Home Bibles ଦିତୀୟ ବଂଶାବଳୀ 2:10 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 2:10 · ଓଡ଼ିଆ ବାଇବେଲ

କାଠଗଣ୍ଡି ନିମନ୍ତେ ଗଛ କାଟିବା ପାଇଁ ମୁଁ ଏହିଭଳି ଭାବରେ ତୁମ୍ଭ ଦାସମାନଙ୍କୁ ମୂଲ୍ଯ ଦଇପୋ ରେ। ମୁଁ ସମାନଙ୍କେ ଖାଦ୍ୟ ନିମନ୍ତେ 20,000 ମହଣ ଗହମ, ଓ 20,000 ମହଣ ଦ୍ରାକ୍ଷାରସ ଏବଂ ତୈଳ 20,000 ମହଣ ପ୍ରଦାନ କରିବି।

Cross references

ପ୍ରଥମ ରାଜାବଳୀ 5:11

ଶଲୋମନ ଏହି ସବୋ ବଦଳ ରେ 20,000 ମହଣ ଗହମ ଓ 20,000 ମହଣ ଅଲିଭତୈଳ ରାଜପ୍ରାସାଦକୁ ଦେଲେ। ଶଲୋମନ ଏହା ମୂଲ୍ଯ ରେ ଖାଦ୍ୟ ବର୍ଷ ପରେ ବର୍ଷ ହୀରମକୁ ପଠାଇଲେ।

ପ୍ରଥମ ରାଜାବଳୀ 7:26

ସସହି ପାତ୍ରରସମାଟଲଇ ଗ୍ଭରି ଆଙ୍ଗୁଳି ଥିଲା। ତା'ର ଫନ୍ଦ କପ୍ର ଫନ୍ଦ ପରି କିଅବା ପୁଷ୍ପର ପାଖୁଡା ସଦୃଶ ଥିଲା।ସସହି ଚୌବାଗ୍ଭ 2,000 ମହଣ ଧାରଣ କରୁଥିଲା।

ପ୍ରଥମ ରାଜାବଳୀ 7:38

ସସ ଦଶଟି ଖଟୁଲି ଉପଲର ରହିବା ପାଇଁ ଦଶଟି ମାଠିଆ ନିର୍ମାଣ କଲା। ପ୍ରଲତ୍ୟକକ ମାଠିଆର ବ୍ଯାସ ଗ୍ଭରିହାତ ଥିଲା ଓ ପ୍ରଲତ୍ୟକକ ମାଠିଆ ଗ୍ଭଳିଶ ମହଣ ଧାରଣ କରୁଥିଲା।

ପ୍ରଥମ ବଂଶାବଳୀ 14:2

ଦାଉଦ ଜାଣିପାରିଲେ ଯେ, ସଦାପ୍ରଭୁ ତାଙ୍କୁ ଇଶ୍ରାୟେଲ ଉପରେ ରାଜା କରାଇଛନ୍ତି। ସଦାପ୍ରଭୁ ତାଙ୍କର ଲୋକମାନଙ୍କ, ଇଶ୍ରାୟେଲ ପାଇଁ ଦାଉଦଙ୍କ ରାଜ୍ଯକୁ ଏକ ବିଶାଳ ରାଜ୍ଯ ରେ ପରିଣତ କଲେ।

ଦିତୀୟ ବଂଶାବଳୀ 9:8

ଆପଣଙ୍କର ସଦାପ୍ରଭୁ ପରମେଶ୍ବର ପ୍ରଶଂସିତ ହୁଅନ୍ତୁ। ସେ ଆପଣଙ୍କଠା ରେ ପ୍ରସନ୍ନ ଅଟନ୍ତି ଓ ଆପଣଙ୍କ ସଦାପ୍ରଭୁ ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ସେ ଆପଣଙ୍କୁ ଏହି ସିଂହାସନ ରେ ଉପବିଷ୍ଟ କରାଇଅଛନ୍ତି। ଆପଣଙ୍କ ପରମେଶ୍ବର ଇଶ୍ରାୟେଲକୁ ପ୍ ରମେ କରନ୍ତି ଓ ଅନନ୍ତକାଳ ନିମନ୍ତେ ଇଶ୍ରାୟେଲର ସପକ୍ଷ ଅଟନ୍ତି। ସେଥିନିମନ୍ତେ ସଦାପ୍ରଭୁ ଉତ୍ତମ ଓ ଯଥାର୍ଥ କର୍ମ କରିବା ନିମନ୍ତେ ଆପଣଙ୍କୁ ଇଶ୍ରାୟେଲର ରାଜା କରିଅଛନ୍ତି।

ଏଜ୍ରା 7:22

ତାହାସବୁ 100 ତାଳନ୍ତ ପର୍ୟ୍ଯନ୍ତ ରୂପା ଓ 100 ମହଣ ପର୍ୟ୍ଯନ୍ତ ଗହମ ଓ 100 ମହଣ ପର୍ୟ୍ଯନ୍ତ ଦ୍ରାକ୍ଷାରସ ଓ 100 ମହଣ ପର୍ୟ୍ଯନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦବୋ ପାଇଁ ଆମ୍ଭେ ଆର୍ତ୍ତାକ୍ଷସ୍ତ ରାଜା ନଦୀ ସପୋରିସ୍ଥ ସମସ୍ତ କୋଷାଧ୍ଯକ୍ଷଙ୍କୁ ଆଜ୍ଞା କରୁଅଛୁ।

ଲୂକଲିଖିତ ସୁସମାଚାର 10:7

ତୁମ୍ଭମାନେେ ଶାନ୍ତି ଥିବା ଘ ରେ ରୁହ। ସେ ଲୋକମାନେ ତୁମ୍ଭମାନଙ୍କୁ ୟହା ଦବେେ ତାହା ଖାଅ ଓ ପିଅ। କାରଣ କାମ କରିବା ଲୋକର ତା' ବତନେ ଉପରେ ଅଧିକାର ଅଛି। ଅନ୍ୟ ଘ ରେ ରହିବା ପାଇଁ ସହେି ଘର ଛାଡି ଯାଅନାହିଁ।

ରୋମୀୟଙ୍କ ପ୍ରତି ପତ୍ର 13:7

ସମାଜ ରେ ଯାହାଙ୍କର ଯାହା ପ୍ରାପ୍ଯ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦବୋ କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦଇେ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସମାନଙ୍କେୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦବୋ କଥା ସମାନଙ୍କେୁ ସମ୍ମାନ ଦିଅ।

Interlinear

Choose Theme