ଦିତୀୟ ବଂଶାବଳୀ 23:6 · ଓଡ଼ିଆ ବାଇବେଲ
ସଦାପ୍ରଭୁଙ୍କ ମନ୍ଦିର ମଧ୍ଯକୁ କୌଣସି ବ୍ଯକ୍ତିକୁ ଆସିବାକୁ ଦବେ ନାହିଁ। କବଳେ ସବୋକାର୍ୟ୍ଯ କରୁଥିବା ଯାଜକ ଓ ଲବେୀୟମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ମଧ୍ଯକୁ ଆସିବାକୁ ଅନୁମତି ଦବେ, କାରଣ ସମାନେେ ପବିତ୍ର ଅଟନ୍ତି। କିନ୍ତୁ ଅନ୍ୟ ସମସ୍ତ ଲୋକଙ୍କୁ ସଦାପ୍ରଭୁ ଯେଉଁ କର୍ମ ଦଇେଛନ୍ତି, ତାହା ସମାନଙ୍କେୁ କରିବାକୁ ପଡ଼ିବ।
Cross references
ଦିତୀୟ ରାଜାବଳୀ 11:6
ଅନ୍ୟ ଏକତୃତୀଯାଂଶ ସୂର ଫାଟକରେ ରହିବେ ଓ ଆଉ ଏକତୃତୀଯାଂଶ ପ୍ରହରିମାନଙ୍କର ପଛ ଫାଟକରେ ରହିବେ। ଏହିରୂପେ ତୁମ୍ଭମାନେେ ପୁରା ଦମ୍ ରେ ପ୍ରାସାଦକୁ ଜଗିବ।
ପ୍ରଥମ ବଂଶାବଳୀ 23:28
ସଦାପ୍ରଭୁଙ୍କ ମନ୍ଦିରର ସବୋକାର୍ୟ୍ଯ ରେ ହାରୋଣଙ୍କ ବଂଶଧରମାନଙ୍କୁ ସାହାୟ୍ଯ କରିବା ଲବେୀୟମାନଙ୍କ କାର୍ୟ୍ଯ ଥିଲା। ଲବେୀୟମାନେ ଆହୁରି ମଧ୍ଯ ମନ୍ଦିରର ପ୍ରାଙ୍ଗଣ ଓ ପାଶର୍ବବର୍ତ୍ତୀ କଠାେରୀଗୁଡ଼ିକର ଯତ୍ନ ନେଉଥିଲେ। ସମସ୍ତ ପବିତ୍ର ସାମଗ୍ରୀକୁ ଶୁଚି କରିବା ସମାନଙ୍କେର କାର୍ୟ୍ଯ ଥିଲା। ପରମେଶ୍ବରଙ୍କ ମନ୍ଦିରର ସବୋ କରିବା କାର୍ୟ୍ଯ ସମାନଙ୍କେର ଥିଲା।