Home Bibles ☰ Books ଦିତୀୟ ବଂଶାବଳୀ 26:4 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 26:4 · ଓଡ଼ିଆ ବାଇବେଲ

ଉଷିୟ ଏହିସବୁ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କଲେ। ସେ ତାଙ୍କର ପିତା ଅମତ୍ସିଯଙ୍କ ପରି ପରମେଶ୍ବରଙ୍କୁ ମାନିଲେ।

Cross references

ଦିତୀୟ ବଂଶାବଳୀ 24:2

ଯାଜକ ୟିହୋଯାଦା ଜୀବିତ ଥିବା ପର୍ୟ୍ଯନ୍ତ ଯୋୟାଶ୍ ଯଥାର୍ଥ କର୍ମ କଲେ।

ଦିତୀୟ ବଂଶାବଳୀ 25:2

ଅମତ୍ସିଯ ସଦାପ୍ରଭୁଙ୍କର ଇଚ୍ଛାନୁୟାଯୀ କର୍ମ କଲେ। କିନ୍ତୁ ସେ ଆପଣାର ସମ୍ପୂର୍ଣ୍ଣ ହୃଦଯର ସହିତ ତାହା କଲେ ନାହିଁ।

ଦିତୀୟ ବଂଶାବଳୀ 27:2

ୟୋଥାମ୍ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କର୍ମ କଲେ। ତାଙ୍କର ପିତା ଉଷିୟ ଯେଉଁପରି କରିଥିଲେ, ସେ ସହେିପରି ପରମେଶ୍ବରଙ୍କର ବାଧ୍ଯ ହେଲେ। କିନ୍ତୁ ଯୋଥମ୍ ତାଙ୍କର ପିତାଙ୍କ ପରି ସୁଗନ୍ଧିଧୂପ ଜ୍ବଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିର ରେ ପ୍ରବେଶ କରି ନ ଥିଲେ। କିନ୍ତୁ ଲୋକମାନେ ମନ୍ଦକର୍ମ କରିବା ଜାରି ରଖିଲେ।

ଦିତୀୟ ବଂଶାବଳୀ 29:2

ହିଜକିଯ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଯଥାର୍ଥ କର୍ମ କଲେ।

Interlinear

Choose Theme