Home Bibles ଦିତୀୟ ବଂଶାବଳୀ 24:4 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 24:4 · ଓଡ଼ିଆ ବାଇବେଲ

ପରେ, ଯୋୟାଶ୍ ସଦାପ୍ରଭୁଙ୍କ ମନ୍ଦିରକୁ ପୁନଃନିର୍ମାଣ କରିବା ନିମନ୍ତେ ନିଷ୍ପତ୍ତି ନେଲେ।

Cross references

ଦିତୀୟ ବଂଶାବଳୀ 24:18

ରାଜା ଓ ସହେି ନେତାମାନେ ସଦାପ୍ରଭୁ ପରମେଶ୍ବରଙ୍କର ମନ୍ଦିରକୁ ଅଗ୍ରାହ୍ଯ କଲେ। ସମାନଙ୍କେର ପୂର୍ବପୁରୁଷମାନେ ସଦାପ୍ରଭୁ ପରମେଶ୍ବରଙ୍କର ଅନୁଗମନ କରିଥିଲେ। ସମାନେେ ଆଶରୋ ସ୍ତମ୍ଭ ଓ ଅନ୍ୟ ମୂର୍ତ୍ତିଗୁଡ଼ିକୁ ପୂଜା କଲେ। ପରମେଶ୍ବର ଯିହୁଦାର ଓ ୟିରୁଶାଲମର ଲୋକମାନଙ୍କ ଉପରେ କୋର୍ଧ କଲେ, କାରଣ ରାଜା ଓ ସହେି ନେତାମାନେ ଦୋଷୀ ଥିଲେ।

Interlinear

Choose Theme