ଲବେୀୟମାନଙ୍କୁ ରାଜାଙ୍କ ନିକଟରେ ରହିବାକୁ ହବେ। ପ୍ରେତ୍ୟକକ ବ୍ଯକ୍ତି ନିଜ ନିଜର ଖଡ୍ଗକୁ ସଙ୍ଗ ରେ ରଖିବେ। ଯଦି କୌଣସି ବ୍ଯକ୍ତି ମନ୍ଦିର ମଧିଅରେ ପ୍ରବେଶ କରିବାକୁ ଚେଷ୍ଟା କରିବ, ତବେେ ତାହାକୁ ବଧ କରିବ। ରାଜା ଯେଉଁଆଡ଼େ ଯିବେ, ତୁମ୍ଭମାନଙ୍କୁ ତାଙ୍କ ସହିତ ରହିବାକୁ ପଡ଼ିବ।
Cross references
କିନ୍ତୁ ତୁମ୍ଭେ ଲୋକମାନଙ୍କୁ ଦୂ ରଇେ ରହିବା ପାଇଁ କୁହ। ଏକ ସୀମା ନିର୍ଦ୍ଧାରଣ କର, ସହେି ସୀମାକୁ ଯେପରି କହେି ସ୍ପର୍ଶ କରି ପାରିବ ନାହିଁ। ପଶୁ ହେଉ କି ମନୁଷ୍ଯ ହେଉ ୟିଏ ପର୍ବତ ସ୍ପର୍ଶ କରିବ ସେ ମରିବ।
କିନ୍ତୁ ଯଦି ଜଣେ ବ୍ଯକ୍ତି ଇଚ୍ଛା କରି କିମ୍ବା ରାଗ ରେ ଅନ୍ୟଜଣକୁ ହତ୍ଯା କରେ, ତବେେ ହତ୍ଯାକାରୀ ନିଶ୍ଚିତ ମୃତ୍ଯୁଦଣ୍ଡ ପାଇବ। ତାକୁ ମାରେ ୟଜ୍ଞବଦେୀ ପାଖରୁ ନଇୟୋଅ ଓ ହତ୍ଯା କର।
ପୁଣି ତୁମ୍ଭେ ହାରୋଣ, ତା'ର ପୁତ୍ରଗଣଙ୍କୁ ଯାଜକରୂପେ ନିୟୁକ୍ତି କରିବ। ସମାନେେ ଯାଜକରୂପେ ସବୋ କାର୍ୟ୍ଯ କରିବେ। ଯଦି କୌଣସି ବିଦେଶୀ ପାଖକୁ ଆ ସେ, ତାକୁ ଆଇନ ସଙ୍ଗତ କାର୍ୟ୍ଯ କରିବ।
ମାଶାେ, ହାରୋଣ ଓ ତାହାର ପୁତ୍ରଗଣ ଆବାସର ତମ୍ବୁସବୁ ପବିତ୍ର ତମ୍ବୁର ପୂର୍ବଦିଗ ସମ୍ମୁଖ ରେ ଛାଉଣୀ ସ୍ଥାପନ କରିବେ। ସମାନେେ ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ ପବିତ୍ରସ୍ଥାନର ରକ୍ଷା କରିବେ। ଯଦି କୌଣସି ବିଦେଶୀ ଏହା ପାଖକୁ ୟାଏ, ତାକୁ ମୁତ୍ଯୁଦଣ୍ତ ଦିଆୟିବ।
ତୁମ୍ଭମାନେେ ରାଜା ଯୋଯାଶକୁ ବେଷ୍ଟନ କରି ରହିବ। ସେ ଯେତବେେଳେ ଯିବେ, ତୁମ୍ଭେ ତାଙ୍କ ସହିତ ନିଶ୍ଚଯ ରହିବ। ତୁମ୍ଭମାନେେ ସର୍ବଦା ଅସ୍ତ୍ର ରେ ସଜ୍ଜିତ ହାଇେ ରହିବ। ଯେ କୌଣସି ଲୋକ ତୁମ୍ଭର ଅତି ନିକଟକୁ ଆ ସେ ତାକୁ ହତ୍ଯା କରାୟିବ।