ଯିହାଶାଫେଟ୍ ଏହି ବିଚାରକର୍ତ୍ତାମାନଙ୍କୁ କହିଲେ, ତୁମ୍ଭମାନେେ ଯାହା କହୁଅଛ, ସେ ବିଷଯ ରେ ବିଶଷେ ସାବଧାନ ହୁଅ, କାରଣ ଲୋକମାନେ ବିଚାର କଲା ପରି ତୁମ୍ଭମାନେେ ନିଶ୍ଚିତ ସପରେି ବିଚାର କରିବ ନାହିଁ, କିନ୍ତୁ ସଦାପ୍ରଭୁଙ୍କ ପରି କରିବ। ଯେତବେେଳେ ତୁମ୍ଭମାନେେ ଗୋଟିଏ ନିଷ୍ପତ୍ତି ନବେ, ସେତବେେଳେ ସଦାପ୍ରଭୁ ତୁମ୍ଭ ସହିତ ଥିବେ।
Cross references
ତୁମ୍ଭମାନେେ ବିଚାର ରେ ପକ୍ଷପାତ କରିବ ନାହିଁ, ତୁମ୍ଭମାନେେ ଦରିଦ୍ର ପ୍ରତି ସ୍ବତନ୍ତ୍ର ସୁବିଧା ଦବେ ନାହିଁ କିମ୍ବା ବିଚାର ରେ ଧନୀ ପ୍ରତି ଅଦିକ ଗୁରୁତ୍ଯ ଦବେ ନାହିଁ। ତୁମ୍ଭର ପୋଡେଶୀମାନଙ୍କ ପ୍ରତି ନ୍ଯାଯ ବିଚାର କରିବ।
ତୁମ୍ଭେ ଯେତବେେଳେ ବିଚାର କରୁଛ ସେତବେେଳେ କୌଣସି ଲୋକକୁ ପ୍ରାଧାନ୍ଯ ଦିଅ ନାହିଁ, ସମସ୍ତଙ୍କକ୍ସ୍ଟ ସମାନ ନ୍ଯାଯ ଦିଅ। ତୁମ୍ଭେ କାହାରିକକ୍ସ୍ଟ ଭୟକର ନାହିଁ, କାରଣ ତୁମ୍ଭର ବିଚାର ପରମେଶ୍ବରଙ୍କଠାରକ୍ସ୍ଟ ଆସିଥାଏ। କିନ୍ତୁ କୌଣସି ବିଚାର ଯଦି ତୁମ୍ଭକୁ କଷ୍ଟ ହକ୍ସ୍ଟଏ ବା ଜଟିଳ ହକ୍ସ୍ଟଏ, ତବେେ ସେ ସମସ୍ଯା ମାେ ପାଖକକ୍ସ୍ଟ ଆଣିବ, ମୁ ତା'ର ସମାଧାନ କରି ଦବେି।'
କିନ୍ତୁ ମନରେଖ-ସର୍ବଦା ମାଶାେ ଦଇେଥିବା ନିଯମକକ୍ସ୍ଟ ନିଶ୍ଚଯ ପାଳନ କରିବ। ତୁମ୍ଭମାନେେ ନିଶ୍ଚିତ ଭାବରେ ସଦାପ୍ରଭୁ ପରମେଶଓରଙ୍କୁ ପ୍ ରମେ କରିବ। ଏବଂ ତାଙ୍କ ଆଦେଶ ସର୍ବଦା ମାନି ଚଳିବ। ତୁମ୍ଭମାନେେ ନିଶ୍ଚିତ ଭାବରେ ତାହା ମନପ୍ରାଣ ଦଇେ ପାଳନ କରିବ।
ଶଲୋମନ, ସଦାପ୍ରଭୁ ଯେ ତୁମ୍ଭକୁ ତାଙ୍କରି ପବିତ୍ରସ୍ଥାନର ମନ୍ଦିର ନିର୍ମାଣ କରିବା ନିମନ୍ତେ ମନୋନୀତ କରିଅଛନ୍ତି, ଏହା ତୁମ୍ଭର ବୁଝିବା ଉଚିତ୍। ଶକ୍ତିଶାଳୀ ହୁଅ ଏବଂ ଏହା କର।
ପରେମେଶ୍ବର ପରମେଶ୍ବରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି। ସେ ବିଚାରକର୍ତ୍ତାମାନଙ୍କ ମଧ୍ୟରେ ବିଚାର କରନ୍ତି।
କେତକେ ଦେଶ ରେ ଯଦି ତୁମ୍ଭମାନେେ ଦେଖ ଯେ, ଲୋକମାନେ ଅତ୍ଯାଚାର କଲେ ଓ ନ୍ଯାଯ ବିଚାରକୁ ଅସ୍ବୀକାର କଲେ, ଏଥି ରେ ଆଶ୍ଚର୍ୟ୍ଯ ହୁଅ ନାହିଁ ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ଯାଚାର କରନ୍ତି, ସମାନଙ୍କେ ଉପ ରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପ ରେ ଅନ୍ୟଜଣେ ଅଧିକାରୀ ଅଛନ୍ତି।
ଯୀଶୁ କହିଲେ, ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂର ରେ ରଖ। ନିଜର ଅଧିକାର ରେ ଥିବା ବିପୁଳ ସଂପତ୍ତରୁ କହେି କବେେ ଜୀବନ ପାଇ ପା ରନୋହିଁ।
ଯୀଶୁ କହିଲେ, ସାବଧାନ! ଭ୍ରାନ୍ତହୁଅ ନାହିଁ। ମାେ ନାମ ବ୍ଯବହାର କରି ଅନକେ ଲୋକ ଆସିବେ। ସମାନେେ କହିବେ, 'ମୁଁ ଖ୍ରୀଷ୍ଟ' ଏବଂ 'ଉପୟୁକ୍ତ ସମୟ ଆସିଯାଇଛି।' କିନ୍ତୁ ତୁମ୍ଭମାନେେ ସମାନଙ୍କେୁ ଅନୁସରଣ କରିବନାହିଁ।
ତା'ପରେ ସେ ସମାନଙ୍କେୁ କହିଲେ, ହେ ଇଶ୍ରାୟେଲର ଲୋକମାନେ, ତୁମ୍ଭମାନେେ ଏହି ଲୋକମାନଙ୍କ ପାଇଁ ଯାହା କରିବାକୁ ଯାଉଛ ସେଥିପାଇଁ ସାବଧାନ ରୁହ।
ଏ କଥା ଅଧିକାରୀ ଶୁଣି ସନୋଧ୍ଯକ୍ଷଙ୍କୁ ଜଣାଇଲେ। ଅଧିକାରୀ କହିଲେ, ତୁମ୍ଭେ ଜାଣ, ତୁମ୍ଭେ କଣ କରୁଛ? ଏ ଲୋକ ଜଣେ ରୋମୀୟ ନାଗରିକ?