Home Bibles ଦିତୀୟ ବଂଶାବଳୀ 2:16 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 2:16 · ଓଡ଼ିଆ ବାଇବେଲ

ଆଉ ଆମ୍ଭେ ଲିବାନୋନ୍ରୁ କାଠ କାଟି ଆଣିବୁ। ତୁମ୍ଭେ ଯେତେ ପରିମାଣର କାଠଗଣ୍ଡି ଚାହଁ, ତାହା ଆମ୍ଭେ କାଟି ଆଣିପାରିବୁ। ସମୁଦ୍ର ଦଇେ କାଠଭଳୋ ରେ, କାଠଗଣ୍ଡିଗୁଡ଼ିକ ଆମ୍ଭେ ଜାଫୋକୁ ଆଣିବୁ। ତା'ପରେ ତୁମ୍ଭେ ସେ କାଠଗଣ୍ଡିଗୁଡ଼ିକୁ ୟିରୁଶାଲମକୁ ନଇୟିବେ।

Cross references

ଯିହୋଶୂୟ 9:27

ଯିହାଶୂେୟ ଗିବିଯୋନମାନଙ୍କୁ ଇଶ୍ରାୟେଲ ପାଇଁ କ୍ରିତଦାସ ଭାବେ ଗ୍ରହଣ କଲେ। ଆଉ ସହେି ଦିନଠାରକ୍ସ୍ଟ ସଦାପ୍ରଭୁଙ୍କ ୟଜ୍ଞବଦେୀ ରେ ଇଶ୍ରାୟେଲ ଲୋକମାନଙ୍କ ପାଇଁ କାଠ କଟାଳି ଓ ଜଳ କଢାଳିରୂପେ କାର୍ୟ୍ଯ କଲେ। ସଦାପ୍ରଭୁ ଏହା କରାଇବାକକ୍ସ୍ଟ ଯବେେ ପସନ୍ଦ କଲେ। ସମାନେେ ଆଜି ପର୍ୟ୍ଯନ୍ତ ଦାସ ଅଟନ୍ତି।

ଯିହୋଶୂୟ 19:46

ମଯେର୍କୋନ୍, ରକ୍କୋନ ଓ ୟାଫୋର ସମକ୍ସ୍ଟଖସ୍ଥ ଅଞ୍ଚଳ।

ପ୍ରଥମ ରାଜାବଳୀ 5:8

ତା'ପରେ ହୀରମ ଶଲୋମନଙ୍କ ନିକଟକୁ ଏହି ବାର୍ତ୍ତା ସହିତ ଏକ ବାର୍ତ୍ତାବହକୁ ପଠାଇଲେ। ରାଜା ଶଲୋମନ ଯାହା ଆଶା କରନ୍ତି, ମୁଁ ଶୁଣିଲି, ମୁଁ ଏରସବୃକ୍ଷ ଓ ଦବଦୋରୁ କାଠ ଦବୋପାଇଁ ଯାଉଛି, ତୁମ୍ଭର କାମ ପୂରଣ କରିବା ପାଇଁ।

ପ୍ରଥମ ବଂଶାବଳୀ 22:2

ଇଶ୍ରାୟେଲ ମଧିଅରେ ବାସ କରୁଥିବା ସମସ୍ତ ବିଦେଶୀଯମାନଙ୍କୁ ଏକତ୍ର ଠୁଳ ହବୋ ନିମନ୍ତେ ଦାଉଦ ଆଦେଶ ଦେଲେ। ସହେି ବିଦେଶୀମାନଙ୍କ ମଧ୍ଯରୁ ଦାଉଦ ପଥରକଟାଳୀମାନଙ୍କୁ ମନୋନୀତ କଲେ। ପରମେଶ୍ବରଙ୍କ ମନ୍ଦିର ନିର୍ମାଣ ରେ ବ୍ଯବହୃତ ହବୋ ନିମନ୍ତେ ଉଦ୍ଦିଷ୍ଟ ପଥରକୁ କାଟି ପ୍ରସ୍ତୁତ କରି ରଖିବା ସମାନଙ୍କେର କାର୍ୟ୍ଯ ଥିଲା।

ଦିତୀୟ ବଂଶାବଳୀ 8:7

ସଠାେରେ ହିତ୍ତୀଯ, ଇମାରେୀୟ, ପରିଷୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ବାସ କରୁଥିଲେ। ସମାନେେ ଇଶ୍ରାୟେଲୀୟ ନୁହଁନ୍ତି।

ଦିତୀୟ ବଂଶାବଳୀ 8:8

ସମାନେେ ସହେି ଲୋକମାନଙ୍କର ଭବିଷ୍ଯତ ବଂଶଧର, ଯେଉଁମାନେ ସେ ପର୍ୟ୍ଯନ୍ତ ସହେି ଭୂମିରେ ଥିଲେ ଏବଂ ଇଶ୍ରାୟେଲ ଲୋକମାନଙ୍କ ଦ୍ବାରା ବଧ କରାୟାଇ ନ ଥିଲେ। ଶଲୋମନ ସହେି ବିଦେଶୀମାନଙ୍କୁ କ୍ରୀତଦାସ ଭାବରେ କାମ କରିବାକୁ ବାଧ୍ଯ କଲେ। ସମାନେେ ଆଜି ପର୍ୟ୍ଯନ୍ତ କ୍ରୀତଦାସ ଅଛନ୍ତି।

ଦିତୀୟ ବଂଶାବଳୀ 30:25

ଯିହୁଦାର ସମ୍ମିଳିତ ଜନତା, ଯାଜକଗଣ ଓ ଲବେୀୟ ସମସ୍ତେ, ଇଶ୍ରାୟେଲର ସମସ୍ତ ସମ୍ମିଳିତ ଜନତା ଓ ଇଶ୍ରାୟେଲୀୟମାନେ ଓ ଯିହୁଦା ରେ ବାସ କରୁଥିବା ବିଦେଶୀଗଣ ଅତ୍ଯନ୍ତ ଆନନ୍ଦିତ ଥିଲେ।

ଏଜ୍ରା 3:7

ସମାନେେ ପାରସ୍ଯର ରାଜା କୋରସର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧାରମାନଙ୍କୁ ମୁଦ୍ରା ଦେଲେ। ଏବଂ ଲିବାନୋନଠାରୁ ୟାଫୋସ୍ଥିତ ସମୁଦ୍ରତୀର ପର୍ୟ୍ଯନ୍ତ ଏରସ କାଠ ଆଣିବା ପାଇଁ ସୀଦୋନୀଯ ଓ ସୋରୀଯ ଲୋକମାନଙ୍କୁ ଖାଦ୍ୟ, ପାନୀଯ ଓ ତୈଳ ଦେଲେ।

ଯୋହନଲିଖିତ ସୁସମାଚାର 1:3

ତାହାଙ୍କ ଦ୍ବାରା ସବୁ କିଛି ସୃଷ୍ଟି ହାଇେଛି। ଏହି ସଂସାର ରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ବାରା ସୃଷ୍ଟି ହାଇେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:36

ଟାବୀଥା ନାମକ ଜଣେ ଶିଷ୍ଯା ଯାଫୋ ନଗର ରେ ରହୁଥିଲେ। ଯାହାର ଗ୍ରୀକ ଅନୁବାଦ ଦର୍କା ଅର୍ଥାତ୍ ହରିଣୀ। ସେ ସବୁବେଳେ ଗରିବ ଲୋକମାନଙ୍କୁ ଦାନ ଦେଉଥିଲେ ଓ ଲୋକମାନଙ୍କର ଉପକାର କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:32

ତେଣୁ ଯାଫୋକୁ ଲୋକ ପଠାଇ ପିତର ନାମ ରେ ପରିଚ଼ିତ ଶିମାନଙ୍କେୁ ଏଠାକୁ ଡ଼କାଅ। ସେ ସମୁଦ୍ର କୂଳ ରେ ଚ଼ମାର ଶିମାନଙ୍କେ ଘ ରେ ରହୁଛନ୍ତି।'

Interlinear

Choose Theme