Home Bibles ଦିତୀୟ ବଂଶାବଳୀ 25:13 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 25:13 · ଓଡ଼ିଆ ବାଇବେଲ

କିନ୍ତୁ ସହେି ସମୟରେ ହିଁ ଇଶ୍ରାୟେଲୀୟ ସୈନ୍ଯଦଳ ଯିହୁଦାର କେତକେ ସହର ଉପରେ ଆକ୍ରମଣ କରୁଥିଲେ। ସମାନେେ ଶମରିଆଠାରୁ ବୈଥ୍ହାରେଣ୍ ପର୍ୟ୍ଯନ୍ତ ସହରଗୁଡ଼ିକୁ ଆକ୍ରମଣ କଲେ। ସମାନେେ 3,000 ଲୋକଙ୍କୁ ହତ୍ଯା କଲେ ଓ ଅନକେ ବହୁମୂଲ୍ଯ ସାମଗ୍ରୀମାନ ନଇଗେଲେ। ଅମତ୍ସିଯ ସମାନଙ୍କେୁ ୟୁଦ୍ଧ ରେ ଯୋଗ ଦଇେ ନ ଥିଲେ।

Cross references

ଯିହୋଶୂୟ 10:10

ସଦାପ୍ରଭୁ ସୈନ୍ଯବାହୀନିକକ୍ସ୍ଟ ଦ୍ବନ୍ଦ ରେ ପକାଇଲେ, ଯେତବେେଳେ ଇଶ୍ରାୟେଲୀୟମାନେ ସମାନଙ୍କେୁ ଆକ୍ରମଣ କଲେ। ତେଣୁ ଇଶ୍ରାୟେଲୀୟମାନେ ସମାନଙ୍କେ ଉପରେ ବିଜଯ ଲାଭ କଲେ। ଇଶ୍ରାୟେଲୀୟମାନେ ଗିବିଯୋନଠାରକ୍ସ୍ଟ ଆକ୍ରମଣ କରି ବୈଥୋରୋଣ ପର୍ୟ୍ଯନ୍ତ ଗୋଡ଼ାଇଲେ, ଆଉ ଅ ସକୋ ଓ ମକ୍କଦୋ ପର୍ୟ୍ଯନ୍ତ ରାସ୍ତା ରେ ସମାନଙ୍କେୁ ପରାସ୍ତ କଲେ।

ପ୍ରଥମ ରାଜାବଳୀ 9:17

ଶଲୋମନ ଗଷେର ଓ ଅଧଃସ୍ଥିତ ବୈଥୋରୋଣ ନଗର ନିର୍ମାଣ କଲେ।

ପ୍ରଥମ ରାଜାବଳୀ 16:24

ମାତ୍ର ସେ ଶମରଙ୍କେୁ ଦୁଇ ତଳାନ୍ତ ରୂପା ଦଇେ ଶମରୋଶ୍ ପର୍ବତ କ୍ରଯ କଲେ। ସେ ଶମରୋତ ପର୍ବତ ଉପରେ ଏକ ନଗର ନିର୍ମାଣ କଲେ। ସହେି ପର୍ବତର ମାଲିକର ନାମ ଶମରେର ନାମାନୁସା ରେ ନଗରର ନାମ ଶମରିଯା ରଖିଲେ।

ପ୍ରଥମ ରାଜାବଳୀ 16:29

ଯିହୁଦା ରେ ଆସାଙ୍କ ରାଜତ୍ବ କାଳର ଅଠତିରିଶ ବର୍ଷ ରେ ଅମ୍ରିଙ୍କ ପୁତ୍ର ଆହାବ୍ ଇଶ୍ରାୟେଲର ରାଜା ହେଲେ। ଆହାବ୍ ଇଶ୍ରାୟେଲର ଶମରିଯା ନଗର ରେ ବାଇଶ ବର୍ଷ ରାଜତ୍ବ କଲେ।

ଦିତୀୟ ବଂଶାବଳୀ 8:5

ଶଲୋମନ ଉର୍ଦ୍ଧ୍ବସ୍ଥ ବୈଥ୍ହାରେଣ୍ ଓ ନୀଚ୍ଚସ୍ଥ ବୈଥହାରଣରେ ସହରଗୁଡ଼ିକୁ ଆଉଥରେ ନିର୍ମାଣ କଲେ। ସେ ଏହି ସହରଗୁଡ଼ିକୁ ଦୃଢ଼ ଦୁର୍ଗ ରେ ପରିଣତ କଲେ। ସହେି ସହରଗୁଡ଼ିକରେ ଅତି ସୁଦୃଢ଼ ପ୍ରାଚୀର, ଦ୍ବାର ଓ ଦ୍ବାରଗୁଡ଼ିକରେ ଦୃଢ଼ ଅର୍ଗଳ ଥିଲା।

Interlinear

Choose Theme