ତା'ପରେ ଇଶ୍ରାୟେଲର ରାଜା କହିଲେ, ମୀଖାଯଙ୍କୁ ନଇୟୋଅ ଓ ତାଙ୍କୁ ନଗରର ନଗରପାଳ ଆମାନେ ଓ ରାଜାଙ୍କ ପୁତ୍ର ୟୋଯାଶ୍ଙ୍କ ନିକଟକୁ ପଠାଇଦିଅ।
Cross references
ତା'ପରେ ଇଶ୍ରାୟେଲର ରାଜା ତାଙ୍କର ଜଣେ କର୍ମଚାରୀଙ୍କୁ ଡାକିଲେ ଓ ତାକୁ କହିଲେ, ଶୀଘ୍ର ୟାଅ, ୟିମ୍ନଙ୍କର ପୁତ୍ର ମୀଖାଯଙ୍କୁ ଏଠାକୁ ନଇେଆସ।
ତାଙ୍କର ରାଜତ୍ବର ଅଷ୍ଟାଦଶ ବର୍ଷା ରେ ସେ ସବୁ ସ୍ଥାନ ଓ ମନ୍ଦିର ପବିତ୍ର କଲାପରେ, ଯୋଶିୟଯ, ଶାଫନ୍, ମା ସଯେ ଏବଂ ୟୋଯାହଙ୍କୁ ସଦାପ୍ରଭୁ ପରମେଶ୍ବରଙ୍କର ମନ୍ଦିର ମରାମତି ପାଇଁ ପଠାଇଲେ। ଶାଫାନ୍ଙ୍କ ପିତାଙ୍କର ନାମ ଥିଲା ଅତ୍ସଲିଯ। ମା ସଯେ ନଗରର ନେତା ଥିଲେ ଓ ୟୋଯାହଙ୍କ ପିତାଙ୍କର ନାମ ଥିଲା ୟୋଯାହସ। ୟୋଯାହ ବିତରଣ ରକ୍ଷକ ଥିଲେ।
ଆଉ ସହେି ଅଧିପତିମାନେ ଯିରିମିୟଙ୍କ ଉପ ରେ ଅତ୍ଯନ୍ତ କ୍ ରୋଧାନ୍ବିତ ହାଇେ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକ ଗୃହସ୍ଥିତ କାରାଗାର ରେ ରଖିଲେ। କାରଣ ସମାନେେ ଯୋନାଥନ୍ ଗୃହକୁ କାରାଗାର ରେ ପରିଣତ କରିଥିଲେ।
ଏଣୁ ସମାନେେ ଯିରିମିୟଙ୍କୁ ନଇେ ପ୍ରହରୀ ପ୍ରାଙ୍ଗଣସ୍ଥିତ ମଲିଯ ରାଜପୁତ୍ରର କୂପ ରେ ପକାଇ ଦେଲେ। ସମାନେେ ରଜ୍ଜୁ ରେ ଯିରିମିୟଙ୍କୁ କୂପ ମଧ୍ଯକୁ ଓହ୍ଲାଇ ଦେଲେ। ପୁଣି ସହେି କୂପ ରେ ଜଳ ନ ଥିଲା, କବଳେ ପଙ୍କ ଥିଲା। ଯିରିମିୟ ସହେି ପଙ୍କ ରେ ନିମଗ୍ନ ହେଲେ।
କିନ୍ତୁ ପାଉଲ ଯେତବେେଳେ ଧାର୍ମିକ ଜୀବନ, ଆତ୍ମସଂୟମ ଓ ଆଗାମୀ ବିଚ଼ାର ବିଷୟ ରେ କହିଲେ, ସେତବେେଳେ ଫଲେୀକ୍ସ୍ ଭୟଭୀତ ହାଇଗେଲେ। ଫଲେୀକ୍ସ୍ କହିଲେ, ବର୍ତ୍ତମାନ ତୁମ୍ଭେ ଯାଅ। ମାରେ ସମୟ ହେଲେ ମୁଁ ତୁମ୍ଭକୁ ଡ଼ାକିବି।