Home Bibles ଦିତୀୟ ବଂଶାବଳୀ 27:6 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 27:6 · ଓଡ଼ିଆ ବାଇବେଲ

ଯୋଥମ୍ ବିଶ୍ବସ୍ତ ଭାବରେ ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କର ବାଧ୍ଯ ହବୋରୁ ପରାକ୍ରମୀ ହାଇେ ଉଠିଲେ।

Cross references

ଦିତୀୟ ବଂଶାବଳୀ 17:3

ସଦାପ୍ରଭୁ ଯିହାଶାଫେଟ୍ଙ୍କ ସହିତ ଥିଲେ, କାରଣ ଯିହାଶାଫେଟ୍ ଆରମ୍ଭରୁ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ତୁଲ୍ଯ ଉତ୍ତମ କର୍ମମାନ କରିଥିଲେ। ଯିହାଶାଫେଟ୍ ବାଲ୍ ପ୍ରତିମାମାନଙ୍କର ଉପାସନା କଲେ ନାହିଁ।

ଦିତୀୟ ବଂଶାବଳୀ 17:4

ଯିହାଶାଫେଟ୍ଙ୍କର ପୂର୍ବପୁରୁଷମାନେ ଯେଉଁ ପରମେଶ୍ବରଙ୍କର ଅନୁଗାମୀ ହାଇେଥିଲେ, ଯିହାଶାଫେଟ୍ ତାଙ୍କର ଅନ୍ବଷେଣ କଲେ। ସେ ପରମେଶ୍ବରଙ୍କ ଆଜ୍ଞା ସକଳର ଅନୁଗାମୀ ହେଲେ। ସେ ପରମେଶ୍ବରଙ୍କ ଆଜ୍ଞା ସକଳର ଅନୁଗାମୀ ହେଲେ। ଇଶ୍ରାୟେଲର ଲୋକମାନେ ଯେପରି ଜୀବନ କାଟୁଥିଲେ, ସେ ସେପ୍ରକାର ଜୀବନ କାଟୁ ନ ଥିଲେ।

ଦିତୀୟ ବଂଶାବଳୀ 19:3

କିନ୍ତୁ ତୁମ୍ଭେ ଜୀବନ ରେ କେତକେ ଉତ୍ତମ ବିଷଯ କରିଅଛ। ତୁମ୍ଭେ ଏହି ଦେଶରୁ ଆଶରୋ ସ୍ତମ୍ଭଗୁଡ଼ିକୁ ଧ୍ବଂସ କରି ଦଇେଅଛ ଓ ତୁମ୍ଭେ ପରମେଶ୍ବରଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭ ଅନ୍ତର ରେ ସିଦ୍ଧାନ୍ତ ନଇେଅଛ।

ଦିତୀୟ ବଂଶାବଳୀ 26:5

ଉଷିୟ ଜିଖରିଯଙ୍କ ଜୀବନକାଳ ମଧିଅରେ ପରମେଶ୍ବରଙ୍କର ଅନୁଗମନ କଲେ। ପରମେଶ୍ବରଙ୍କୁ କିପରି ସମ୍ମାନ କରିବାକୁ ଓ ତାଙ୍କର ବାଧ୍ଯ ହବୋକୁ ହବେ, ତାହା ଜିଖରିଯ ଉଷିୟଙ୍କୁ ଶିକ୍ଷା ଦେଲେ। ଉଷିୟ ଯେତବେେଳେ ସଦାପ୍ରଭୁଙ୍କର ବାଧ୍ଯ ହେଲେ, ପରମେଶ୍ବର ତାଙ୍କୁ ସଫଳତା ଦେଲେ।

Interlinear

Choose Theme