Home Bibles ଦିତୀୟ ବଂଶାବଳୀ 25:11 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 25:11 · ଓଡ଼ିଆ ବାଇବେଲ

ଏହାପରେ ଅମତ୍ସିଯ ଅତ୍ଯନ୍ତ ସାହସୀ ହାଇେ ଉଠିଲେ ଓ ତାଙ୍କର ସୈନ୍ଯଦଳକୁ ଲବଣ-ଉପତ୍ୟକାକୁ କଢ଼ାଇ ନେଲେ। ସହେି ସ୍ଥାନ ରେ, ଅମତ୍ସିଯଙ୍କ ସୈନ୍ଯଦଳ ସଯେୀରର 10,000 ଲୋକଙ୍କୁ ହତ୍ଯା କଲେ।

Cross references

ଦିତୀୟ ଶାମୁୟେଲ 8:13

ଦାଉଦ ଲବଣ ନାମକ ଉପତ୍ୟକା ରେ ଅରାମୀଯମାନଙ୍କର 18,000 ସୈନ୍ଯଙ୍କକ୍ସ୍ଟ ବଧ କରିଥିଲେ ଓ ସେ ଯେତବେେଳେ ଘରକକ୍ସ୍ଟ ଫରେିଲେ ସେତବେେଳେ ବହକ୍ସ୍ଟତ ଖ୍ଯାତି ଅର୍ଜନ କରିଥିଲେ।

ଦିତୀୟ ରାଜାବଳୀ 14:7

ଅମତ୍ସିଯ ଲବଣ ଉପତ୍ୟକା ରେ 10,000 ଇଦୋମ ଲୋକଙ୍କୁ ବଧ କଲେ ଓ ୟୁଦ୍ଧ ରେ ସେଲା ନଗର ଅଧିକାର କରି ତାହାର ନାମ ୟକ୍ତଲେ ରଖିଲେ। ତାହା ଆଜି ମଧ୍ଯ ୟକ୍ତଲେ ନାମ ରେ ପରିଚିତ।

ଗୀତସଂହିତା 60:1

ପରମେଶ୍ବର, ତୁମ୍ଭେ ଆମ୍ଭମାନଙ୍କୁ ପ୍ରତ୍ଯାଖ୍ଯାନ କରି ପରାଜିତ କରିଅଛ। ତୁମ୍ଭେ ଆମ୍ଭମାନଙ୍କ ସହିତ ରାଗିଛ। କିନ୍ତୁ ଦୟାକରି ତୁମ୍ଭେ ଆମ୍ଭମାନଙ୍କୁ ପୁନଃସ୍ଥାପନ କର।

Interlinear

Choose Theme