରିବା ପୂର୍ବରକ୍ସ୍ଟ ଖାଦ୍ୟ ଗ୍ରହଣ କରେ, ତବେେ ସେ ଦଣ୍ତିତ ହବେ। ସେ ସମାନଙ୍କେୁ ଏହି ପ୍ରତିଜ୍ଞା କରିବା ପାଇଁ ବାଧ୍ଯ କଲେ। ତେଣୁ ଇଶ୍ରାୟେଲୀୟ ସୈନ୍ଯଗଣ କିଛି ଖାଦ୍ୟ ଗ୍ରହଣ କଲେ ନାହିଁ।
ଆହାବ୍ ପୁଣି ମୀଖାଯକୁ କହିଲେ, ତୁମ୍ଭେ ତୁମ୍ଭର ନିଜର ବାକ୍ଯ କୁହ, ମୁଁ ତୁମ୍ଭଙ୍କୁ ସତ କହିବାକୁ କହିଛି। କେତେଥର ମାେତେ ତୁମ୍ଭକୁ ଏହା କହିବାକୁ ପଡିବ? ସଦାପ୍ରଭୁଙ୍କଠାରୁ ସତ କୁହ।
ଯୀଶୁ କିନ୍ତୁ ଚୁପ୍ ରହିଲେ।
ଯୀଶୁ ଲହେି ଲୋକକୁ କହିଲେ, ରେ ଦୁଷ୍ଟାତ୍ମା, ଏହି ଲୋକ ଦହରେୁ ବାହାରି ଆ।
ଭୂତାତ୍ମାକୁ ଦୂର କରିବାପାଇଁ ଏଣତେଣେେ ବୁଲୁଥିବା କେତକେ ଯିହୂଦୀୟମାନେ ମଧ୍ଯ ଭୂତାତ୍ମାକୁ ଛଡ଼ାଇବା ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମକୁ ବ୍ଯବହାର କରିବାପାଇଁ ଚେ଼ଷ୍ଟା କଲେ। ସମାନେେ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚ଼ାର କରୁଛନ୍ତି ମୁଁ ତୁମ୍ଭକୁ ତାହାଙ୍କ ନାମ ରେ ଆଦେଶ ଦେଉଛି।