କିନ୍ତୁ ୟିହୋଶାବତ୍, ଯୋୟାଶ୍ ଓ ତାଙ୍କ ଧାତ୍ରୀକୁ ଅନ୍ତଃପୁରସ୍ଥ ଶଯନକକ୍ଷ ମଧିଅରେ ଲୁଚାଇ ଦେଲେ। ୟିହୋଶବତ୍ ରାଜା ଯିହାରୋମ୍ଙ୍କର କନ୍ଯା ଥିଲେ। ସେ ଯିହାୟୋଦାରଦାଙ୍କର ପତ୍ନୀ ମଧ୍ଯ ଥିଲେ। ଯିହାୟୋଦାରଦା ଜଣେ ଯାଜକ ଥିଲେ। ଆଉ ୟିହୋଶାବତ୍ ଅହସିଯଙ୍କ ଭଗ୍ନୀ ଥିଲେ। ଅଥଲିଯା ୟିହୋଶାବତ୍ଙ୍କୁ ବଧ କରିପାରିଲେ ନାହିଁ, କାରଣ ୟିହୋଶାବତ୍ ତାଙ୍କୁ ଲୁଚାଇ ଦଇେଥିଲେ।
Cross references
ସେ ମାେ ନାମ ରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁ ତା'ର ରାଜ୍ଯକକ୍ସ୍ଟ ଚିରଦିନ ପାଇଁ ଶକ୍ତିଶାଳୀ କରିବି।
ଯେ ହତେୁ ସଦାପ୍ରଭୁ ଦାଉଦଙ୍କୁ ପ୍ ରମେ କରିଥିବାରୁ ସେ ଅବିଯାମକୁ ୟିରୁଶାଲମ ଦଇେଥିଲେ। କବଳେ ଦାଉଦଙ୍କ ସକାେଶ ସେ ୟିରୁଶାଲମକୁ ସୁରକ୍ଷିତ ରଖିଥିଲେ ଓ ତାଙ୍କୁ ଉତ୍ତରାଧିକାରୀ ରୂପେ ଏକ ପୁତ୍ର ଦଇେଥିଲେ।
ମାତ୍ର ଯୋରାମ ରାଜକନ୍ଯା, ଅହସିଯଙ୍କର ଭଗିନୀ ୟିହୋଶବୋ ଯେତବେେଳେ ଦେଖିଲେ ରାଜପୁତ୍ରମାନେ ନିହତ ହେଲ, ସେ ପୁତ୍ରମାନଙ୍କ ମଧ୍ଯରୁ ୟୋଯାଶକୁ ନଇଗେଲେ। ସେ ଶିଶୁ ଓ ତାହାର ଧାତ୍ରୀକୁ ନଇେ ଶଯନାଗାର ରେ ଲୁଗ୍ଭଇ ରଖିଲା। ତାକୁ ଲୁଗ୍ଭଇ ରଖିବାରୁ ସେ ଅଥଲିଯାଠାରୁ ହତ ହେଲା ନାହିଁ।
କିନ୍ତୁ ସଦାପ୍ରଭୁ ଦାଉଦଙ୍କ ସହିତ କରିଥିବା ଚୁକ୍ତି ହତେୁ ଦାଉଦଙ୍କ ଗୃହକୁ ଧ୍ବଂସ କଲେ ନାହିଁ। ସଦାପ୍ରଭୁ ପ୍ରତିଜ୍ଞା କରିଥିଲେ ଯେ, ସେ ଦାଉଦ ଓ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ଚିରକାଳ ଏକ ପ୍ରଦୀପ ଜ୍ବଳାଇ ରଖିବେ।
ଛଅ ବର୍ଷ ପରେ, ଯିହାୟୋଦାରଦା ତାଙ୍କ ଶକ୍ତିର ପ୍ରଦର୍ଶନ କଲେ। ସେ ପ୍ରେତ୍ୟକକଙ୍କର 100 ଜଣ ସୈନ୍ଯ ଥିବା କପ୍ତାନଙ୍କର ସହିତ ଏକ ଚୁକ୍ତି କଲେ। ସହେି କପ୍ତାନମାନେ ଥିଲେ : ୟିରୋହାମ୍ଙ୍କ ପୁତ୍ର ଅସରିଯ, ଯିହାୟୋଦାରନାଙ୍କ ପୁତ୍ର ଇଶ୍ମାଯଲେ, ଅସରିଯଙ୍କ ପୁତ୍ର ଓବେଦ୍, ଅଦାଯାଙ୍କ ପୁତ୍ର ମା ସଯେ ଓ ସିଖ୍ରିଙ୍କ ପୁତ୍ର ଇଲୀଶାଫଟ୍।
ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ଯର୍ଥ କରି ପାରନ୍ତି। ସେ ସମାନଙ୍କେ ସମସ୍ତ ଯୋଜନାକୁ ବ୍ଯର୍ଥ କରି ପାରନ୍ତି।
ହେ ପରମେଶ୍ବର, ଯେତବେେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କୋର୍ଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।
ସଦାପ୍ରଭୁଙ୍କ ବିରୁଦ୍ଧ ରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।
ସଦାପ୍ରଭୁ ଏହିକଥା କୁହନ୍ତି, ଯେତବେେଳେ ଦ୍ରାକ୍ଷାଫଳ ରେ ନୂତନ ଦ୍ରାକ୍ଷାରସ ମିଳେ, ଲୋକେ କୁହନ୍ତି, ଏହାକୁ ନଷ୍ଟ କର ନାହିଁ। କାରଣ ଏଥି ରେ ଆଶୀର୍ବାଦ ଅଛି, ସହେିପରି ଆମ୍ଭ ଦାସମାନଙ୍କ ପାଇଁ ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।
ପୁଣି ସେ ମାେତେ କହିଲେ, ଏହି ଦକ୍ଷିଣାଭିମୁଖୀ କଠାେରୀଟି ସଦାପ୍ରଭୁଙ୍କ ମନ୍ଦିରର ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି।
ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧ ରେ ଏକତ୍ର ମନ୍ତ୍ରଣା କଲେ ସମାନେେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା।