ରାଜା ଉଷିୟ ଜଣେ କୁଷ୍ଠ ରୋଗଗ୍ରସ୍ଥ। ସେ ସଦାପ୍ରଭୁଙ୍କ ମନ୍ଦିର ମଧିଅରେ ପ୍ରବେଶ କରିପାରିବେ ନାହିଁ। ଉଷିୟଙ୍କ ପୁତ୍ର ଯୋଥମ୍ ରାଜାଙ୍କ ଗୃହକୁ ନିଯନ୍ତ୍ରଣ କଲେ ଓ ଲୋକମାନଙ୍କର ରାଜ୍ଯପାଳ ହେଲେ।
Cross references
ତାହାଠା ରେ ଯେତଦେିନ ୟାଏ ଘା' ରହିବ, େସତଦେିନ ୟାଏ ସେ ଅଶୁଚି ରହିବ, ସେ ଅଶୁଚି ଯୋଗୁଁ ଏକାକୀ ବାସ କରିବ ଓ ଛାଉଣୀର ବାହା ରେ ତାହାର ବାସସ୍ଥାନ ରହିବ।
ଏକ ମନୁଷ୍ଯକୁ, ଯାହାକୁ ହାନିକାରକ ଚର୍ମରୋଗ ପ୍ରମହେ ଓ ୟିଏ ମୃତଶବକୁ ଛୁଇଁଥାଏ ସେ ନିଶ୍ଚଯ ଛାଉଣୀରୁ ବାହାରକୁ ୟିବ, ଇଶ୍ରାୟେଲ ଲୋକମାନଙ୍କୁ ଏହି ଆଜ୍ଞା ଦିଅ।
ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ଇଶ୍ରାୟେଲ ସନ୍ତାନଗଣ ପରମେଶ୍ବରଙ୍କ ଆଜ୍ଞା ପାଳନ କଲେ ଓ ସମାନଙ୍କେୁ ଛାଉଣୀର ବାହା ରେ ରଖିଲେ।
ତହୁଁ ମିରଯମ ସାତଦିନ ପର୍ୟ୍ଯନ୍ତ ଛାଉଣୀ ବାହା ରେ ରହିଲା। ସେ ପୁନର୍ବାର ଭିତରକୁ ନ ଆସିବା ୟାଏ ଲୋକମାନେ ୟାତ୍ରା କଲେ ନାହିଁ।
ସହେି ସମୟରେ ନଗରଦ୍ବାର ପ୍ରବେଶ ସ୍ଥାନ ରେ ଗ୍ଭରିଜଣ କୁଷ୍ଠୀ ଥିଲେ। ସମାନେେ ପରସ୍ପରକୁ କହିଲେ, ଆମ୍ଭମାନେେ ମୃତ୍ଯୁକୁ ଅପେକ୍ଷା କରି ଏଠା ରେ କାହିଁକି ବସିଅଛୁ?
ପୁଣି ସଦାପ୍ରଭୁ ଅସରିଯଙ୍କୁ ମରଣ ପର୍ୟ୍ଯନ୍ତ କୁଷ୍ଠୀ କରି ଦେଲେ ଓ ସେ ଏକ ପୃଥକ ଗୃହ ରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ ଗୃହର କର୍ତ୍ତା ହାଇେ ଦେଶସ୍ଥ ଲୋକମାନଙ୍କର ବିଗ୍ଭର କଲେ।
ୟୋଥାମ୍ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଷୋହଳ ବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କର ନାମ ଥିଲା ୟିରୁଶା। ୟିରୁଶା ସାଦୋକ୍ଙ୍କର କନ୍ଯା ଥିଲେ।