Home Bibles ଦିତୀୟ ବଂଶାବଳୀ 21:2 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 21:2 · ଓଡ଼ିଆ ବାଇବେଲ

ଯିହାରୋମ୍ ଯିହାଶାଫେଟ୍ଙ୍କ ପୁତ୍ର ଥିଲେ।' ଯିହାରୋମ୍ଙ୍କ ଭ୍ରାତାମାନେ ଥିଲେ ଅସରିଯ, ୟିହୀଯେଲ୍, ଜିଖରିଯ, ଅସରିଯାହ, ମୀଖାଯଲେ, ଶଫ୍ଟିଯ। ଏହି ବ୍ଯକ୍ତିମାନେ ଯିହାଶାଫେଟ୍ଙ୍କର ପୁତ୍ରଗଣ ଥିଲେ। ଯିହାଶାଫେଟ୍ ଯିହୁଦାର ରାଜା ଥିଲେ।

Cross references

ଦିତୀୟ ବଂଶାବଳୀ 12:6

ଏହାପରେ ଇଶ୍ରାୟେଲର ନେତାଗଣ ଓ ରାଜା ରିହବିଯାମ୍ ଅନୁତାପ କଲେ ଓ ନିଜ ନିଜକୁ ନମ୍ର କଲେ। ସମାନେେ କହିଲେ, ସଦାପ୍ରଭୁ ଠକ୍ କହିଅଛନ୍ତି।

ଦିତୀୟ ବଂଶାବଳୀ 21:4

ଯିହାରୋମ୍ ତାଙ୍କର ପିତାଙ୍କର ରାଜ୍ଯପଦ ଗ୍ରହଣ କଲେ ଓ ଆପଣାକୁ ଦୃଢ଼ କଲେ। ଏହାପରେ ସେ ନିଜ ଭ୍ରାତାମାନଙ୍କୁ ବଧ କରିବା ନିମନ୍ତେ ଏବଂ ଖଡ୍ଗ ବ୍ଯବହାର କଲେ। ସେ ଇଶ୍ରାୟେଲର କେତକେ ନେତାଙ୍କୁ ମଧ୍ଯ ବଧ କଲେ।

ଦିତୀୟ ବଂଶାବଳୀ 23:2

ସମାନେେ ଯିହୁଦାର ଚାରିଆଡ଼େ ୟାଇ ସବୁ ସହରରୁ ଲବେୀୟମାନଙ୍କୁ ସଂଗ୍ରହ କଲେ। ସମାନେେ ଇଶ୍ରାୟେଲ ବଂଶର ନେତାମାନଙ୍କୁ ମଧ୍ଯ ଏକତ୍ରୀତ କଲେ। ଏହାପରେ ସମାନେେ ୟିରୁଶାଲମକୁ ଫରେିଗଲେ।

ଦିତୀୟ ବଂଶାବଳୀ 24:5

ଯୋୟାଶ୍ ଯାଜକ ଓ ଲବେୀୟମାନଙ୍କୁ ଏକତ୍ରୀତ କଲେ। ସେ ସମାନଙ୍କେୁ କହିଲେ, ଯିହୁଦାର ସହରଗୁଡ଼ିକୁ ୟାଅ ଓ ଇଶ୍ରାୟେଲର ଲୋକମାନେ ପ୍ରତିବର୍ଷ ଯେଉଁ ଅର୍ଥ ଦିଅନ୍ତି, ତାହାକୁ ଠୁଳ କର। ତୁମ୍ଭମାନଙ୍କର ପରମେଶ୍ବରଙ୍କ ମନ୍ଦିରକୁ ପୁନଃନିର୍ମିତ କରିବା ନିମନ୍ତେ ସହେି ଅର୍ଥକୁ ବ୍ଯବହାର କର। ଶୀଘ୍ର ୟାଅ ଓ ଏହି କାର୍ୟ୍ଯ କର। କିନ୍ତୁ ଲବେୀୟମାନେ ଚଞ୍ଚଳ ହେଲେ ନାହିଁ।

ଦିତୀୟ ବଂଶାବଳୀ 24:16

ଲୋକମାନେ ୟିହୋଯାଦାଙ୍କୁ ଦାଉଦଙ୍କ ନଗର ରେ, ଯେଉଁଠା ରେ ରାଜାମାନେ କବରପ୍ରାପ୍ତ ହାଇେଛନ୍ତି, ସହେିଠା ରେ କବର ଦେଲେ। ଲୋକମାନେ ସହେି ସ୍ଥାନ ରେ ୟିହୋଯାଦାଙ୍କୁ କବର ଦେଲେ, କାରଣ ସେ ଆପଣାର ଜୀବନକାଳ ରେ ଇଶ୍ରାୟେଲ ମଧିଅରେ ପରମେଶ୍ବରଙ୍କ ନିମନ୍ତେ ଓ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ବହୁତ ଉତ୍ତମ କର୍ମ କରିଥିଲେ।

ଦିତୀୟ ବଂଶାବଳୀ 28:19

ସଦାପ୍ରଭୁ ଯିହୁଦାକୁ କଷ୍ଟ କଲେ, କାରଣ ଯିହୁଦାର ରାଜା ଆହସ୍ ଯିହୁଦାର ଲୋକମାନଙ୍କୁ ପାପ କରିବାକୁ ଉତ୍ସାହିତ କରିଥିଲେ। ସେ ସଦାପ୍ରଭୁଙ୍କ ପ୍ରତି ଅତି ଅବିଶ୍ବସ୍ତ ଥିଲେ।

ଦିତୀୟ ବଂଶାବଳୀ 28:23

ଦମ୍ମୋଶକ ଲୋକମାନେ ଯେଉଁ ଦବେତାର ପୂଜା କରୁଥିଲେ, ସେ ସମାନଙ୍କେ ନିକଟରେ ବଳିଦାନ ଉତ୍ସର୍ଗ କଲେ। ଦମ୍ମେଶକୀଯ ଲୋକମାନେ ଆହସ୍ଙ୍କୁ ପରାସ୍ତ କଲେ, ତେଣୁ ସେ ମନେ ମନେ ଭାବିଲେ, ଅରାମର ଲୋକମାନେ ଯେଉଁ ଦବେତାର ପୂଜା କରନ୍ତି, ସେ ସମାନଙ୍କେୁ ସାହାୟ୍ଯ କଲେ। ତେଣୁ ଯଦି ମୁଁ ସହେି ଦବେତାମାନଙ୍କ ନିକଟରେ ବଳିଦାନ ଉତ୍ସର୍ଗ କରିବି, ତବେେ ହୁଏତ ସମାନେେ ମାେତେ ମଧ୍ଯ ସାହାୟ୍ଯ କରିପାରିନ୍ତି। ଆହସ୍ ସହେି ଦବେତାମାନଙ୍କୁ ପୂଜା କଲେ। ଏହି ପ୍ରକା ରେ ସେ ନିଜେ ପାପ କଲେ ଓ ଇଶ୍ରାୟେଲର ଲୋକମାନଙ୍କୁ ପାପ କରାଇଲେ।

ଦିତୀୟ ବଂଶାବଳୀ 28:27

ଆହସ୍ ମୃତ୍ଯୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ଆହସ୍ଙ୍କୁ ୟିରୁଶାଲମ ନଗର ରେ କବର ଦେଲେ। କିନ୍ତୁ ସମାନେେ ଆହସ୍ଙ୍କୁ ଇଶ୍ରାୟେଲର ରାଜାମାନଙ୍କର କବର ସ୍ଥାନ ରେ କବର ଦେଲେ ନାହିଁ। ହିଜକିଯ ଆହସ୍ଙ୍କ ସ୍ଥାନ ରେ ନୂତନ ରାଜା ହେଲେ ହିଜକିଯ ଆହସ୍ଙ୍କ ପୁତ୍ର ଥିଲେ।

ଦିତୀୟ ବଂଶାବଳୀ 33:18

ମନଃଶି ଅନ୍ୟ ଯେଉଁ ସମସ୍ତ କର୍ମ କରିଥିଲେ ଓ ପରମେଶ୍ବରଙ୍କ ନିକଟରେ ଯେଉଁ ପ୍ରାର୍ଥନା କରିଥିଲେ ଏବଂ ଭବିଷ୍ଯତ୍ବକ୍ତାମାନେ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନାମ ରେ ତାଙ୍କୁ ଯେଉଁ ସମସ୍ତ କଥା କହିଥିଲେ, ସହେିସବୁ ଇଶ୍ରାୟେଲର ରାଜାମାନଙ୍କ ପୁସ୍ତକ ରେ ଲିପିବଦ୍ଧ ହାଇେ ରହିଅଛି।

ଦିତୀୟ ବଂଶାବଳୀ 35:18

ଭବିଷ୍ଯତ୍ବକ୍ତା ଶାମୁଯଲଙ୍କେ ସମୟଠାରୁ ନିସ୍ତାରପର୍ବ ଆଉ କବେେ ହେଲେ ଏହିପରି ଭାବରେ ପାଳିତ ହାଇେ ନ ଥିଲା। ଇଶ୍ରାୟେଲର କୌଣସି ରାଜା କବେେ ହେଲେ ଏହିପରି ଭାବରେ ନିସ୍ତାରପର୍ବ ପାଳି ନ ଥିଲେ। ରାଜା ଯୋଶିୟଯ, ଯାଜକମାନେ, ଲବେୀୟମାନେ ଏବଂ ୟିରୁଶାଲମର ସମସ୍ତ ଲୋକଙ୍କ ସହିତ ସଠାେରେ ଥିବା ଯିହୁଦା ଓ ଇଶ୍ରାୟେଲର ଲୋକମାନେ ଏକ ବିଶଷେ ପ୍ରକା ରେ ନିସ୍ତାରପର୍ବର ଉତ୍ସବ ପାଳନ କଲେ।

Interlinear

Choose Theme