Home Bibles ☰ Books ଦିତୀୟ ବଂଶାବଳୀ 20:15 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 20:15 · ଓଡ଼ିଆ ବାଇବେଲ

ୟିଯଯଲେ କହିଲେ, ରାଜା ଯିହାଶାଫେଟ୍, ଯିହୁଦା ଏବଂ ୟିରୁଶାଲମର ସମସ୍ତ ଲୋକ ମାେ କଥା ଶୁଣ। ସଦାପ୍ରଭୁ ତୁମ୍ଭକୁ ଏହିକଥା କହନ୍ତି : ଏହି ବୃହତ୍ ସୈନ୍ଯଦଳ ବିଷଯ ରେ ଭୀତ କିମ୍ବା ବିବ୍ରତ ହୁଅ ନାହିଁ, କାରଣ ଏହି ୟୁଦ୍ଧ ତୁମ୍ଭର ୟୁଦ୍ଧ ନୁହେଁ, ଏହା ପରମେଶ୍ବରଙ୍କର ୟୁଦ୍ଧ ଅଟେ।

Cross references

ଯାତ୍ରା ପୁସ୍ତକ 14:13

କିନ୍ତୁ ମାଶାେ ସମାନଙ୍କେୁ କହିଲେ, ଭୟ କର ନାହିଁ। ଦୌଡି ପଳାଇବାର ଆବଶ୍ଯକ ନାହିଁ। ଏହିଠା ରେ ଧିରସ୍ଥିର ହାଇେ ଛିଡା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜି ରକ୍ଷା କରିବେ। ତୁମ୍ଭମାନେେ ମିଶରବାସୀମାନଙ୍କୁ ଆଉ ପୁନ୍ନରାଯ ଦେଖିବ ନାହିଁ।

ଯାତ୍ରା ପୁସ୍ତକ 14:14

ଏବଂ ତୁମ୍ଭମାନଙ୍କୁ କିଛି କରିବାକୁ ପଡିବ ନାହିଁ। ତୁମ୍ଭମାନେେ ଏଠା ରେ ଶାନ୍ତି ରେ ଛିଡା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ୟୁଦ୍ଧ କରିବେ।

ଦିତୀୟ ବିବରଣ 1:29

ତେଣୁ ମୁ ତୁମ୍ଭମାନଙ୍କୁ କହିଲି, 'ତ୍ରାସ କର ନାହିଁ କି ଭୟ କର ନାହିଁ।

ଦିତୀୟ ବିବରଣ 20:1

ଯେତବେେଳେ ତୁମ୍ଭେ ଆପଣା ଶତୃମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭମାନେେ ତାଙ୍କର ଅନକେ ଅଶ୍ବାରୋହୀ, ରଥା ରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ଯକ ସୈନ୍ଯ ଥାନ୍ତି, ତବେେ ତୁମ୍ଭମାନେେ ସମାନଙ୍କେୁ ଭୟ କରିବାର କିଛି ନାହିଁ କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସହେି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ଯରକ୍ସ୍ଟ ବାହାରକରି ଆଣିଛନ୍ତି।

ଦିତୀୟ ବିବରଣ 20:4

କାରଣ, ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭସହିତ ଅଛନ୍ତି। ସଦାପ୍ରଭୁ ତୁମ୍ଭକୁ ୟକ୍ସ୍ଟଦ୍ଧ ରେ ସାହାୟ୍ଯ କରିବେ ଓ ସେ ତୁମ୍ଭକୁ ୟକ୍ସ୍ଟଦ୍ଧ ରେ ଜଯ ୟକ୍ସ୍ଟକ୍ତ କରାଇବେ।'

ଦିତୀୟ ବିବରଣ 31:6

ତୁମ୍ଭେ ଶକ୍ତିଶାଳୀ ଓ ସାହାସୀ ହକ୍ସ୍ଟଅ। ତୁମ୍ଭମାନେେ ସହେି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କ ସହିତ ଅଛନ୍ତି। ସେ ତୁମ୍ଭକୁ ଅକୃତକାର୍ୟ୍ଯ କରିବେ ନାହିଁ କିଅବା ଛାଡିବେ ନାହିଁ।

ଦିତୀୟ ବିବରଣ 31:8

ସଦାପ୍ରଭୁ ତୁମ୍ଭମାନଙ୍କୁ ଆଗଇେ ନବେେ। ସେ ସ୍ବଯଂ ତୁମ୍ଭମାନଙ୍କ ସହିତ ରହିବେ। ସେ ତୁମ୍ଭକୁ ବିପଦ ରେ ପକାଇବେ ନାହିଁ କି ତ୍ଯାଗ କରିବେ ନାହିଁ। ହତାଶ ହକ୍ସ୍ଟଅ ନାହିଁ, ଭୟ କର ନାହିଁ।

ଯିହୋଶୂୟ 11:6

ଏହାପରେ ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ସେ ସମସ୍ତ ୈସନ୍ଯମାନଙ୍କୁ ଭୟ କରନାହିଁ। ସମାନଙ୍କେୁ ପରାସ୍ତ କରିବା ପାଇଁ ମୁ ତୁମ୍ଭକୁ ସହାୟ ହବେି। ଆସନ୍ତା କାଲି ଏହି ସମୟରେ ତୁମ୍ଭମାନେେ ସମାନଙ୍କେୁ ହତ୍ଯା କରିବ। ତୁମ୍ଭମାନେେ ସମାନଙ୍କେର ଘୋଡାମାନଙ୍କୁ େଛାଟା କରି ଦବେ ଓ ରଥଗୁଡିକୁ ପୋଡି଼ ଦବେ।

ବିଚାରକର୍ତାମାନଙ୍କ ବିବରଣ 7:21

ଗିଦ୍ଦିୟୋନର ସୈନ୍ଯମାନେ ଛାଉଣୀର ଚତକ୍ସ୍ଟଃପାଶର୍‌ବ ରେ ନିଜ ନିଜ ସ୍ଥାନ ରେ ଛିଡା ହେଲେ। ମିଦିଯନୀଯମାନେ ଆକସ୍ମିକ ବିପଦ ରେ ପଡିଲେ ଏବଂ ସମାନଙ୍କେର ଜୀବନ ବଞ୍ଚାଇବା ପାଇଁ ଦୌଡିଲେ।

ପ୍ରଥମ ଶାମୁୟେଲ 17:47

ଏଠା ରେ ରକ୍ସ୍ଟଣ୍ତ ହାଇେଥିବା ସବୁ ଲୋକମାନେ ଜାଣିବେ, ଯେ ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛାଦ୍ବାରା ରକ୍ଷା କରନ୍ତି ନାହିଁ, କାରଣ ଏହି ୟକ୍ସ୍ଟଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭେ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବା ରେ ଆମ୍ଭମାନଙ୍କୁ ସାହାୟ୍ଯ କରିବେ।

ପ୍ରଥମ ରାଜାବଳୀ 20:13

ସହେି ସମୟରେ ଜଣେ ଭବିଷ୍ଯଦ୍ବକ୍ତା ଇଶ୍ରାୟେଲ ରାଜାଙ୍କ ନିକଟକୁ ଆସି କହିଲେ, ହେ ରାଜା ଆହାବ୍ ସଦାପ୍ରଭୁ ଏହା କୁହନ୍ତି, 'ତୁମ୍ଭେ ଏହି ବିପୁଳ ସୈନ୍ଯବାହିନୀ ଦେଖୁଛ? ମୁଁ ସଦାପ୍ରଭୁ, ତୁମ୍ଭରି ଦ୍ବାରା ଏହାକୁ ପରାଜିତ କରାଇବି, ତାହା ହେଲେ ତୁମ୍ଭେ ମାେତେ ସଦାପ୍ରଭୁ ବୋଲି ଜାଣିବ।

ଦିତୀୟ ବଂଶାବଳୀ 32:7

ଦୃଢ଼ ଓ ସାହସୀ ହୁଅ। ଅଶୂର ରାଜା ଅଥବା ତାଙ୍କ ସହିତ ଥିବା ବିଶାଳ ସୈନ୍ଯବାହିନୀ ବିଷଯ ରେ ଭୟ କର ନାହିଁ କିମ୍ବା ବ୍ଯସ୍ତ ହୁଅ ନହିଁ। ଅଶୂରର ରାଜାଙ୍କର ଶକ୍ତିଠାରୁ ଆମ୍ଭମାନଙ୍କ ସହିତ ଆହୁରି ମହାନ୍ ଶକ୍ତି ଅଛି।

ନିହିମିୟା 4:14

ଯେତବେେଳେ ମୁଁ ଏ ପରିସ୍ଥିତି ଦେଖିଲି, ମୁଁ ଉଠିଲି ଏବଂ କୁଳନୀମାନଙ୍କୁ, ଅଧ୍ଯକ୍ଷମାନଙ୍କୁ ଓ ଅନ୍ୟ ଲୋକମାନଙ୍କୁ କହିଲି, ତୁମ୍ଭମାନେେ ସମାନଙ୍କେୁ ଭୟ କର ନାହିଁ। ସଦାପ୍ରଭୁଙ୍କୁ ସ୍ମରଣ କର। ସଦାପ୍ରଭୁ ମହାନ୍ ଓ ଭୟଙ୍କର ଅଟନ୍ତି। ଆଉ ତୁମ୍ଭମାନେେ ଆପଣା ଆପଣା ଭାତୃଗଣ, ପୁତ୍ର ଓ କନ୍ଯାଗଣ ଆପଣା ଆପଣା ସ୍ତ୍ରୀଗଣ ଆପଣା ଗୃହ ନିମନ୍ତେ ୟୁଦ୍ଧ କର।

ଗୀତସଂହିତା 17:1

ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଥରେ ଶୁଣ ଓ ମାେତେ ନ୍ଯାଯ ପ୍ରଦାନ କର। ମୁଁ ତୁମ୍ଭକୁ ଉଚ୍ଚ ସ୍ବରରେ ଡ଼ାକୁ ଅଛି। ୟେ ହତେୁ ମୁଁ ନିଷ୍କପଟ, ତଣେୁ ୟାହା ମୁଁ କହୁଛି, ଦୟାକରି ମାରେ ପ୍ରାର୍ଥନାକୁ ଗ୍ରହଣ କର।

ଯିଶାଇୟ 37:6

ଯିଶାଇୟ ସମାନଙ୍କେୁ କହିଲେ, ଏହି କଥା ତୁମ୍ଭର ପ୍ରଭୁ ହିଜକିଯଙ୍କୁ ଦିଅ। ସଦାପ୍ରଭୁ କୁହନ୍ତି, ଅଶୂର ରାଜାର ଦାସମାନେ ବାଳକମାନଙ୍କୁ' ନିନ୍ଦା କରିବାର ଯେଉଁ କଥା ଶୁଣିଅଛ ! ତହିଁରେ ଭୟଭୀତ ହୁଅ ନାହିଁ।

Interlinear

Choose Theme