Home Bibles ଦିତୀୟ ବଂଶାବଳୀ 25:22 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 25:22 · ଓଡ଼ିଆ ବାଇବେଲ

ଇଶ୍ରାୟେଲର ଯିହୁଦାକୁ ପରାସ୍ତ କଲେ। ଯିହୁଦାର ପ୍ରେତ୍ୟକକ ଲୋକ ନିଜ ଗୃହକୁ ଦୌଡ଼ି ପଳାଇଲେ।

Cross references

ପ୍ରଥମ ଶାମୁୟେଲ 4:10

ତହିଁରେ ପଲେଷ୍ଟୀୟମାନେ ୟକ୍ସ୍ଟଦ୍ଧ କଲେ ଓ ଇଶ୍ରାୟେଲୀୟମାନେ ପରାସ୍ତ ହାଇେ ପ୍ରେତ୍ୟକକ ଆପଣା ଆପଣା ତମ୍ବୁକକ୍ସ୍ଟ ଫରେିଗଲେ, ସେତବେେଳେ ଅତି ମହାସଂହାର ହେଲା, କାରଣ ସେଥି ରେ ଇଶ୍ରାୟେଲର 30,000 ପଦାତିକ ସୈନ୍ଯ ମରି ପଡିଲେ।

ପ୍ରଥମ ରାଜାବଳୀ 22:36

ପୁଣି ସୂର୍ୟ୍ଯାସ୍ତ ବଳକେୁ ପ୍ରେତ୍ୟକଙ୍କୁ ନିଜ ନିଜ ନଗରକୁ ଓ ଦେଶକୁ ଫରେିୟିବାକୁ ଆଦେଶ ଦିଆଗଲା।

ଦିତୀୟ ରାଜାବଳୀ 13:12

ୟୋଯାଶଙ୍କ ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିଯା ଓ ଯେଉଁ ପରାକ୍ରମ ରେ ସେ ଯିହୁଦା ରେ ରାଜା ଅମତ୍ସିଯ ସଙ୍ଗେ ୟୁଦ୍ଧ କରିଥିଲେ ତାହା ସବୁ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।

ଦିତୀୟ ବଂଶାବଳୀ 28:5

ଆହସ୍ ପାପ କଲେ, ତେଣୁ ସଦାପ୍ରଭୁ ତାଙ୍କର ପରମେଶ୍ବର ଅରାମର ରାଜାଙ୍କ ଦ୍ବାରା ଆହସ୍ଙ୍କୁ ପରାସ୍ତ କଲେ। ଅରାମର ରାଜା ଓ ତାଙ୍କର ସୈନ୍ଯଦଳ ଆହସ୍ଙ୍କୁ ପରାସ୍ତ କଲେ ଓ ଯିହୁଦାର ଅନକେ ଲୋକଙ୍କୁ ବନ୍ଦୀ କରି ନେଲେ। ଅରାମର ରାଜା ସହେି ବନ୍ଦୀମାନଙ୍କୁ ଦମ୍ମେଶକ ନଗରକୁ ନଇଗେଲେ। ସଦାପ୍ରଭୁ ଇଶ୍ରାୟେଲର ରାଜା ପକହଙ୍କେ ଦ୍ବାରା ମଧ୍ଯ ଆହସ୍ଙ୍କୁ ପରାସ୍ତ କଲେ।

Interlinear

Choose Theme