Home Bibles ଦିତୀୟ ବଂଶାବଳୀ 24:3 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 24:3 · ଓଡ଼ିଆ ବାଇବେଲ

ୟିହୋଯାଦା ୟୋଯାଶ୍ଙ୍କ ନିମନ୍ତେ ଦୁଇଜଣ ସ୍ତ୍ରୀ ବାଛିଲେ। ଯୋୟାଶ୍ ପୁତ୍ର ଓ କନ୍ଯାମାନଙ୍କୁ ଜନ୍ମ ଦେଲେ।

Cross references

ଆଦି ପୁସ୍ତକ 4:19

ଲମେକ ଦୁଇଟି ସ୍ତ୍ରୀ ବିବାହ କଲେ, ଜଣଙ୍କର ନାମ ଆଦା ଓ ଅନ୍ୟ ଜଣଙ୍କର ନାମ ଥିଲା ସିଲ୍ଲା।

ଆଦି ପୁସ୍ତକ 21:21

ତାଙ୍କର ମା ତାଙ୍କ ପାଇଁ ଏକ ସ୍ତ୍ରୀ ମିଶର ରେ ଠିକ୍ କଲେ। ସମାନେେ ପାରଣ ନାମକ ମରୁଭୂମିରେ ବାସ କଲେ।

ଆଦି ପୁସ୍ତକ 24:4

ମାରେ ଜନ୍ମସ୍ଥାନକୁ ୟାଅ ଇସ୍ହାକ ପାଇଁ ଏକ ପତ୍ନୀ ଧରି ଆସ।

ଦିତୀୟ ବଂଶାବଳୀ 24:15

ଯିହାୟୋଦାରଦା ବୃଦ୍ଧ ହେଲେ। ସେ ଦୀର୍ଘଜୀବି ଥିଲେ, ତା'ପରେ ସେ ମୃତ୍ଯୁବରଣ କଲେ। ଯିହାୟୋଦାରଦା 130 ବର୍ଷ ବଯସ ରେ ମୃତ୍ଯୁବରଣ କଲେ।

ମାଥିଉଲିଖିତ ସୁସମାଚାର 19:4

ଯୀଶୁ କହିଲେ, ତୁମ୍ଭେ ନିଶ୍ଚୟ ଶାସ୍ତ୍ର ରେ ପଢ଼ିଛ ଯେ, 'ସୃଷ୍ଟିକର୍ତ୍ତା ମୂଳରୁ ଲୋକମାନଙ୍କୁ ସ୍ତ୍ରୀ ଓ ପୁରୁଷ ରୂପରେ ସୃଷ୍ଟି କରିଥିଲେ?'

Interlinear

Choose Theme