Home Bibles ଦିତୀୟ ବଂଶାବଳୀ 27:7 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 27:7 · ଓଡ଼ିଆ ବାଇବେଲ

ଯୋଥମ୍ ଅନ୍ୟ ଯେ ସମସ୍ତ କାର୍ୟ୍ଯ କରିଥିଲେ ଓ ସେ କରିଥିବା ୟୁଦ୍ଧର ବିବରଣୀ ଇଶ୍ରାୟେଲ ଓ ଯିହୁଦାର ରାଜାମାନଙ୍କର ପୁସ୍ତକରେ ଲଖାେ ୟାଇଅଛି।

Cross references

ଦିତୀୟ ରାଜାବଳୀ 15:36

ଯୋଥମଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ମହାନ କ୍ରିଯା ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।

ଦିତୀୟ ବଂଶାବଳୀ 20:34

ଯିହାଶାଫେଟ୍ ଆଉ ଯେଉଁସବୁ କର୍ମ କରିଥିଲେ, ସହେିସବୁ ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ହନାନିଙ୍କ ପୁତ୍ର ଯହେୂଙ୍କର ସରକାରୀ ଦଲିଲ ରେ ଲିପିବଦ୍ଧ ହାଇେ ରହିଅଛି। ଏହି ବିଷଯଗୁଡ଼ିକର ନକଲ କରାଗଲା ଓ ତାହାକୁ ଇଶ୍ରାୟେଲର ରାଜାମାନଙ୍କର ଇତିହାସ ପୁସ୍ତକର ଅନ୍ତଭୁର୍କ୍ତ କରାଗଲା।

ଦିତୀୟ ବଂଶାବଳୀ 25:26

ଅମତ୍ସିଯ ଅନ୍ୟ ଯେଉଁ ସମସ୍ତ କର୍ମ କରିଥିଲେ, ତାହା ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଯିହୁଦା ଓ ଇଶ୍ରାୟେଲର ରାଜାମାନଙ୍କର ପୁସ୍ତକ ରେ ଲଖାୟୋଇଅଛି।

ଦିତୀୟ ବଂଶାବଳୀ 26:22

ଉଷିୟ ଅନ୍ୟ ଯେଉଁ ସମସ୍ତ କାର୍ୟ୍ଯ କରିଥିଲେ, ସହେିସବୁ ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଆମାେସ୍ଙ୍କ ପୁତ୍ର ଭବିଷ୍ଯତ୍ବକ୍ତା ଯିଶାଇୟଙ୍କ ପୁସ୍ତକରେ ଲଖାେ ୟାଇଅଛି।

ଦିତୀୟ ବଂଶାବଳୀ 32:32

ହିଜକିଯଙ୍କର ଅନ୍ୟ ସମସ୍ତ ଅବଶିଷ୍ଟ କର୍ମ ଓ ସଦାପ୍ରଭୁଙ୍କୁ କେତେ ପ୍ ରମେ କଲେ, ତାହା ଆମ୍ଭମାନଙ୍କ ପୁତ୍ର ଭବିଷ୍ଯଦ୍ବକ୍ତା ଯିଶାଇୟଙ୍କ ଦର୍ଶନ ପୁସ୍ତକ ଓ ଯିହୁଦା ଓ ଇଶ୍ରାୟେଲର ରାଜାମାନଙ୍କ ପୁସ୍ତକ ରେ ଲଖାେ ୟାଇଅଛି।

Interlinear

Choose Theme