ଦିତୀୟ ବଂଶାବଳୀ 20:16 · ଓଡ଼ିଆ ବାଇବେଲ
ଆସନ୍ତାକାଲି, ତୁମ୍ଭମାନେେ ସଠାେକୁ ଓହ୍ଲାଇ ୟାଅ ଓ ସହେି ଲୋକମାନଙ୍କ ସହିତ ୟୁଦ୍ଧ କର। ସମାନେେ ସୀସ୍ ନାମକ ଗିରିପଥ ମଧ୍ଯଦଇେ ଆସିବେ। ତୁମ୍ଭମାନେେ ସମାନଙ୍କେୁ ଯରେୁଯଲେ ପ୍ରାନ୍ତର ନିକଟସ୍ଥ ଗିରିପଥ ନିକଟରେ, ଶଷେମୁଣ୍ଡ ରେ ପାଇବ।
Cross references
ଯିହୋଶୂୟ 11:6
ଏହାପରେ ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ସେ ସମସ୍ତ ୈସନ୍ଯମାନଙ୍କୁ ଭୟ କରନାହିଁ। ସମାନଙ୍କେୁ ପରାସ୍ତ କରିବା ପାଇଁ ମୁ ତୁମ୍ଭକୁ ସହାୟ ହବେି। ଆସନ୍ତା କାଲି ଏହି ସମୟରେ ତୁମ୍ଭମାନେେ ସମାନଙ୍କେୁ ହତ୍ଯା କରିବ। ତୁମ୍ଭମାନେେ ସମାନଙ୍କେର ଘୋଡାମାନଙ୍କୁ େଛାଟା କରି ଦବେ ଓ ରଥଗୁଡିକୁ ପୋଡି଼ ଦବେ।