Home Bibles ☰ Books ଦିତୀୟ ବଂଶାବଳୀ 23:5 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 23:5 · ଓଡ଼ିଆ ବାଇବେଲ

ତୁମ୍ଭମାନଙ୍କର ଏକ ତୃତୀଯାଂଶ ରାଜାଙ୍କ ଗୃହ ରେ ରହିବ। ତୁମ୍ଭମାନଙ୍କର ଅନ୍ୟ ଏକ-ତୃତୀଯାଂଶ ଝର ଫାଟକ ନିକଟରେ ଜଗି ରହିବ। କିନ୍ତୁ ଅନ୍ୟ ଲୋକ ସମସ୍ତେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣ ମଧିଅରେ ରହିବେ।

Cross references

ଦିତୀୟ ରାଜାବଳୀ 11:5

ତା'ପରେ ସେ ସମାନଙ୍କେୁ ଆଜ୍ଞା ଦଇେ କହନ୍ତି, ତୁମ୍ଭମାନେେ ଏହା ନିଶ୍ଚଯ କରିବ। ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ବିଶ୍ରାମ ଦିନ ଆରମ୍ଭ ରେ ଏହି ପ୍ରାସାଦକୁ ପ୍ରହରା ଦବୋକୁ ନିଶ୍ଚଯ ଆସିବ।

ଯିହିଜିକଲ 44:2

ତା'ପ ରେ ସଦାପ୍ରଭୁ ମାେତେ କହିଲେ, ଏହି ଫାଟକ ବନ୍ଦ ରହିବ। ତାହା ମୁକ୍ତ ହବେ ନାହିଁ କିମ୍ବା କୌଣସି ମନୁଷ୍ଯ ତାହାଦଇେ ପ୍ରବେଶ କରିବ ନାହିଁ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ତାହାଦଇେ ପ୍ରବେଶ କରିଅଛନ୍ତି, ଏଥିପାଇଁ ତାହା ବନ୍ଦ ରହିବ।

ଯିହିଜିକଲ 46:2

ପୁଣି ଅଧିପତି ବାହାର ଦ୍ବାରର ବାରଣ୍ଡା ଦଇେ ପ୍ରବେଶ କରିବେ ଓ ଦ୍ବାର ଚୌକାଠ ନିକଟରେ ଠିଆ ହବେେ। ଆଉ ଯାଜକମାନେ ତାଙ୍କର ହାମାେର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ସେ ଦ୍ବାର ପ୍ରବେଶ ସ୍ଥାନ ରେ ପ୍ରଣାମ କରିବେ ଓ ତା'ପ ରେ ବାହାରି ଯିବେ। କିନ୍ତୁ ସନ୍ଧ୍ଯା ପର୍ୟ୍ଯନ୍ତ ଦ୍ବାର ବନ୍ଦ କରାୟିବ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:2

ସମାନେେ ଉପାସନା ମନ୍ଦିର ପରିସର ମଧିଅରେ ଯାଉଥିବା ସମୟରେ ଜଣେ ଲୋକ ସଠାେରେ ଥିଲା। ସେ ଜନ୍ମରୁ ପଙ୍ଗୁ ହାଇେଥିବାରୁ ଚାଲିପାରୁ ନଥିଲେ। ସମାନେେ ତାହାକୁ ସବୁଦିନ ମନ୍ଦିରରୁ 'ସୁନ୍ଦର ଫାଟକ' ପାଖ ରେ ବ ସଇେ ଦେଉଥିଲେ। ସେ ମନ୍ଦିରକୁ ଯାଉଥିବା ଲୋକମାନଙ୍କଠାରୁ ପଇସା ମାଗୁଥିଲା।

Interlinear

Choose Theme